-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଇଣ୍ଡିଆ ବୁକ ଅଫ ରେକର୍ଡ ରେ ସ୍ଥାନିତ ହେଲା ନିଷ୍ଠା ପରିବାର...

02-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ଦ୍ଵାରା ଗତ ତା-୦୧-୦୧-୨୦୨୫ରିଖ ରୁ ତା-୨୦-୦୨-୨୦୨୫ରିଖ ପର୍ଯ୍ୟନ୍ତ ଆୟୋଜିତ ୫୧ଦିନିଆ ରେଡ ଡ୍ରପ ଅଲଟ୍ରା ମାରାଥନ ର ଉଦଯାପନୀ ସମାରୋହ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ, ବରଗଡ଼ ଠାରେ ପ୍ରବଳ ଉତ୍ସାହ ଉଦ୍ଦୀପନା ରେ ପାଳିତ ହୋଇଯାଇଅଛି। ଏଥିରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀ, ସ୍ଵତନ୍ତ୍ର ଅତିଥି ଭାବରେ ଇଣ୍ଡିଆ ବୁକ ଅଫ ରେକର୍ଡ ର ଶ୍ରୀମାନ କ୍ରୀଷ୍ଣ କୁମାର ଗୁପ୍ତା, ସମ୍ବାନିତ ଅତିଥି ଭାବରେ ବରଗଡ଼ ଏ ଡି ଏମ ଶ୍ରୀମତୀ ମଧୁଛନ୍ଦା ସାହୁ , ବରଗଡ଼ ରକ୍ତ ଭଣ୍ଡାର ଅଧିକାରୀ ଡା.ସୁଶାନ୍ତ କର,ଡି.ପି.ଏମ ଗିରିଜା ଶଙ୍କର ମିଶ୍ର ପ୍ରମୁଖ ଯୋଗ ଦେଇ ରକ୍ତ ଦାନ କ୍ଷେତ୍ରରେ ଜନ ସାଧାରଣଙ୍କୁ ସଚେତନ କରିବାରେ ନିଷ୍ଠା ପରିବାର ଭୂମିକାକୁ ଭୂୟସୀ ପ୍ରଶଂସା କରିଥିଲେ। ନିଷ୍ଠା ପରିବାରର ଉପ ସଭାପତି ଶ୍ରୀ ମଦନ ମୋହନ ଦାଶଙ୍କ ସଂଯୋଜନା ଓ ସଭାପତି ରକ୍ଷପାଲ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ନିଷ୍ଠା ର ସଂପାଦକ ଲୋକନାଥ ସାହୁ ବିବରଣୀ ପାଠ ଓ ଅନ୍ୟତମ ଉପଦେଷ୍ଟା ଅଶ୍ୱିନୀ ତ୍ରିପାଠୀ ସଭା ର ଉଦ୍ଦେଶ୍ୟ ଜ୍ଞାପନା କରିଥଲେ। ସଭାରମ୍ଭରୁ ଇଣ୍ଡିଆ ଵୁକ ଅଫ ରେକର୍ଡ ର କ୍ରୀଷ୍ଣ କୁମାର ଗୁପ୍ତା ନିଷ୍ଠା ପରିବାରର ଗୁଣଗାନ କରି ୫୧ଦିନ ଧରି କ୍ରମାଗତ ଭାବରେ ୨୭୭୨ ୟୁନିଟ ରକ୍ତ ସଂଗ୍ରହ କରିଥିବା ଯୋଗୁଁ ଇଣ୍ଡିଆ ଵୁକ୍ ଅଫ ରେକର୍ଡରେ ନିଷ୍ଠା ପରିବାର ସ୍ଥାନ ପାଇଛି ବୋଲି ଘୋଷଣା କରିବା ସମୟରେ ସମଗ୍ର ହଲ ତାଲି ମାଡରେ ପ୍ରକମ୍ପିତ ହୋଇ ଉଠିଥିଲା ।