-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ବହି ହାଟ ର ଷଷ୍ଠ ସନ୍ଧ୍ୟା; କୋଶଳ କଳା ମଣ୍ଡଳ ପଡିଆ ର ଅତୀତ,ବର୍ତ୍ତମାନ ଓ ଭବିଷ୍ୟତ ଶୀର୍ଷକ ବିଷୟ ଉପରେ ଆଲୋଚନା

01-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ୧୭ତମ ବଲାଙ୍ଗୀର ବହିହାଟ ର ଷଷ୍ଠ ସନ୍ଧ୍ୟାରେ 'ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡିଆର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ' ଶୀର୍ଷକ ବିଷୟ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ସ୍ଥାନୀୟ କୋଶଳକଳା ମଣ୍ଡଳ ପଡିଆ ଠାରେ   ଆୟୋଜିତ ଏହି ଉତ୍ସବରେ ଆଲୋଚକ ଭାବରେ ଗୁରୁଶ୍ରୀ ଘାସିରାମ ମିଶ୍ର, ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ,ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ଓ ଶିକ୍ଷାବିତ୍ ସରସ୍ଵତୀ ନନ୍ଦ ମଞ୍ଚାସୀନ ରହି ନିଜ ଅଭିଭାଷଣ ରେ କଳା, ସାହିତ୍ୟ ଓ ସଂସ୍କୃତି ର ମୁକସାକ୍ଷୀ ତଥା ସ୍ମୃତିର ପ୍ରତୀକ କଳା ମଣ୍ଡଳ ପଡିଆର ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଆମ ସମସ୍ତଙ୍କ ଦାୟିତ୍ଵ ବୋଲି କହିଥିଲେ l ବଲାଙ୍ଗୀରରେ କଳା, ସଂସ୍କୃତି ର ବିକାଶ ପାଇଁ ତତ୍କାଳୀନ ପାଟନା ମହାରାଜ  ବଲାଙ୍ଗୀର ବାସୀଙ୍କ ଉଦ୍ଦେଶ୍ଯରେ ଏହାର ନିର୍ମାଣ କରିଥିଲେ l ଅତୀତରେ ଏହି କଳା ମଣ୍ଡଳ ପଡିଆ ଅନେକ କଳାକାରଙ୍କୁ ସ୍ରୁଷ୍ଟି କରିଛି l ତେବେ ବର୍ତ୍ତମାନ କଳା ସଂସ୍କୃତି ନାଁ ରେ ଏହି ଅପସଂସ୍କୃତି ର ଅପପ୍ରଚାର କରାଯିବା ଏହର ପୂର୍ବ ଗୌରବକୁ ନଷ୍ଟ କରୁଛି ବୋଲି ବକ୍ତାମାନେ କହିଥିଲେ  l ଲେଖକ ପରିଷଦର ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ପରିଷଦର ସହ ସମ୍ପାଦକ ରଘୁ ନନ୍ଦନ ସିଂହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଯୁଗ୍ମ ସମ୍ପାଦକ ମହେନ୍ଦ୍ର ଦର୍ଜି ପ୍ରାରମ୍ଭିକ ସୂଚନା ଦେଇଥିଲେ l ଏହି ଅବସରରେ ପ୍ରାଧ୍ୟାପକ ଡ.  ରଞ୍ଜନ କୁମାର ପାଣିଗ୍ରାହୀଙ୍କୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ଵର୍ଦ୍ଧିତ କରାଯାଇ ଥିଲା l  ଶେଷରେ ଜିଲ୍ଲା ଲେଖକ ପରିଷଦର ଧୀରେନ୍ଦ୍ର ନାରାୟଣ ସିଂହଦେଓ ଧନ୍ୟବାଦ ଅର୍ପଣ କରିଥିଲେ l

ଆସନ୍ତାକାଲି ବହିହାଟର ସପ୍ତମ ଦିନ  ଅପରାହ୍ନ ୨ଟା ସମୟରେ  ଏକ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହେବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like