-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

କୁମେଲସିଂହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

02-Mar-2025



ଅତାବିରା(ଆକାଶ ମିଶ୍ର) ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁମେଲ ସିଂହା ଗ୍ରାମରେ ୧୮୯୨ ମସିହାରେ ସ୍ଥାପିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡିଆ ପରିସର ରେ ତିନୋଟି ପର୍ଯ୍ୟାୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଧନଞ୍ଜୟ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ   କୁମୁଦିନୀ  ମହାନନ୍ଦ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ଗ୍ରାମର ଦଧିବାମନ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରଘୁ ନନ୍ଦନ ପଣ୍ଡା ମୁଖ୍ୟ ବକ୍ତା ,ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି କୃଷ୍ଣ ଚନ୍ଦ୍ର ମେଣ୍ଡଳି,ଜ୍ୟୋତିର୍ମୟୀ ନାୟକ, ନିର୍ମଳ କୁମାର ନାୟକ,ପ୍ରମୁଖ ସମ୍ମାନିତ ଅତିଥି ରୂପେ

ମଞ୍ଚାସିନ ଥିଲେ । ଅତିଥି ମାନଙ୍କ ଦ୍ଵାରା ମାଁ ସରସ୍ଵତୀ ଓ ଗଜାନନଙ୍କ ତୈଳ ଫଟୋଚିତ୍ରରେ ପୂଜା ପୂର୍ବକ ଛାତ୍ରୀ ମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା । ଶିକ୍ଷକ ଦେବାଶିଷ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିବା ସହ ମଞ୍ଚ ପରିଚାଳନା କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପାତ୍ର ବାର୍ଷିକ ବିବରଣୀ ପଠନ କରି ସଭା କର୍ଯ୍ୟ କୁ ଆଗେଇ ନେଇଥିଲେ । ପ୍ରଥମ ପର୍ଯ୍ୟାୟରେ ବାର୍ଷିକ ଉତ୍ସବର ଏକ ସାଧାରଣ ସଭା କରାଯାଇ ବିଭିନ୍ନ କ୍ଷେତ୍ରରେ କୃତି ହୋଇଥିବା

୧୨୧ ଜଣ ଛାତ୍ର ଛାତ୍ରୀଙ୍କୁ ମାନ ପତ୍ର,ଟ୍ରଫି ରେ ପୁରସ୍କୃତ କରାଯାଇଥିଲା । ଦ୍ଵିତୀୟ ପର୍ଯ୍ୟାୟ ରେ ପୁରୁଣା ଖେଳ କୁଁଢ଼ି  କାଁଚି ଖେଳ କୁ ନେଇ "ଆମ ସଂସ୍କୃତି,ଆମ ଖେଲଣ। ଉପରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଥିଲା । ଯାହା ଦ୍ଵାରା  ପିଲାଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଥିଲା । ସେହିପରି ଶେଷ ସାଂସ୍କୃତିକ କାର୍ଯ୍ୟକ୍ରମ   ଛାତ୍ରଛାତ୍ରୀଙ୍କ ଦ୍ଵାରା  ମଞ୍ଚସ୍ଥ " କାଣା ହେଇ ଗଲା "  ନାଟକ ଦର୍ଶକଙ୍କ ମନ ମୋହି ଦେଇଥିଲା ।ଶିକ୍ଷକ ହେମନ୍ତ କଣ୍ଟା ଓ ଶିକ୍ଷୟିତ୍ରୀ ସୁପ୍ରଭା ସାହୁଙ୍କ  ନିର୍ଦ୍ଦେଶନାରେ ୨୫ ଟି ନୃତ୍ୟ  ପରିବେଷିତ ହୋଇଥିଲା । ଶିକ୍ଷକ ପଞ୍ଚାନନ ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ ।
ରଞ୍ଜୁଲତା ପୋଢ଼,ଦେବବ୍ରତ ପ୍ରଧାନ,ପଞ୍ଚାନନ ପ୍ରଧାନ,ଅଞ୍ଜନା ମେହେର,ବିନାୟକ ବାବୁ, ୱାଜିବ ବାବୁ,ଅଭିଭାବକ , ଅଭିଭାବିକା ତଥା ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like