-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଜନତା ହାଇସ୍କୁଲରେ ଜାତୀୟ ବିଜ୍ଞାନ ଦିବସ ପାଳନ

01-Mar-2025



ବରଗଡ଼/ଅମ୍ବାଭୋନା:(ନିରଞ୍ଜନ ତ୍ରିପାଠୀ)-ବିଜ୍ଞାନକୁ ଲୋକାଭିମୁଖୀ କରିବା ସହିତ ଜନ କଲ୍ୟାଣମୂଳକ କାର୍ଯ୍ୟରେ ଏହାର ପ୍ରଯୋଗ କରିବା ନିମନ୍ତେ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସାରା ଭାରତବର୍ଷରେ ଫେବୃୟାରୀ ମାସ ୨୮ ତାରିଖରେ ଜାତୀୟ  ବିଜ୍ଞାନ ଦିବସ ପାଳନ କରାଯାଏ। ବିଜ୍ଞାନର ପ୍ରଚାର ଓ ପ୍ରସାର କରିବା ପାଇଁ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଜନତା ହାଇସ୍କୁଲରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଅନୁଷ୍ଠିତ ଏକ ବୈଠକରେ ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ତେଜରାମ ସା ବିଜ୍ଞାନ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ଶିକ୍ଷକ ବୋଧରାମ ବିଶ୍ବାଳ ବୈଜ୍ଞାନିକ ସାର୍ ସିଭି ରମଣଙ୍କ ଜୀବନୀ ଓ ରମଣ ପ୍ରଭାବ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଧାରଣା ପ୍ରଦାନ କରିଥିଲେ। ବିଦ୍ୟାଳୟର ବିଜ୍ଞାନ କ୍ଲବର ମାର୍ଗ ଦର୍ଶକ ଶିକ୍ଷକ ସଞ୍ଜୟ ଖମାରୀଙ୍କ ସଂଯୋଜନା କ୍ରମେ ଆୟୋଜିତ ବିଜ୍ଞାନ କୁଇଜରେ ୩୬ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ପ୍ରତିଯୋଗୀମାନଙ୍କ ମଧ୍ୟରୁ ଜାଗୃତି ପଟେଲ ପ୍ରଥମ, ଭାରତୀ ପଧାନ ଦ୍ବିତୀୟ ଏବଂ ଜିଜ୍ଞାସା ଭୋଇ ଓ ଭବେଶ ଭୋଇ ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ। ବିଦ୍ୟାଳୟର ହୋମି ଭାବା ବିଜ୍ଞାନ କ୍ଲବ, ସାର୍ ସିଭି ରମଣ ବିଜ୍ଞାନ କ୍ଲବ, ଶକ୍ତି କ୍ଲବ, ଗଣିତ କ୍ଲବ ଓ ମାନକ କ୍ଲବର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ସମସ୍ତ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ଜ୍ୟୋତିଶ୍ଚନ୍ଦ୍ର ପଧାନ, ଈଶ୍ୱର ପଧାନ,ସୁବାସ ଚନ୍ଦ୍ର ଖମାରୀ,ଅଙ୍କିତ ମହନ୍ତ,ପଦ୍ମଲୋଚନ ବିଶି ,ଦେବାଶିଷ ମିର୍ଦ୍ଧା, ସୁଦର୍ଶନ ପଧାନ, ଶିକ୍ଷୟିତ୍ରୀ ଅନୀତା ପଧାନ,ରାଜକୁମାରୀ ଭୁଏ, ସରିତା ପଟେଲ, ମନୋଜା ପଟେଲ, ପୁଷ୍ପାଞ୍ଜଳି ପ୍ରଧାନ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ।ଶିକ୍ଷକ ଶ୍ରୀପତି ସାହୁ ସଭାକାର୍ଯ୍ୟ ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ଅନୀତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like