-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଆର୍ଥିକ ଅନ୍ତର୍ଭୁକ୍ତିକରଣ ଓ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ :- ଆର୍ଥକ ଅନ୍ତର୍ଭୁକ୍ତିକରଣରେ ମହିଳାମାନଙ୍କର ଭୂମିକା ଗୁରୁତ୍ବପୂର୍ଣ୍ଣ :-

03-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ସ୍ୱଳ୍ପ ସଂଚୟ ସଂଗଠନ ତଥା ଜିଲ୍ଲା ସ୍ୱଳ୍ପ ସଂଚୟ ବିଭାଗ ତରଫରୁ ଗଙ୍ଗାଧର କ୍ଳବ ସାଗରପାଲି ଠାରେ ଆର୍ଥିକ ଆନ୍ତର୍ଭୁକ୍ତିକରଣ ଓ ସାକ୍ଷରତା ତଥା ସୁକନ୍ୟା ଗ୍ରାମ ଉପରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆର୍ଥିକ ସେବା ଓ ସଂଚୟ ଅଧିକାରୀ ମଙ୍ଗଳ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୋଲିସ ନିରୀକ୍ଷକ ସୁବର୍ଣ୍ଣପୁର ଡି.ସି.ଆର.ବି ରମେଶ କୁମାର ମାହାନା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସାଇବର ଠକେଇ ପ୍ରତି ବିଶେଷ ଯତ୍ନବାନ ହେବାକୁ ପରାମର୍ଶ ଦେଇ କୌଣସି ପ୍ରକାର ପ୍ରଲୋଭନ ରେ ବଶବର୍ତ୍ତୀ ନହେବାକୁ କହିଥିଲେ। ଜିଲ୍ଲା ସଂଚୟ ଅଧିକାରୀ ମଙ୍ଗଳ ପ୍ରଧାନ ଆର୍ଥିକ ଅନ୍ତର୍ଭୁକ୍ତି କରଣ ଓ ଆର୍ଥିକ ସାକ୍ଷରତାର ଆବଶ୍ୟକତା ଓ ଉପାଦେୟତା ଉପରେ ବିସ୍ତୃତଭାବେ ଉପସ୍ଥାପନା କରି ଆର୍ଥକ ଅନ୍ତର୍ଭୁକ୍ତିକରଣରେ ମହିଳାମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି କହିଥିଲେ। ପୁନଶ୍ଚ ପ୍ରତ୍ୟେକ ପରିବାର ନିଜର ଆୟରୁ ପ୍ରଥମ ଖର୍ଚ୍ଚ ସଂଚୟକରିବାକୁ ପରାମର୍ଶ ଦେଇଥିଲେ। ଚଳିତ ଆର୍ଥକ ସାକ୍ଷରତା ସପ୍ତାହ ୨୦୨୫ର ବିଷୟବସ୍ତୁ  "ଆର୍ଥିକ ବୁଦ୍ଧିମତା ଯାହାରି, ସେ ସମୃଦ୍ଧ ନାରୀ" ବିଷୟରେ ବୈଠକରେ ବିଶେଷ ଆଲୋଚନା ହୋଇଥିଲା। ସମ୍ମାନିତ ଅତିଥିଭାବେ ସହକାରୀ ଡାକ ଅଧିକ୍ଷକ ବଲାଙ୍ଗୀର କାର୍ତ୍ତିକ ଚନ୍ଦ୍ର ଦାସ ଯୋଗଦାନକରି ସୁକନ୍ୟା ସମୃଦ୍ଧି ଯୋଜନାର ବିଶେଷତା ସହ ଲାଭ ଉପରେ ଆଲୋକପାତ କରିଥିଲେ। ଭାରତୀୟ ପୋଷ୍ଟାଲ ପେମେଣ୍ଟ ମ୍ୟାନେଜର ସତ୍ୟବ୍ରତ ପ୍ରଧାନ ନିଜର କଷ୍ଟ ଉପାର୍ଜିତ ଧନକୁ ସଂଚୟ ଓ ସୁରକ୍ଷିତ ରଖିବାପାଇଁ ଡାକଘର ଉତ୍ତମ ଓ ନିର୍ଭର ଯୋଗ୍ୟ ସ୍ଥାନବୋଲି କହିବା ସହିତ ଡ଼ାକଘର ପ୍ରଚଳିତ ବିଭିନ୍ନ ସରକାରୀ ଯୋଜନାର ଉପସ୍ଥାପନ କରିଥିଲେ। ସଞ୍ଜୟ କୁମାର ମିଶ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଗୋପାଳ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ପୋଷ୍ଟାଲ ଏଜେଣ୍ଟ ହିରଣ୍ମୟୀ ମେହେ୍ର, ଦିବ୍ୟାସିନୀ ମେହେର, ବିନୋଦିନୀ ମେହେର, ଅଞ୍ଜଳି ମହାନନ୍ଦ, ଜିଲ୍ଲା ସ୍ୱଳ୍ପ ସଂଚୟ ବିଭାଗ କର୍ମଚାରୀ ସଞ୍ଜୟ କୁମାର ବାରିକ ପ୍ରମୁଖଙ୍କ ସହ ବହୁ ସଂଖ୍ୟାରେ ଗୃହିଣୀ ତଥା ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like