-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକ କ୍ରିଡା ଶିକ୍ଷକମାନଙ୍କ ସାଧାରଣ ବୈଠକ

15-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- ୟୁଜିଏଚ୍‌ଏସ୍ ଗଇଁନ୍ତଲା ଠାରେ ପୁଇଁନ୍ତଲା ବ୍ଲକର କ୍ରିଡା ଶିକ୍ଷକମାନଙ୍କର ଏକ ସାଧାରଣ ବୈଠକ ବିଇଓ ନେପାଳ ଚନ୍ଦ୍ର ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ବ୍ଲକ ଲେଭେଲ ସ୍କୁଲ କ୍ରିଡା ଏସୋସିଏସନ ସଭାପତି ନେପାଲ ଚନ୍ଦ୍ର ବାଗ ବିଇଓ ପୁଇଁନ୍ତଲା ବ୍ଲକ, ଉପ-ସଭାପତି ଶ୍ରୀଧର ଦାଶ ଏବିଇଓ ପୁଇଁନ୍ତଲା ବ୍ଲକ, ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ରାମଜୀ ହାଇସ୍କୁଲ, କୁରୁଲ, ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପାଣିଗ୍ରାହୀ ରାକ୍ସିମୁଣ୍ଡା ହାଇସ୍କୁଲ, ପ୍ରଧାନ ଶିକ୍ଷୟତ୍ରୀ ବିଜୟିନୀ ସାହୁ ଗଇଁନ୍ତଲା ହାଇସ୍କୁଲ, ପ୍ରଧାନ ଶିକ୍ଷୟିତ୍ରୀ ତପସ୍ମିନୀ ଦାଶ ଅଙ୍କରିଆପଦର ହାଇସ୍କୁଲ, ସଂପାଦକ ଅନ୍ତର୍ଯ୍ୟାମି ବିଶ୍ୱାଲ କ୍ରିଡା ଶିକ୍ଷକ ଆଠଗାଁ ହାଇସ୍କୁଲ, ପାଞ୍ଚ ଜଣ କ୍ରିଡା ଶିକ୍ଷକ ସଭ୍ୟବୃନ୍ଦ ଭାବରେ ଦେବୀ ପ୍ରସାଦ ରାଉତ, ପ୍ରବିନ ନାରାୟଣ ପଣ୍ଡା, ବୁଦ୍ଧିରାଜ ବିଶ୍ୱାଲ, ସ୍ୱାଗତିକା ବଗର୍ତ୍ତି, ସସ୍ମିତା ଗଡତିଆ । ଶେଷରେ ଗଇଁନ୍ତଲା ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ବିଜୟନୀ ସାହୁ ଏବଂ ତାଙ୍କ ବିଦ୍ୟାଳୟର କ୍ରିଡା ଶିକ୍ଷୟିତ୍ରୀ ସସ୍ମିତା ଗଡତିଆଙ୍କୁ ରାଜ୍ୟସ୍ତରୀୟ କ୍ରୀଡା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବାରୁ ତାଙ୍କୁ ସମ୍ମାନିତ କରାଗଲା । ପରିଶେଷରେ ବାସୁଦେବ ଦାଶ ଧନ୍ୟବାଦ ଅର୍ପଣ ଓ ଦେବୀ ପ୍ରସାଦ ରାଉତ ସଭାସାଙ୍ଗ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like