-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସ୍ପାର୍ଟନ ସ୍ପୋଟିଂ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : ଜି.ଏସ.ସି.ସି ଖଇରପାଲି ଚମ୍ପିଆନ

01-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କଟାବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ କଟାବାହାଲ ଗ୍ରାମରେ  ସ୍ପାର୍ଟନ ସ୍ପୋଟିଂ କ୍ରିକେଟ କ୍ଲବ ଆନୁକୁଲ୍ୟରେ ଆୟୋଜିତ ପଞ୍ଚ ଦିବସୀୟ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ ଖେଳପଡିଆଠାରେ ୨୫ ତାରିଖ ରୁ ଆରମ୍ଭ ହୋଇ ୨୮ ତାରିଖରେ ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିବସରେ ମୁଖ୍ୟଅତିଥି ଭାବରେ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ ଯୋଗଦେଇ ଉଦଘାଟନ କରିଥିବା ବେଳେ ଫାଇନାଲ ମ୍ୟାଚ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପରିଷଦ ସଭ୍ୟା ଝରଣା ପାଣିଗ୍ରାହୀ,ସମ୍ମାନିତ ଅତିଥି ଭାବରେ ସାମ୍ବାଦିକ ସୁଶାନ୍ତ ପଣ୍ଡା,ଗୌନ୍ତିଆ ମାନଭଞ୍ଜନ ବରିହା, ଆଇନଜୀବୀ ପ୍ରବୀଣ ପାଣିଗ୍ରାହୀ,ବିଜେପି ମଣ୍ଡଳ ସଭାପତି ସୁଧୀର ମହାକୁଡ,ବିଜେପି ନେତା ଆନନ୍ଦ ମାଟାରି,କାର୍ତ୍ତିକ ବରିହା ପ୍ରମୁଖ ଯୋଗ ଦେଇଥିଲେ । ମୋଟ ୧୬ଟି ଦଳ ଏହି ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଥିବା ବେଳେ ଖଇରପାଲି ଓ ସାରଙ୍ଗପୁର  ଫାଇନାଲ ମ୍ୟାଚ୍‌ କୁ ଉନ୍ନୀତ ହୋଇଥିଲେ । ଫାଇନାଲ ମ୍ୟାଚ ରେ ଟସ୍ ଜିତି ପ୍ରଥମେ ଖଇରପାଲି କ୍ରିକେଟ କ୍ଲବ ନିର୍ଦ୍ଧାରିତ ୬ ଓଭର ରେ ୫ ଉଇକେଟ ହରାଇ ୮୪ ରନ୍ କରିଥିଲା ଜବାବ ରେ ସାରଙ୍ଗପୁର କ୍ରିକେଟ କ୍ଲବ ୭ ଉଇକେଟ ହରାଇ ୫୫ ରନ୍ କରିବାରେ ସକ୍ଷମ ହୋଇଥିଲା ।ଏହି ମ୍ୟାଚ୍ ଖଇରପାଲି ଅତି ସହଜରେ ଜିତି ଚମ୍ପିୟାନ ହୋଇଥିବା ବେଳେ ପରିଶେଷରେ ବିଜେତା ଦଳ କୁ ଟ୍ରଫି ସହ ୧୦ ହଜାର ଟଙ୍କା  ରନର୍ସଅପ୍‌ ଦଳ ପାଇଁ ଟ୍ରଫି ସହ ୬ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା । ନରେନ୍ଦ୍ର ବରିହା, ଜଗା ବରିହା ଅମ୍ପାୟର ଭାବେ ଖେଳ ପରିଚାଳନା କରିଥିବା ବେଳେ ମନୋଜ ବରିହା,ଅର୍ଜୁନ ବରିହା ସ୍କୋରର ଭାବରେ ଦାୟିତ୍ଵ ତୁଲାଇଥିଲେ । ଭାସ୍କର ସାହୁ,ଭଗବାନ ବରିହା, ଜଗା ବରିହା ଧାରା ବିବରଣୀ ପ୍ରଦାନ କରିଥିଲେ । ରାଧାକୃଷ୍ଣ ବରିହା ଓ ସାନ ବାରିହଙ୍କ ନେତୃତ୍ୱରେ ସ୍ପାର୍ଟନ ସ୍ପୋଟିଙ୍ଗ ଷ୍ଟାର କ୍ରିକେଟ କ୍ଲବ ର ସମସ୍ତ ସଦସ୍ୟ  ଙ୍କ ସହଯୋଗ ରେ ଟୁର୍ଣ୍ଣାମେଣ୍ଟ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like