-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||     

HOME   ଜିଲ୍ଲା

ସିନାପାଲିରେ ନାଇଟ୍ ସାର୍କିଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ

02-Mar-2025



ସିନାପାଲି- ନୂଆପଡ଼ା ଜିଲ୍ଲା ସିନାପାଲି ଜଗନ୍ନାଥ ଛକ ତରଫରୁ ନାଇଟ୍ ସାର୍କିଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଛି l ସ୍ଥାନୀୟ ଶିବ ମନ୍ଦିର ପଡ଼ିଆ ଠାରେ ଆୟୋଜିତ ଏହି ଟୁର୍ଣ୍ଣା ମେଣ୍ଟରେ ପ୍ରଥମ ଦିନ କାପସି ସହ ହଳଦିମୁଣ୍ଡା, ପଲସାମାଲ ସହ ମଖାପଦର ମ୍ଯାଚ ହେବା ପରେ ଉକ୍ତ ଦୁଇଟି ମ୍ଯାଚର ବିଜେତା କାପସି ଓ ପଲସାମାଲ ମଧ୍ଯରେ ଅନୁଷ୍ଠିତ ତୃତୀୟ ମ୍ଯାଚ୍ ରେ ପଲସାମାଲ ବିଜୟ ହୋଇ ସେମିଫାଇନାଲକୁ ଯାଇଥିବା ଜଣା ପଡ଼ିଛି l ଉଦଘାଟନୀ ଦିବସର ମୁଖ୍ଯ ଅତିଥି ଭାବରେ ସ୍ବରସଙ୍ଗମ କଳା ପରିଷଦର ସଭାପତି ତ୍ରିନାଥ ମେହେର ଓ ସମ୍ମାନିତ ଅତିଥି ଭାବରେ ଗଙ୍ଗାଧର ସାରସ୍ୱତ ସମିତିର ସଭାପତି ବୈଷ୍ଣବ ମେହେର, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ଯ ପ୍ରିୟରଞ୍ଜନ ମେହେର, କ୍ରୀଡ଼ାବିତ ରଜନୀ ମାଝୀ, ଭୀଷ୍ମଦେବ ଦାଶ, ବସନ୍ତ ପତି, ପରମେଶ୍ୱର ମେହେର, ହୃଷିକେଶ ବେମାଲ, ପ୍ରବୀଣ ମେହେର ପ୍ରମୁଖ ଯୋଗ ଦେଇ ଆୟୋଜକ ଓ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ ା ଆଜିର ମ୍ଯାଚକୁ ଅମ୍ପାୟାର ରାକେଶ ମେହେର ଓ କ୍ଷିତେଶ୍ବର ମେହେର ପରିଚାଳନା କରିଥିବା ବେଳେ ଭାଷ୍ଯକାର ନରେଶ ମାଝୀ ଧାରା ବିବରଣୀ ପ୍ରଦାନ କରିଥିଲେ ା ଏହି ଟୁର୍ଣ୍ଣାମେଣ୍ଟ ପାଂଚ ଦିନ ବ୍ଯାପି ଅନୁଷ୍ଠିତ ହେବାକୁ ଥିବା ବେଳେ ଟୁର୍ଣ୍ଣାମେଣ୍ଟ ଆୟୋଜନରେ ସଂଗ୍ରାମ ମେହେର, ଗଣେଶ ମେହେର, ସୋହନ ମେହେର, ହେମନ୍ତ ମେହେର ପ୍ରମୁଖ ସହଯୋଗ କରୁଛନ୍ତି l

(ପରମେଶ୍ୱର ମେହେର )


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026

You Might Also Like