-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଖନ୍ଦା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

02-Mar-2025



ବରଗଡ/ବିଜେପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଲାଉମୁଣ୍ଡା କ୍ଲଷ୍ଟରର ଖନ୍ଦା ପ୍ରାଥମିକ ବିଦ୍ୟାଳୟରେ ବାରିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଉମାକାନ୍ତ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ମାର୍କଣ୍ଡ ମହାନନ୍ଦ, ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ରମେଶ କୁମାର ଶତପଥି, ଲାଉମୁଣ୍ଡା ସରପଞ୍ଚ ସୁରେନ୍ଦ୍ର ବେରିଆ, ସ୍ଥାନୀୟ ସି.ଆର୍.ସି.ସି ପ୍ରକାଷ ମହାନନ୍ଦ, ଗ୍ରାମର ମୁଖିଆ ଜନ୍ମ ପଧାନ ଓ ଶ୍ୟାମ ପଧାନ ପ୍ରମୁଖ ଯୋଗଦେଇ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷାବିତ୍ କରୀଣା ପଧାନ, ସାମାଜିକକର୍ମୀ ମଙ୍ଗଳୁ ପଧାନ ଓ ବିଦ୍ୟାଳୟ ପରିଚାଳନା କମିଟୀ ସଭ୍ୟ/ସଭ୍ୟା ମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ବାଗ ମଞ୍ଚ ପରିଚାଳନା ସହିତ ଉଦ୍ଦେଶ୍ୟ ଜ୍ଞାପନ ଓ ବିବରଣୀ ପଠନ କରିଥିବା ବେଳେ ଶିକ୍ଷକ ଆର୍ତ୍ତତ୍ରାଣ ଚୌହାନ ଅତିଥିଗଣଙ୍କୁ ପରିଚିତ କରାଇଥିଲେ । ଏହି ଅବସରରେ ବାର୍ଷିକ କ୍ରୀଡାରେ କୃତି ଛଛାତ୍ରୀଙ୍କୁ ପୁରଷ୍କୃତ କରାଯାଇଥିଲା । ସହକାରୀ ଶିକ୍ଷକ/ଶିକ୍ଷୟିତ୍ରୀ ଧରଣୀଧର ପଧାନ, ଦମୟନ୍ତୀ କୁମ୍ଭାର ଓ ସ୍ବେଚ୍ଛାସେବୀ ଶିକ୍ଷାପ୍ରେମୀ ନବୀନ କୁମାର ପଧାନ ସହଯୋଗ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରୀମାନେ ମନୋରମ ନୃତ୍ୟ ପରିବେଷଣ  କରିଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like