-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବନବାସୀଙ୍କୁ ବଣ ଜଙ୍ଗଲ ଦେଇଛି ରୋଜଗାରର ପନ୍ଥା

04-Mar-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଜିଲ୍ଲାର ବନବାସୀଙ୍କୁ ପ୍ରକୃତି ଦେଇଛି ବଞ୍ଚିବାର ବହୁ ସାଧନା, ଜଙ୍ଗଲଜାତ ଦ୍ରବ୍ୟ ସାଙ୍ଗକୁ ଫଳମୂଳ ଆଦି ସଂଗ୍ରହ କରି ନିଜେ ଖାଇଥାନ୍ତି ଏବଂ ବଳକା ହାଟ ବଜାରରେ ବିକ୍ରି କରି ତେଲ ଲୁଣ କିଣି ପରିବାର ଗୁଜୁରାଣ ଚଳାଇଥାନ୍ତି । ବିଭିନ୍ନ ଋତୁରେ ବିଭିନ୍ନ ପ୍ରକାରର ଫଳମୂଳ ଜଙ୍ଗଲରୁ ମିଳିଥାଏ। ଖରା ଦିନରେ କେନ୍ଦୁ ପାଚିଥାଏ । କେନ୍ଦୁର ସ୍ବାଦ ନିଆରା ହୋଇଥିବା ବେଳେ ବିଶେଷ କରି ବାଡି ବଗିଚା ତଥା ବଣ ଜଙ୍ଗଲରେ କେନ୍ଦୁ ଗଛ ହୋଇଥାଏ। ଏହାକୁ ପିଲା ଠାରୁ ବୁଢା ସମସ୍ତେ ଖାଇବାକୁ ପସନ୍ଦ କରିଥାନ୍ତି । ପ୍ରାକୃତିକ ପରିବେଶରେ ଏହି ଗଛ ଉଠିଥାଏ ଏବଂ ଫଳ ଫଳିଥାଏ। ଏଣୁ ଏହା ସ୍ବାସ୍ଥ୍ୟ ପକ୍ଷେ ହିତକର ହୋଇଥାଏ। ଏହାର ଚାହିଦା ଜିଲ୍ଲା ତଥା ଜିଲ୍ଲା ବାହାରେ  ଅଧିକ ରହିଛି ।  ଡାବୁଗାଁ ବଜାରରେ ଏହାର ଭାଗ 20 ଟଙ୍କା ରେ ବିକ୍ରି ହୋଇଥାଏ। ପ୍ରାୟ ପ୍ରତ୍ୟେକ ପରିବାରରେ ଏହି ସମୟରେ କେନ୍ଦୁ ଖାଇବାକୁ ଭଲ ପାଇଥାଆନ୍ତି। ବିଶେଷ କରି  ଅଭିବକ୍ତ କୋରାପୁଟ ଜିଲ୍ଲା ଓ ନବରଙ୍ଗପୁର , ଜିଲ୍ଲା ର ବିଭିନ୍ନ ବ୍ଲକ ଅଞ୍ଚଳର  ବଣପାହାଡ଼ରେ କେନ୍ଦୁ ଗଛ ଅଧିକ ରହିଛି। ବ୍ୟାପକ ଜଙ୍ଗଲ କ୍ଷୟ ଓ ଜଳବାୟୁରେ ପରିବର୍ତ୍ତନ ଯୋଗୁଁ କେନ୍ଦୁ ଗଛ ନଷ୍ଟ ହେଉଥିବା ବେଳେ ଏହାର ସୁରକ୍ଷା ପାଇଁ  ସାଧାରଣ ରେ ଦାବି ହେଉଛି  । କେନ୍ଦୁ ଗଛ ପତ୍ରରୁ ବିଡି ପ୍ରସ୍ତୁତ ହୋଇଥାଏ। ହଜାର ହଜାର ଲୋକ କେନ୍ଦୁପତ୍ର ତୋଳି ସରକାରଙ୍କୁ ବିକ୍ରି କରି ଦୁଇ ପଇସା ରୋଜଗାର କରିଥାନ୍ତି। ବିନା ବ୍ୟୟରେ ସରକାର ବହୁ ରାଜସ୍ବ ପାଇଥାନ୍ତି। ଭାଲୁ, ବାରହା ଆଦି ବନ୍ୟଜନ୍ତୁଙ୍କ ପ୍ରିୟ ଖାଦ୍ୟ କେନ୍ଦୁ  ଏଣୁ କେନ୍ଦୁ ଖାଇବା ପାଇଁ ଆସିବା ସମୟରେ ଅନେକ ସମୟରେ କେନ୍ଦୁ ତୋଳାଳୀଙ୍କ ସହିତ ମୁହାଁମୁହିଁ ହୋଇଥାନ୍ତି। ଫଳରେ ବହୁ ଲୋକ ସେମାନଙ୍କ ଆକ୍ରମଣର ଶିକାର ହୋଇ କ୍ଷତବିକ୍ଷତ ହୋଇଥାନ୍ତି । ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ବନ ବିଭାଗ ଅନେକ ସମୟରେ ଲୋକଙ୍କୁ ସଚେତନ କରିଥାନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like