-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ୫୦ହଜାର

03-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଜାରିଂ କ୍ଲଷ୍ଟର ଅନ୍ତର୍ଗତ କ୍ଷେତରପଡା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସ୍ଥାନୀୟ ଗ୍ରାମର ଶିକ୍ଷା ପ୍ରେମୀ ଘନଶ୍ୟାମ ସାହୁ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି।ଉକ୍ତ ଟଙ୍କାରେ ପ୍ରତିବର୍ଷ ଏହି ବିଦ୍ୟାଳୟର ତୃତୀୟ ଓ ପଞ୍ଚମ ଶ୍ରେଣୀରେ ସର୍ବଶ୍ରେଷ୍ଠ ନମ୍ଵର ରଖିଥିବା ଶିକ୍ଷାର୍ଥୀଙ୍କୁ ପ୍ରଦାନ କରାଯିବ ।ଏହି ଅବସରରେ ପ୍ରଧାନ ଶିକ୍ଷକ ସୌଦାମିନୀ ମାଝୀଙ୍କ ଅଧ୍ୟକ୍ଷତାରେ ସଭା ହୋଇଥିଲା। ଶିକ୍ଷା ପ୍ରେମୀ ଘନଶ୍ୟାମ ସାହୁ ଓ ତାଙ୍କ ପତ୍ନୀ କାନ୍ତୀ ସାହୁଙ୍କୁ ମାନପତ୍ର, ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଶିକ୍ଷକ ଧର୍ମ ସାହୁ ଅତିଥି ପରିଚୟ, ଶିକ୍ଷକ ରତ୍ନ ଭୋଇ ମାନପତ୍ର ପଠନ କରିଥିଲେ। ସିଆରସିସି ରାଜେଶ୍ଵର ବେହେରା ସଭାକୁ ପରିଚାଳନା କରିଥିଲେ। ସ୍କୁଲ ପରିଚାଳନା କମିଟି ଚେୟାରମେନ ରାଜେନ୍ଦ୍ର ପଟେଲ,ପୂର୍ବତନ ଚେୟାରମେନ ଯୋଗେନ୍ଦ୍ର ପଧାନ ଓ ଅଧିକାରୀ ପଧାନଙ୍କ ସମେତ ପରିଚାଳନା କମିଟିର ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ଥିଲେ। ଶିକ୍ଷୟିତ୍ରୀ ସତ୍ୟଭାମା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like