ଉପଦେଷ୍ଟା ଶ୍ରୀ ସଚି ପଣ୍ଡାଙ୍କ ସଂଯୋଜନା ରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସମାରୋହରେ ନିଷ୍ଠା ପରିବାର ପ୍ରତ୍ୟେକ ସହଯୋଗୀ ସଂଗଠନ ମାନଙ୍କୁ ଉତ୍ତରୀୟ ଓ ପ୍ରଶଂସା ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ବରଗଡ଼ ରକ୍ତ ଭଣ୍ଡାର ତରଫରୁ ନିଷ୍ଠା କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ, ନିଷ୍ଠା ତରଫରୁ ବରଗଡ଼,ବୁର୍ଲା,ସମ୍ବଲପୁର ଓ ପଦମପୁର ରକ୍ତ ଭଣ୍ଡାର ସହ ନିଷ୍ଠାର ମହିଳା ସଦସ୍ୟା ଙ୍କ ମାଁ ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇ ଏକ ଅନନ୍ୟ ପରମ୍ପରା ସୃଷ୍ଟି କରିଥିଲା ନିଷ୍ଠା ପରିବାର। ଏହି ଭବ୍ୟ କାର୍ଯ୍ୟକ୍ରମରେ ବରଗଡ଼ର ଅଗ୍ରଣୀ ସଂଗଠନ ସଂକଳ୍ପ ପରିବାର, ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ, ସେବା ଫାଉଣ୍ଡେସନ, ଆନନ୍ଦ ସେବା ସଦନ, କୋଶଳ ଡିଫେନ୍ସ ଏକାଡେମୀ, ବରଗଡ଼ ଫିଜିକାଲ ଏକାଡେମୀ,ଇଗଲ ସୋସିଆଲ ଗ୍ରୁପ, ଦୃଷ୍ଠି ଓ ସମ୍ବଲପୁର ର ସମ୍ବଳ, ପରିଚୟ, ଶିକ୍ଷା, ପଦମପୁରର ସହଯୋଗ ଅନୁଷ୍ଠାନ, କୋଶଳ ସଂଗ୍ରାମୀ ଅର୍ପଣ ଦାଶ ନାୟକ, ରମଣୀ ଦନ୍ତା ପ୍ରମୁଖ ଯୋଗ ଦେଇ ନିଷ୍ଠା ପରିବାର କୁ ଭୂୟସୀ ପ୍ରଶଂସା କରିଥିଲେ। ଶେଷରେ ସଂପାଦକ ଲୋକନାଥ ସାହୁଙ୍କ ଧନ୍ୟବାଦ ଅର୍ପଣ ପରେ ସାନ ନୃତ୍ୟ ଏକାଡେମୀ ଦ୍ୱାରା କୁନି କୁନି ଛାତ୍ରୀ ମାନଙ୍କ ଦ୍ଵାରା ଏକ ଆକର୍ଷଣୀୟ ସମ୍ବଲପୁରୀ ନୃତ୍ୟ ପ୍ରଦର୍ଶନ କରାଯିବା ସହ ସମାରୋହର ସମାପ୍ତି ଘୋଷଣା କରଯାଇଥିଲା। ଏହି ଐତିହାସିକ ଦିନ କୁ ସ୍ମରଣୀୟ କରିବା ପାଇଁ ବରଗଡ଼ ରାମ ମନ୍ଦିର ଠାରେ ସରଧା ପାଲିର ଶ୍ରୀମତୀ ନଳିନୀ  ଓ ଗୁଣନିଧି ସୁନାଙ୍କ ଶିଶୁ କନ୍ୟା ଗୀତାଂଶି ର ଶୁଭ ଅନ୍ନ ପ୍ରାଶନ୍ନ ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରୁ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୩୨ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଏହି ଶିବିରକୁ ତୁଷାର କାନ୍ତ ମିଶ୍ର, ନିଷ୍ଠା ପରିବାର ର ଦୟାନିଧୀ ଷଡଙ୍ଗୀ ଓ ଜୟି ମଙ୍ଗଳ ପ୍ରଧାନ ସୁପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like