-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

କୁସୁମବନ୍ଧ ଠାରେ ଗଣ୍ଡଗୋଳ ହୋଇ ଛୁରାମାଡ ଘଟଣା, ୨ ଗିରଫ

03-Mar-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଲକ ର ଚଚରାଗୁଡା ପଞ୍ଚାୟତ ଅଧିନ କୁସୁମବନ୍ଧ ଗ୍ରାମର ଶିବ ମନ୍ଦିର ଠାରେ ଯାତ୍ରା ଦେଖିବା ସମୟରେ ଗଣ୍ଡଗୋଳ ହୋଇ ଛୁରା ମାଡ ଘଟଣାରେ ଡାବୁଗାଁ ପୋଲିସ ସୋମବାର ୨ ଜଣ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି |  ସୂଚନାଯୋଗ୍ୟ:- ଡାବୁଗାଁ ବ୍ଲକ ର ଚଚରାଗୁଡା ପଞ୍ଚାୟତ ଅଧିନ କୁସୁମବନ୍ଧ ଗ୍ରାମର ଶିବ ମନ୍ଦିର ଠାରେ ଶନିବାର ଦିନ ଶିବରାତ୍ରି ପାଳନ ହୋଇଥିଲା  | ରାତ୍ରିରେ ଭକ୍ତ ମାନଙ୍କ ମନୋରଞ୍ଜନ ନିମନ୍ତେ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିବାସୀ ନାଟକ ଚାଲିଥିଲା ।  କୁସୁମବନ୍ଧ ଗ୍ରାମର ଆସମନ ଗୌଡ, ରଞ୍ଜିତ ମାଝି ଓ ଧନସାଏ ଗୌଡ ନାଟକ ଦେଖିବା ପାଈଁ  ଯାଇଥିଲେ । ନାଟକ ଦେଖୁଥିବା ବେଳେ ରାତ୍ରୀ ପ୍ରାୟ ୩ ଘ. ସମୟରେ ଚଚରାଗୁଡ଼ା ଗ୍ରାମର ତାନ୍ତିପାଲ ପନକା ଓ ଦାସ ପନକା ମଦ ପିଇ ଅସଭ୍ୟ ଭାଷାରେ ଗାଳି ଗୁଲଜ କରି ଲୋକ ମାନଙ୍କୁ ଠେଲା ପେଲା କରୁଥିଲେ | ସେହି ସମୟରେ କୁସୁମବନ୍ଧ ଗ୍ରାମର ଆସମନ ଗୌଡ,  ରଞ୍ଜିତ ମାଝୀ  ଓ ଧନସାଏ ଗୌଡ  ସେମାଙ୍କୁ ବୁଝାଉଥିଲେ | ସେହି ସମୟରେ ତାନ୍ତିପାଲ ପନକା ଉତ୍ୟକ୍ତ ହୋଇ ଏକ ଛୁରା ସାହାଯ୍ୟରେ ରଞ୍ଜିତ ମାଝୀ (୨୩) ଓ ଧନସାଏ ଗୌଡ(୨୭)ଙ୍କୁ ଆକ୍ରମଣ କରିଥିଲେ |  ଫଳରେ କୁସୁମବନ୍ଧ ଗ୍ରାମର ରଞ୍ଜିତ ମାଝୀ ଓ ଧନସାଏ ଗୌଡ ଙ୍କ ପେଟରେ ଛୁରି ବାଜି ଆହତ ହୋଇଥିବା ବେଳେ ଆସମନ ଙ୍କ ହାତରେ ଆଘାତ ଲାଗିଥିଲା | ଏନେଇ ଆହତ ଆସମନ ଗୌଡ ଚଚରାଗୁଡ଼ା ଗ୍ରାମର ତନ୍ତିପାଲ ପନକା ଓ ଦାସ ପନକା ଥାନାରେ ଏତଲା ଦେଇଥିଲେ  | ଏନେଇ ଥାନା କେସ ନଂ ୩୪/୨୫ ଏକ ମାମଲା ରୁଜୁ କରାଯାଇଥିଲା | ଏଥିରେ ସମ୍ପୃକ୍ତ  ତାନ୍ତିପାଲ ପନକା (୩୨) ଓ ତାଙ୍କ ଭାଇ ଦାସ ପନକା (୨୫) ଙ୍କୁ ସୋମବାର  ପୋଲିସ ଗିରଫ କରିଥିଲା | ଆଜି ଅପରାହ୍ନରେ ୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି ଏବଂ ତାନ୍ତିପାଲ ଙ୍କ ଠାରୁ ରକ୍ତ ଲାଗିଥିବା ଛୁରୀ, ଏକ ନକଲି ସାପ, ଓଡିଶା ନିୟୁଜ ଟିଭି ୱେବ ଚ୍ୟାନେଲର ଲୋଗ, ମାଇକ ଓ ପରିଚୟ ପତ୍ର ଜବତ କରାଯାଇଛି ବୋଲି ତଦନ୍ତକାରୀ ଅଧିକାରୀ ସବଇନିସ୍ପେକ୍ଟର ଚନ୍ଦନ ସାହୁ ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like