-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଗୌଡ଼ପାଲି ରେ ଚବିଶ ପ୍ରହରୀ ନାମ ଯଜ୍ଞ ଉଦଯାପିତ ,,,,,, ଅନୁଷ୍ଟିତ ହେଲା ଉଦଣ୍ଡ ସଙ୍କୀର୍ତ୍ତନ ସମାବେଶ

01-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଭଟଲି ବ୍ଲକ ଗୌଡ଼ପାଲି ଠାରେ ଚବିଶ ପ୍ରହରୀ ନାମ ଯଜ୍ଞ ଶନିବାର ଉଦଯାପିତ ହୋଇ ଯାଇଛି ।ଗ୍ରାମବାସୀଙ୍କ ଦ୍ଵାରା ଆୟୋଜିତ ଏହି ନାମ ଯଜ୍ଞରେ ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଧନକଉଡା,ବରଗଡ଼ ବ୍ଲକ ନୁନିଆ ଜାମପାଲି ,ଅତାବିରା ବ୍ଲକ ଲହଣ୍ଡା ଗ୍ରାମର ଉଦଣ୍ଡ ସଙ୍କୀର୍ତ୍ତନ ମଣ୍ଡଳୀ ଯୋଗ ଦେଇ ନଗର ସଙ୍କୀର୍ତ୍ତନ୍ୟ ପରିବେଷଣ କରିଥିଲେ। ତେବେ ଭାବ ଭକ୍ତିର ଉଦଣ୍ଡ ସଙ୍କୀର୍ତ୍ତନ୍ୟ ଦେଖିବା ପାଇଁ ଆଖ ପାଖ ଅଞ୍ଚଳର ପ୍ରବଳ ଜନ ସମାଗମ ପରିଲକ୍ଷିତ ହୋଇଥିଲା ।
ଗତ ବୁଧବାର ଦିନ ନାମ ଯଜ୍ଞ ଆରମ୍ଭ ହୋଇ ଶନିବାର ଉଦଯାପିତ ହୋଇ ଥିବା ବେଳେ ଏହି ଅବସରରେ ସଙ୍କୀର୍ତ୍ତନ ଗୁରୁ ପ୍ରମୋଦ ଦାଶ ସୁଶିଲ ଦାଶଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଉଦଣ୍ଡ ସଙ୍କୀର୍ତ୍ତନ କଳାକାରଙ୍କ ଏକ ସମାବେଶ ମଧ୍ୟ ଅନୁଷ୍ଟିତ ହୋଇଥିଲା ।ଯଜ୍ଞର କର୍ତ୍ତା ଭାବେ ରାଜେନ୍ଦ୍ର ଦାଶ ଓ ତାଙ୍କ ଧର୍ମପତ୍ନୀ ନପୂର୍ ଦାଶ ଦାୟିତ୍ବ ବହନ କରିଥିଲେ । ତେବେ ସାଂପ୍ରତିକ ଅପସଂସ୍କୃତି ସମ୍ପନ୍ନ ସଙ୍କୀର୍ତ୍ତନ୍ୟର ବହୁଳ ପ୍ରଚାର ସତ୍ତ୍ବେ ଗ୍ରାମବାସୀଙ୍କ  ମିଳିତ ଉଦ୍ୟମରେ ଦୀର୍ଘ ସାତ ଦଶନ୍ଧିରୁ ଉର୍ଦ୍ଧ୍ବ ସମୟ ଧରି ଭାବଭକ୍ତିର ଉଦଣ୍ଡ ସଙ୍କୀର୍ତ୍ତନ ପରମ୍ପରାକୁ ବଞ୍ଚାଇ ଆସୁଥିବାରୁ  ଜିଲ୍ଲା ସଙ୍କୀର୍ତ୍ତନ୍ୟ ପରିଷଦ ସମେତ ଅଗଣିତ ସଙ୍କୀର୍ତ୍ତନ୍ୟ ପ୍ରେମୀ  ଗୌଡପାଲି ଗ୍ରାମବାସୀ ଙ୍କ ଏଭଳି ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଛନ୍ତି ।ଏହି ଅବସରରେ ବରଗଡ଼ ଜିଲ୍ଲା  ସଙ୍କୀର୍ତ୍ତନ୍ୟ ସମନ୍ବୟ ପରିଷଦର ଆବାହକ ତଥା ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ସଂପାଦକ ଗୋପବନ୍ଧୁ ପୁରୋହିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସଙ୍କୀର୍ତ୍ତନ୍ୟ ସଂସ୍କୃତିକୁ ବଞ୍ଚାଇ ରଖିଥିବା ଗ୍ରାମବାସୀ ଓ ଯୋଗ ଦେଇ ସଙ୍କୀର୍ତ୍ତନ୍ୟ ପରିବେଷଣ କରିଥିବା ସମସ୍ତ ସଙ୍କୀର୍ତ୍ତନ କଳାକାରଙ୍କୁ ଭୂୟସୀ ପ୍ରଶଂସା କରିଥିଲେ ।ଏହି ଅବସର ରେ ଜିଲ୍ଲା ସଙ୍କୀର୍ତ୍ତନ୍ୟ ପରିଷଦର କାର୍ଯ୍ୟକାରୀ ସଭାପତି ପ୍ରମୋଦ ଦାଶ ଉପସ୍ଥିତ ରହି  ଆଗାମୀ ଦିନରେ ଜିଲ୍ଲା ସଙ୍କୀର୍ତ୍ତନ ପରିଷଦ ଆନୁକୁଲ୍ୟରେ  ଭୁବନେଶ୍ୱର ଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ସଙ୍କୀର୍ତ୍ତନ୍ୟ ସମ୍ମିଳନୀ ରେ ଅଶ୍ଲୀଳ ଓ ଦୁଇ ଅର୍ଥ ବୋଧକ ସଙ୍କୀର୍ତ୍ତନ୍ୟକୁ ବିରୋଧ କରାଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like