-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଏକ ମାସର ଛୁଆକୁ ଚେଙ୍କ, ଛୁଆଟି ଗୁରୁତର ଅବସ୍ଥାରେ ଉମରକୋଟ ଚିକିତ୍ସାଳୟରେ ଭର୍ତ୍ତି

04-Mar-2025



ନବରଙ୍ଗପୁର :(-ମିହିର ଶଙ୍କର ପାତ୍ର) ମାସକର ଛୁଆକୁ ଚେଙ୍କ, ଛୁଆଟି ଗୁରୁତର ଅବସ୍ଥାରେ ଉମରକୋଟ ଚିକିତ୍ସାଳୟରେ ଭର୍ତ୍ତି, ପେଟ ଓ ମୁଣ୍ଡରେ ଦିଆ ଯାଇଛି ୪୦ ରୁ ଉର୍ଦ୍ଧ ଚେଙ୍କ। ଏହିଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଚିକିତ୍ସାଳୟ ଠାରେ। ଘଟଣା ଅନୁଯାୟୀ ଚନ୍ଦାହାଣ୍ଡି ବ୍ଲକର ଗମ୍ଭାରୀଗୁଡା ପଞ୍ଚାୟତର ଫୁଣ୍ଡେଲପଡା ଗ୍ରାମର ସରୋଜ କୁମାର ନାୟକ ଙ୍କ ୧ ମାସର ପୁଅର ପେଟ ଓ ମୁଣ୍ଡରେ ୪୦ ରୁ ଉର୍ଦ୍ଧ୍ବ ଚେଙ୍କ ଦିଆଯାଇଛି । ପିଲାଟିର ପେଟରେ ଆଉ ଖାଲି ସ୍ଥାନ ଦେଖିବାକୁ ମିଳୁନାହିଁ।ମିଳିଥିବା ସୂଚନା ଅନୁସାରେ ପିଲାଟି ଜନ୍ମ ହେବାର ୧୦ ଦିନ ପରେ ଦେହ ଭାଙ୍ଗି ମୋଡି ହେଉଥିଲା ଓ କାନ୍ଦୁଥିଲା ତେଣୁ ପରିବାର ଏହାକୁ ଦେଖି ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଅନ୍ୟ କାହାର କଥାରେ ପଡି ପିଲାଟିର ପେଟ ଓ ମୁଣ୍ଡରେ ୪୦ ରୁ ଉର୍ଦ୍ଧ ଚେଙ୍କ ଦିଆଯାଇଛି। ତେବେ ପରିବାର ଲୋକେ କହିବା ଅନୁଯାୟୀ ଚେଙ୍କ ଦେବା ପରେ କିଛି ଦିନ ଛୁଆଟି ଆଉ କାନ୍ଦିନଥିଲା କିନ୍ତୁ ବର୍ତ୍ତମାନ ଦୁଇ ଦିନ ହେଲା ଛୁଆଟି ଚେଙ୍କର ଯନ୍ତ୍ରଣା ସମ୍ଭାଳି ନପାରି ପ୍ରବଳ କାନ୍ଦିବା ଆରମ୍ଭ କରିଥିଲା ତେଣୁ ଛୁଆଟିର କାନ୍ଦ ଦେଖି ପରିବାର ଲୋକେ ଉମରକୋଟ ଚିକିତ୍ସାଳୟ କୁ ଆଣିଛୁ ବୋଲି କହିଛନ୍ତି । ତେବେ ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ତଥା ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସନ୍ତୋଷ କୁମାର ପଣ୍ଡା ତୁରନ୍ତ ଉମରକୋଟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତିକରି ନିଜେ ହିଁ ଚିକିତ୍ସା ଆରମ୍ଭ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like