-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||     

HOME   ଜିଲ୍ଲା

ଜରାସିଂହାର ନେତ୍ରଭାନୁ ହାଇସ୍କୁଲ ଓ ସାଲେପାଲି ବୃଦ୍ଧାଶ୍ରମକୁ ଜିଲ୍ଲାପାଳଙ୍କ ପରିଦର୍ଶନ

03-Mar-2025



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ଅନ୍ତର୍ଗତ ଐତିହାସିକଗ୍ରାମ ଜରାସିଂହାରେ ଥିବା ନେତ୍ରଭାନୁ ହାଇସ୍କୁଲ ଓ ସାଲେପାଲି ସ୍ଥିତ ବୃଦ୍ଧାଶ୍ରମକୁ ଆଜି ଜିଲ୍ଲାପାଳ ଗୌରବ ଶୀବାଜୀ ଇସଲୱାର ତାଙ୍କ ଜିଲ୍ଲାସ୍ତରୀୟ ଟିମ ନେଇ ପରିଦର୍ଶନ କରିଛନ୍ତି । ଚଳିତ ୨୦୨୫ ମସିହାରେ ନେତ୍ରଭାନୁ ହାଇସ୍କୁଲକୁ ୭୫ବର୍ଷ ପୂର୍ତ୍ତି ହେଉଛି । ସେଥିପାଇଁ ପୁରାତନ ଛାତ୍ରସଂଘ ପକ୍ଷରୁ ପ୍ଲାଟିନମ ଜୁବୁଲି ପାଳିତ ହେବାକୁ ଯାଉଛି । ତେଣୁ ହାଇସ୍କୁଲକୁ ସୁନ୍ଦର ଭାବରେ ସଜଡାଯିବାକୁ ପ୍ରସ୍ତୁତି ଚାଲିଛି । ଏବେ ଜିଲ୍ଲାପାଳ ପରିଦର୍ଶନ କରି ଏହାର ଭିତ୍ତିଭୂମିକୁ ବଢାଇବାକୁ ପ୍ରତିଶୃତି ଦେଇଛନ୍ତି । ଜିଲ୍ଲାପାଳ ଏହି ଅବସରରେ ସ୍କୁଲରେ ୫ଟି ଯୋଜନାରେ ହୋଇଥିବା କାମ ଗୁଡିକୁ ଯଥା-କ୍ଲାସରୁମ, ଇଲାଇବ୍ରେରୀ, ଲେବୋରେଟୋରୀ ବୁଲି ଦେଖିଥିଲେ l

ଏହା ସହିତ ଜରାସିଂହା ଗାଁର ଖେଳପଡିଆକୁ ମଧ୍ୟ ପରିଦର୍ଶନ କରି ଏହାର ମଧ୍ୟ ଉନ୍ନୟନ ପାଇଁ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ । ଏହା ପରେ ସେ ସାଲେପାଲି ଠାରେ ଥିବା ଗ୍ରାମମଙ୍ଗଳ ପଠାଗାର ଅନୁକୂଲ୍ୟରେ ପରିଚାଳିତ ହେଉଥିବା ବୃଦ୍ଧାଶ୍ରମକୁ ପରିଦର୍ଶନ କରିଥିଲେ । ସେଠାରେ ପରିମଳ ଓ ସ୍ୱଚ୍ଛତା ବ୍ୟବସ୍ଥା ନେଇ ଜିଲ୍ଲାପାଳ ଅସନ୍ତୋଷ ବ୍ୟକ୍ତ କରିଥିଲେ । ଆଜିର ଏହି ପରିଦର୍ଶନ ସମୟରେ ଜିଲ୍ଲା ମୁଖ୍ୟଉନ୍ନୟନ ଅଧିକାରୀ ପ୍ରଭାତ କୁମାର ମହାପାତ୍ର,ଜିଲ୍ଲା ଶିକ୍ଷାଅଧିକାରୀ ପ୍ରଦୀପ କୁମାର ନାଗ,ଦେଓଗାଁ ବିଡିଓ ପ୍ରିୟରଂଜନ କୁମ୍ଭାର, ନେତ୍ରଭାନୁ ହାଇସ୍କୁଲ ପ୍ଲାଟିନମଜୁବୁଲି କମିଟିର ସଭାପତି ଲକ୍ଷ୍ମଣକୁମାର ମେହେର,ଦୁର୍ଗାପ୍ରସାଦ ସିଂଦେଓ, ଶ୍ରୀମତୀ ମମତା ସିଂନିନା,ଚିତ୍ତରଂଜନ ଥନାପତି, ରାଜକିଶୋର ସେଠ,ପ୍ରମୋଦ ବହିଦାର,ଶୈଳେନ୍ଦ୍ର ସାହୁ,ମମତା ପୁଟେଲ,ଅଂଶୁମାନ କର୍ତ୍ତି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026

You Might Also Like