-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପ୍ରଧାନଶିକ୍ଷକ ବିଭୁତି ଭୂଷଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

04-Mar-2025



ବରୀ ବ୍ଲକ ଅଧୀନ ନଂପଡ଼ା ନିମ୍ନମୌଳିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଭୁତି ଭୂଷଣ ଜେନାଙ୍କୁ ସ୍କୁଲ ପରିସରରେ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତାଭାବେ ଡ. ଭାଗ୍ୟଧର ସାହୁ ଯୋଗଦେଇ ପ୍ରଧାନଶିକ୍ଷକ ଜେନାଙ୍କ ପରି ଜଣେ ଛାତ୍ରବତ୍ସଳ ଶିକ୍ଷକ ଅଧୁନା ସାମାଜିକ ବ୍ୟବସ୍ଥା ଭିତରେ ବିରଳ ବୋଲି ବର୍ଣ୍ଣନା କରିଥିଲେ। ବରୀ ବ୍ଲକ୍ ଶିକ୍ଷା ଅଧିକାରୀ ଭିକାରି ଚରଣ କବି - ମୁଖ୍ୟଅତିଥି ଭାବେ ଯୋଗଦେଇ ବିଦାୟୀ ଶିକ୍ଷକ ଜେନାଙ୍କୁ ତାଙ୍କ ପେନସନ ପତ୍ର ପ୍ରଦାନ କରିଥିଲେ। ସାମାଜିକ କର୍ମୀ ପର୍ଶୁରାମ ଦାସ ସଭାରେ ସଭାପତିତ୍ଵ କରିଥିବାବେଳେ ଶିକ୍ଷାବିତ ରବୀନ୍ଦ୍ର ନାୟକ ସଭା ସଞ୍ଚାଳନ କରିଥିଲେ ଲେ। ବରେଣ୍ୟ ଅତିଥ୍ ଭାବେ ଶିକ୍ଷକ ନେତା ତଥା ମାଜିକ କର୍ମୀ ଗଗନ ବିହାରୀ ଜେନା, କପିଳ ଚରଣ ସାମଲ, କର୍ଣ୍ଣଚନ୍ଦ୍ର ଚନ୍ଦ୍ର ଘଡ଼ାଇ, ମକର ଚରଣ ଘଡ଼ାଇ, ଡ. ପ୍ରଭଞ୍ଜନ
ପତି,  ହରିଶ ଚନ୍ଦ୍ର ମହାରଣା, ସିଆରସିସି ନର୍ମଦା ପ୍ରଧାନ, ସ୍ବାଇଁଖଣ୍ଡ ସରପଞ୍ଚ ଶଙ୍କର୍ଷଣ ସ୍ବାଇଁ, ପୂର୍ବତନ ପ୍ରଶାସକ ଈଶ୍ବର ଚନ୍ଦ୍ର ଜେନା ପ୍ରମୁଖ ବିଶିଷ୍ଟ ଅତିଥ୍ ଭାବେ ଯୋଗଦେଇ ବିଦାୟୀ ଶିକ୍ଷକଙ୍କ ଆବଶ୍ୟକ‌ତା ଉପରେ ଉପରେ ଗୁରୁତ୍ବଆରୋପ କରିଥିଲେ। ବିଦଗ୍ଧାର ନିର୍ଦ୍ଦେଶକ ଶରତ କୁମାର ଜେନା ବିଦଗ୍ଧା ଅନୁଷ୍ଠାନ ତରଫରୁ ବିଦଗ୍ଧ କବିଙ୍କ ତୈଳଚିତ୍ର ଓ ଉପଢୌକନ ଦେଇ ଶିକ୍ଷକଙ୍କୁ ସମ୍ବନ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅବସରପ୍ରାପ୍ତ ଶିକ୍ଷକ ତଥା ଗାୟକ ଗୁନଚରଣ ନାୟକ, ଶିକ୍ଷକ ହରିଶ୍ଚନ୍ଦ୍ର ଦାସ, ପୁରାତନ ଛାତ୍ର ସୁନିଲ ପଣ୍ଡା, ସୁବାଶିଷ ସାମଲ, ମାନସ କୁମାର ଜେନା, ବାପି ନାୟକ, ଅଭିନ୍ନ ସୁନ୍ଦର ଲେଙ୍କା, ଉପେନ୍ଦ୍ର କୁମାର ଦାଶ ପ୍ରମୁଖ ଯୋଗଦାନ କରି ଶିକ୍ଷକ ଜେନାଙ୍କୁ ନିଜର ଶ୍ରଦ୍ଧାର୍ଘ୍ୟ ପ୍ରଦାନ କରିଥିଲେ। ପୂର୍ବତନ ସରପଞ୍ଚ ବିଜୟ କୁମାର ନାୟକ ଗୁରୁବନ୍ଦନା ଗାନ କରିବା ସହିତ ନିଜର ବକ୍ତବ୍ୟ ରଖୁଥିଲେ। ସ୍କୁଲ ଛାତ୍ରୀଛାତ୍ରମାନଙ୍କ ଦ୍ବାରା ସ୍ବାଗତ ନୃତ୍ୟ ପରିବେଷଣ କରାଯାଇଥିଲା।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like