-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର- ସାମୁହିକ ଶ୍ରଦ୍ଧାଞ୍ଜଳି ସମାରୋହ 

15-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)-  ଆଜି ପୂର୍ବାହ୍ନ ଲିଟିରାରି ଏଣ୍ଡ ସୋସିଆଲ କ୍ଲବ ଠାରେ ଏକ ସାମୁହିକ ଶ୍ରଦ୍ଧାଞ୍ଜଳି ସମାରୋହ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ଡ. ଅଶୋକ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏ ସମାରୋହରେ ପଣ୍ଡିତ ଅଚ୍ୟୁତାନନ୍ଦ ଉଦ୍‌ଗାତା ପରିବାରର ୧୫ଜଣ ଦିବଂଗତଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏ ପାର୍ବଣରେ ରାଜେନ୍ଦ୍ର ସ୍ୱୟଂ ଶାସିତ କଲେଜର ପୂର୍ବତନ ଅଧ୍ୟକ୍ଷ ସତ୍ୟବନ୍ତ ବେଦ୍‌ବାକ୍ ମୁଖ୍ୟ ଅତିଥି, ଅଖିଳ ଭାରତୀୟ ବ୍ରାହ୍ମଣ ମହାସଭାର ସଭାପତି ପଣ୍ଡିତ ଜୟକୃଷ୍ଣ ଦାସ ଶର୍ମା ମୁଖ୍ୟବକ୍ତା ଭାବେ ଓ ପୂଜ୍ୟପୂଜା ସେବା ସଂଗଠନର ସଂପାଦକ ମଦନ ମୋହନ ରଥ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ପୂର୍ବପୁରୁଷମାନଙ୍କୁ ଶ୍ରଦ୍ଧାରେ ଶ୍ରାଦ୍ଧ ଅର୍ପଣ ପୂର୍ବକ ଓ ଜିବିତ ଆତ୍ମୀୟ ସ୍ୱଜନମାନଙ୍କୁ ସେବାଯତ୍ନ କରି ସନ୍ତୁଷ୍ଟ କରାଯାଇପାରିବ ଏବଂ ଏହି କାର୍ଯ୍ୟ ଦ୍ୱାରା ପୂର୍ବପୁୁରୁଷଙ୍କ ଆତ୍ମୀୟ ସ୍ୱଜନଙ୍କ ଆଶିର୍ବାଦ ମିଳି ପାରିବ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ । ଏହି ସଭାରେ ଅଚ୍ୟୁତାନନ୍ଦ ଉଦ୍‌ଗାତା ଓ ଶିକ୍ଷାବିତ୍ ବିକ୍ରମ ମିଶ୍ର ମଧ୍ୟ ମତବ୍ୟକ୍ତ କରିଥିଲେ । ସଭା ଆରମ୍ଭରେ କବି ରତ୍ନମୟ ତ୍ରିପାଠି ଅତିଥି ପରିଚୟ କରିଥିବା ବେଳେ ସଭାକୁ ସଂଯୋଜନା କରିଥିଲେ କସ୍ତୁରୀ ରଥ । ବେଦ ପଠନ କରିଥିଲେ ପଣ୍ଡିତ ବ୍ରଜ ବିହାରୀ ତ୍ରିପାଠୀ, ଭଜନ ପରିବେଷଣ କରିଥିଲେ କବିତା ମିଶ୍ର ଓ ଧିରେନ୍ଦ୍ର ନାରାୟଣ ସିଂଦେଓ । ଏହି କାର୍ଯ୍ୟକ୍ରମକୁ  ସହଯୋଗ କରିଥିଲେ ମାଳତି ଉଦ୍‌ଗାତା, ଆଶିଷ ରଂଜନ ଉଦ୍‌ଗାତା, ଆଲୋକ ରଂଜନ ଉଦ୍‌ଗାତା, ଚିନ୍ମୟୀ ଉଦ୍‌ଗାତା, ସରିତା ଉଦ୍‌ଗାତା, ଚୁଡେନ୍ଦ୍ର କୁମାର ବେହେରା, ପ୍ରଦୀପ ପଶାୟତ, ଦୁର୍ଗା ଚରଣ ସାହୁ, ରାଜେଶ ସାହୁ ଓ ଧୃବ ଚରଣ ସାହୁ ଓ ଶେଷରେ ଅରୁଣ କୁମାର ଖୁଆସ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like