-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଏକତା ଶିବିରରେ କୁଚିଣ୍ଡା ମହାବିଦ୍ୟାଳୟର ତିନି ଜଣ ଛାତ୍ରୀ ମହାବିଦ୍ୟାଳୟ ପାଇଁ କୃତଜ୍ଞତା ଲାଭ କରିଛନ୍ତି

04-Mar-2025



କୁଚିଣ୍ଡା(ସିଲୁ ସୁନାନୀ): ଭାରତ ସରଙ୍କାରଙ୍କ ଖେଳ ଓ ଯୁବାବ୍ୟାପାର ମନ୍ତ୍ରାଳୟଙ୍କ ଦ୍ୱାରା ଆୟୋଜିତ ରାଷ୍ଟ୍ରୀୟ ଏକତା ଶିବିର ରେ କୁଚିଣ୍ଡା ମହାବିଦ୍ୟାଳୟର ତିନିଜଣ ଛାତ୍ରୀ ଅଂଶଗ୍ରହଣ କରି କୁଚିଣ୍ଡା ମହାବିଦ୍ୟାଳୟ ପାଇଁ କୃତଜ୍ଞତା ଲାଭ କରିଛନ୍ତି।ମହାବିଦ୍ୟାଳୟ ର ଦୁଇଜଣ ଛାତ୍ରୀ ରାକ୍ଷୀ ଅର୍କ ଏବଂ ସୀମା କିସାନ କନ୍ୟାକୁମାରୀ ରେ ହୋଇଥିବା ଶିବିର ରେ ଅଂଶଗ୍ରହଣ କରିଥିଲେ। ଏବଂ ସେହି ଶିବିର ରେ ସମୂହ ଲୋକନୃତ୍ୟ ରେ ଅଂଶଗ୍ରହଣ କରି ଦ୍ୱିତୀୟ ଏବଂ ଚିତ୍ରାଙ୍କନ ରେ ପ୍ରଥମ ସ୍ଥାନ ରେ ଉତୀର୍ଣ୍ଣ ହୋଇଥିଲେ। ସେହି ଶିବିରରେ  ବିଭିନ୍ନ ସ୍ଥାନ ଦର୍ଶନ କରିଥିଲେ ଏବଂ ବଡବଡ ବ୍ୟକ୍ତିବିଶେଷ ଙ୍କ ସହିତ ତାଙ୍କର ସାକ୍ଷାତ ହୋଇଥିଲା। ଠିକ ସେହିପରି

ଭାବରେ ମହାବିଦ୍ୟାଳୟ ର ଅନ୍ୟ ଏକ ସ୍ବେଛାସେବୀ କନିକା ପଟେଲ ଓଡିଶା ରେ ଆୟୋଜିତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ ମହାବିଦ୍ୟାଳୟ ଙ୍କ  ଦ୍ୱାରା ପରିଚାଳିତ ହୋଇଥିବା ରାଷ୍ଟ୍ରୀୟ ଏକତା ଶିବିରରେ ଯୋଗଦାନ ଦେଇଥିଲେ। ଏହି ଶିବିର ରେ ଓଡିଶା ର ସମ୍ବଲପୁର ବିଶ୍ୱବିଦ୍ୟାଳୟ ର ୧୨ ଜଣ ସ୍ବେଛାସେବୀ ବିଭିର୍ଣ୍ଣ ସଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ଏବଂ ଓଡିଶାର ବିଭିନ୍ନ ଦର୍ଶନୀୟ ସ୍ଥଳୀ ଭ୍ରମଣ କରିଥିଲେ । ତିନିଜଣ ସ୍ବେଛାସେବୀ ମହାବିଦ୍ୟାଳୟ ଫେରିବା ପରେ ତାଙ୍କୁ ଅଧକ୍ଷା ସୁଶ୍ରୀ ସୁଚିତ୍ରା ମିଶ୍ର ଓ ଏନ.ଏସ.ଏସ ପ୍ରୋଗ୍ରାମ ଅଫିସର ସୁଶ୍ରୀ ବେଲମତୀ କୁମୁରା ଶୁଭେଚ୍ଛା ଜ୍ଞାପନ କରିଥିଲେ। ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଶାନ୍ତନୁ ପଧାନ ଏବଂ ମହାବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ତାଙ୍କ ଆଗତ ଭବିଷ୍ୟତ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like