-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||     

HOME   ଜିଲ୍ଲା

ସାହିତ୍ୟ କଳା ପରିଷଦ ବଙ୍ଗୋମୁଣ୍ଡା ତରଫରୁ ମକର ଉତ୍ସବ ପାଳିତ

15-Jan-2021



କଣ୍ଟାବାଞ୍ଜି, (ପ୍ରେରଣା ଖବର) :ବଙ୍ଗୋମୁଣ୍ଡାର ଅଗ୍ରଣୀ ସାରସ୍ବତ ଅନୁଷ୍ଠାନ ସାହିତ୍ୟ କଳା ପରିଷଦ ତରଫରୁ ପଞ୍ଚମ ମକର ଉତ୍ସବ ପାଳିତ ହୋଇଯାଇଛି।ପରିଷଦର ସଭାପତି ଡ.ନାରାୟଣ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଶ୍ରୀ ଅଜିତ ଯୋଷୀ, ରାଜ୍ୟ ସଂପାଦକ ବିଜୁ ଯୁବ ଜନତା ଦଳ, ମୁଖ୍ୟ ବକ୍ତା ଶ୍ରୀ ବିନୟ କୁମାର ଦାଶ ଓ ସମ୍ମାନିତ ଅତିଥି ଭାବେ ଶ୍ରୀ ବିରଞ୍ଚି ନାରାୟଣ ଦାଶ,ସମ୍ପାଦକ, ନିର୍ଝରିଣୀ, କଣ୍ଟାବାଞ୍ଜୀ, ଅଧ୍ୟାପକ ଦିଲ୍ଲୀପ ପଶାୟତ,ସରପଞ୍ଚ ସୁଶାନ୍ତ ଯୋଷୀ, ଉପାଧ୍ୟକ୍ଷ ମାମରାଜ ଜୈନ, ଶିକ୍ଷକ ସୁକାନ୍ତ ମନ୍ତ୍ରୀ, ସମାଜ ସେବୀ ଯୋଗେନ୍ଦ୍ର ମିଶ୍ର,ସାଂସଦ ପ୍ରତିନିଧି ଶ୍ରୀ ବତ୍ସ ବେହେରା ମଞ୍ଚାସୀନ ଥିଲେ।ସର୍ବ ପ୍ରଥମେ ମା ସରସ୍ବତୀଙ୍କ ଫଟୋଚିତ୍ର ରେ ଦୀପ ଧୂପ ଦେବାପରେ ପରିଷଦର ଉପଦେଷ୍ଟା ସ୍ୱର୍ଗତ ସାମ୍ବାଦିକ ନିମାଇଁ ଚରଣ ବଘାରଙ୍କ ଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିଲା ।କଣ୍ଠଶିଳ୍ପୀ ରାସବିହାରୀ ଘିଭେଲା ସ୍ୱ।ଗତ ସଂଗୀତ ପରିବେଷଣ କରିଥିଲେ।ସଂସ୍କୃତି ସଂପାଦକ ରେଣୁରଞ୍ଜନ ବାଗ ମଞ୍ଚ ପରିଚାଳନା ଓ ସାଧାରଣ ସଂପାଦକ ନିଗମାନନ୍ଦ ଦାସ ସ୍ୱ।ଗତ ଅଭିଭାଷଣ ଦେଇଥିଲେ। କଳା,ସାହିତ୍ୟ, ଲୋକ ନୃତ୍ୟ, ବାଦ୍ୟ ଆଦି ବିଭାଗରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ ଶ୍ରୀ ସୁଦର୍ଶନ ଦୀପ,ରଶ୍ମିରଞ୍ଜନ ପୁଟେଲ,ବିନୟ କୁମାର ଦାଶ,ଥବିର ପୁଝାରୀଙ୍କୁ ମିନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା।ତାପରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ଢାପ,ଘୂମୁରା,ଡକାନୃତ୍ୟ ଆଦି ପରିବେଷଣ କରାଯାଇଥିଲା।ପରିଶେଷରେ ଶ୍ରୀ ସୁରେଶ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ସଞ୍ଜୟ ପ୍ରଧାନୀ,ଶ୍ୟାମ ସୁନ୍ଦର ଗୁରୁ, ରବି ନାରାୟଣ ତ୍ରିପାଠୀ, ରାସବିହାରୀ ଘିଭେଲା,ଆଦି ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର   22-Jun-2026
  ରାଜ୍ୟ  
ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026

You Might Also Like