-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ କର୍ମଚାରୀ ଏକତା ମଞ୍ଚର ଧାରଣା ଓ ବିକ୍ଷୋଭ

03-Mar-2025



ବଲାଙ୍ଗିର:(ପ୍ରେରଣା)-ସ୍ଥାନୀୟ ପେଲେସଲାଇନ ବିଦ୍ୟୁତ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟଳୟ ସମ୍ମୁଖରେ ବିଦ୍ୟୁତ କର୍ମଚାରୀ ଏକତା ମଞ୍ଚର ଧାରଣା ଓ ବିକ୍ଷୋଭ। ଏକତା ମଞ୍ଚ ପକ୍ଷରୁ ହିରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ଉପ ସଭାପତି ଶ୍ରୀ ପବିତ୍ର ଖୁଣ୍ଟିଆ ଙ୍କ ନେତୃତ୍ଵରେ ଶହ ଶହ ବିଦ୍ୟୁତ କର୍ମଚାରୀ ଧାରଣାରେ ସାମିଲ ହୋଇଥିଲେ। ଟିପିଡବ୍ଲୁଓଡିଏଲ୍ ର ମନମୁଖି କାର୍ଯ୍ୟ କୁ ଶ୍ରୀ ଖୁଣ୍ଟିଆ ଘୋର ନିନ୍ଦା କରିଥିଲେ। ୧୧ ତମ ମଜୁରୀ ନିର୍ଦ୍ଧାରଣର ନୂତନ ଦରମା ଲାଗୁ ସହିତ  ଅନୋମାଲିର ସମସ୍ତ ବକେୟା ତୁରନ୍ତ ପ୍ରଦାନ କରିବା ପାଇଁ ଆଜି ଠାରୁ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟଳୟରେ ସକାଲ ୧୦ ଟାରୁ ୧୧ ଟା ପର୍ଯ୍ୟନ୍ତ ଧାରଣା ଦେବା ସହ ଆଗାମୀ ଦିନରେ ଦାବୀ ପୂରଣ ନହେଲେ ୭ ତାରିଖରୁ ସକାଲ ୧୦ ଟାରୁ ସଂନ୍ଧ୍ଯା ୫ ଟା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଲ ପାଇଁ ଧାରଣା ଓ ବିକ୍ଷୋଭ କରିବା ପାଇଁ ଚେତାବନୀ ଦେଇଛନ୍ତି 
ବିଦ୍ୟୁତ କର୍ମଚାରୀ ଏକତା ମଞ୍ଚର ଧାରଣା ଓ ବିକ୍ଷୋଭ ରେ ପଶ୍ଚିମାଞ୍ଚଳ  ବିଦ୍ୟୁତ ଶ୍ରମିକ ମହା ସଂଘର ଶ୍ରୀ ଜ୍ୟୋତିରଞ୍ଜନ ମହାନ୍ତି ତଥା ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ବଲାଙ୍ଗିର ଡିଭିଜନ ସଂପାଦକ ଉଦ୍ଧବ କରନ, ବରିଷ୍ଠ ଲାଇନମ୍ୟାନ କଷ୍ଠୁ ବେହେରା, ଅମୀତ ପଶାୟତ, ସମ୍ବିତ ପଣ୍ଡା, ପଦ୍ମନ ଡାକୁଆ, ସୁରେନ୍ଦ୍ର ସେଟ୍, ବିଜୟ ମହାପାତ୍ର, ଲଲିତ ଦାଶ, ରାହୁଲ ନାଏକ, ଅମିତାଭ ଦାଶ, ପ୍ରଶାନ୍ତ ଖଟୁଆ, ଗୋକୁଲ ହାତୀ, ସୁନୀଲ ବାରିକ, ସୂର୍ଯ୍ୟକାନ୍ତ ଦାଶ, କୈଲାସ ବିଶ୍ବାଲ, ସୁରେଶ ଭୋଇ, ତ୍ରିଲୋଚନ ସାହୁ, କମଲାକାନ୍ତ ରାଉତ, କିଶୋର ବେହେରା, ଶ୍ରୀଧର ପଣ୍ଡା, ଅଶୋକ ସାହୁ, ରମେଶ ସାହୁ,ଶେଷବିନ୍ଦୁ ପ୍ରଧାନ, ହରିହର ପଧାନ ପ୍ରମୁଖ ବିଦ୍ୟୁତ କର୍ମଚାରୀ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like