-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମେଣ୍ଡା ରେ ତେଜୁଛି ବ୍ଲକ ଆନ୍ଦୋଳନ ଦାବି: ସୋନପୁର ବିଧାୟକଙ୍କୁ ଭେଟିଲେ ପ୍ରତିନିଧିମଣ୍ଡଳି

04-Mar-2025



ତରଭା- ସୁବର୍ଣ୍ଣପୁର ଜିଲ୍ଲାର ସର୍ବବୃହତ ଓ ସର୍ବପୁରାତନ ମେଣ୍ଡାଗାଁରେ ବ୍ଲକସ୍ଥାପନ କରିବା ଦାବି ନେଇ ଏକ ପ୍ରତିନିଧି ମଣ୍ଡଳି ସୋନପୁର ବିଧାୟକ ନିରଂଜନ ପୂଜାରୀଙ୍କୁ ତାଙ୍କ ରାମପୁରସ୍ଥିତ ବାସଭବନଠାରେ ଭେଟି ଏକ ଦାବିପତ୍ର ପ୍ରଦାନ କରିବା ସହ ଆଲୋଚନା କରିଛନ୍ତି । ଏହି ପ୍ରତିନିଧି ମଣ୍ଡଳି ଦାବି କରିଛି ଯେ, ନୂତନ ବ୍ଲକରେ ମେଣ୍ଡା, ରାଣିସର୍ଡା, ଦେଉଳପଦର, ପାଇକବାହାଲ, ପୁଆ, ଜରାଜାରିଂ, ନାରାୟଣପୁର, ବଲାଡି, ଛକୋରମାଲ ଓ ଶିବତଳା ପଞ୍ଚାୟତକୁ ନେଇ ଗଠନ କରାଯିବାକୁ ପ୍ରସ୍ତାବ କରାଯାଇଛି । ପ୍ରସ୍ତାବିତ ବ୍ଲକ ଅଞ୍ଚଳର ପଞ୍ଚାୟତ ପ୍ରତିନିଧି ଓ ଲୋକପ୍ରତିନିଧି ତଥା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ଏମାନେ ଭେଟି ଆଲୋଚନା କରି କରାଯାଇଛି । ତରଭା ବ୍ଲକରେ ୨୧ଟି ପଞ୍ଚାୟତ ଥିବା ବେଳେ ଏଥିରୁ ମେଣ୍ଡା ଅଞ୍ଚଳର ୬ଟି ପଞ୍ଚାୟତ ପଛୁଆ ରହିଛି । ସରକାର ଦ୍ୱାରମୁହଁରେ ସୁଶାସନ ପହଞ୍ଚାଇବାକୁ ଘୋଷଣା କରୁଥିବା ବେଳେ ବିକଶିତ ଓଡିଶା ଗଠନରେ ଏହି ଅଞ୍ଚଳ ସାମିଲ ହେବାକୁ ଦାବି କରାଯାଇଛି ।  ଦୀର୍ଘ ୧୫୦୦ବର୍ଷର ଇତିହାସକୁ ବହନ କରୁଥିବା ତଥା ଐତିହାସିକପୃଷ୍ଠଭୂମୀ ଓ ଭିତ୍ତିଭୂମୀ ଥିବା ତଥା ଏକ ପୁରାତନ ଗଡଭାବରେ ପରିଗଣିତ ମେଣ୍ଡାକୁ ବ୍ଲକ ଗଠନଦାବି ଯଥାର୍ଥ ବୋଲି ପ୍ରତିନିଧିମଣ୍ଡଳି ବିଧାୟକଙ୍କୁ ଅବଗତ କରିଛନ୍ତି । ଯେତେବେଳେ ବ୍ଲକ ପୁନର୍ଗଠନ ପ୍ରସ୍ତାବ ସରକାର ଆହ୍ୱାନ କରିବେ ସେତେବେଳେ ବିଧାୟକ ତାହାପଠାଇବେ ବୋଲି ବିଧାୟକ ପ୍ରତିଶୃତି ଦେଇଛନ୍ତି ବୋଲି ଏହି ପ୍ରତିନିଧିଗଣ କହିଛନ୍ତି । ଏହି ପ୍ରତିନିଧିଦଳରେ ବାଳଗୋପାଳ ପଣ୍ଡା,ରାଣିସର୍ଡା ସରପଞ୍ଚ ବାଳଗୋପାଳ କର୍ମି, ପୂର୍ବତନ ମେଣ୍ଡା ସରପଞ୍ଚ ହୃଷିକେଶ ପାତ୍ର,ପ୍ରମୋଦ ପର୍ଡିଆ, ପୂର୍ବତନ ସମିତିସଭ୍ୟ ହାଡୁ ଜେନା, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ବିପିନ ନାଗ,ସନାତନ କର୍ମି, ଭିକାରୀ ମେହେର, ସବ୍ୟସାଚୀ ଦଣ୍ଡସେନା, ଲୋକନାଥ ବାଦୀ,ଅଶୋକ ବିଶି, ପଦ୍ମନାଭ ମଲ୍ଲିକ,ନକୁଳ କର୍ଣ୍ଣ, ବିଭୁତି ଭୂଷଣ ଝାଙ୍କର, ନରୋତ୍ତମ ମଲ୍ଲିକ,ସୁରୁବାବୁ ମେହେର, ପୁରନ୍ଦର ମେହେର ଓ ଶିବା ନାଏକ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like