-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଜନତା ପାର୍ଟି ପକ୍ଷରୁ ବୁଦ୍ଧିଜୀବୀ ସମ୍ମିଳନୀ

02-Mar-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )ବିକଶିତ ଭାରତ ପାଇଁ କେନ୍ଦ୍ର ଓ ରାଜ୍ୟ ବଜେଟ୍ ଉପରେ ଆଜି ଭାରତୀୟ ଜନତା ପାର୍ଟି ପକ୍ଷରୁ ସ୍ଥାନୀୟ ସାହାଗେଷ୍ଟ ହାଉସ୍ର ସମ୍ମିଳନୀ କକ୍ଷ ରେ ଜିଲ୍ଲା ର ବୁଦ୍ଧିଜୀବୀ ମାନଙ୍କୁ ନେଇ ଏକ ସମ୍ମିଳନୀ ଆୟୋଜନ କରାଯାଇଥିଲା।  ସୁବର୍ଣ୍ଣପୁର ଜିଲ୍ଲାର ବିଜେପି ସଭାପତି ବେଣୁଧର ଦାଶ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସମ୍ମିଳନୀରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ବିଜେପିର ପୂର୍ବତନ ସଭାପତି ପ୍ରମୋଦ କୁମାର ମହାପାତ୍ର,  ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷା ଉଷାକୁମାରୀ, ରାଜକିଶୋର ମେଣ୍ଡିଲି, ସୋନପୁର କଲେଜ ପ୍ରାକ୍ତନ ଅଧ୍ୟକ୍ଷ ଡଃ କେଦାରନାଥ ମିଶ୍ର ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ର ବଜେଟ ର ବିଭିନ୍ନ ଜନହିତକର ଦିଗ ଉପରେ ଆଲୋଚନା କରିଥିଲେ। ବାସ୍ତବିକ୍ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ଆଣିଥିବା ବଜେଟ ପ୍ରକୃତରେ ଲୋକଙ୍କ ବିକାଶ କୁ ଦୃଷ୍ଟି ରେ ରଖି ପ୍ରସ୍ତୁତି ହୋଇଥିବା ସମସ୍ତେ ପ୍ରକାଶ କରିଥିଲେ।ଏହି ସମ୍ମିଳନୀରେ ସହରର ସଚେତନ ନାଗରିକ କମିଟି, ବଣିକ ସଂଘ,କେମିଷ୍ଟ ଏଣ୍ଡ  ଡ଼୍ରଗିଷ୍ଟ ସଂଘ, ଓ ଅନେକ ସାମାଜିକ ସଂଗଠନର କର୍ମକର୍ତ୍ତା ଙ୍କସହ ଆଇନଜୀବୀ, ବୁଦ୍ଧିଜୀବୀ ଓ ଗଣମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ। ଆଇନଜୀବୀ ମଧୁସୂଦନ ପ୍ରଧାନ, ସିତାଂଶୁ ଶେଖର ମିଶ୍ର ଙ୍କ ସ‌ହ ଅନେକ ବୁଦ୍ଧିଜୀବି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବଜେଟ କୁ ନେଇ ଜନସାଧାରଣ ଙ୍କ ସହ ରାଜନେତା ମାନଙ୍କ ଏହିପରି ଖୋଲା ଆଲୋଚନା କୁ ସମସ୍ତେ ଖୁବ୍ ପ୍ରଶଂସା କରିଥିବା ବେଳେ ସମୃଦ୍ଧ ଓଡିଶା ବିକଶିତ ଓଡ଼ିଶା ଗଠନ ସହ ଆଗକୁ ଏହି ସରକାର ବାସ୍ତବିକ୍ ଲୋକଙ୍କ ସରକାର ବୋଲି ଅନେକେ ମତବ୍ୟକ୍ତ କରିଥିବା ଦେଖାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like