-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ଜାତୀୟ ଯୁବ ସପ୍ତାହ ଅବସରରେ ରେ ରକ୍ତଦାନ ଶିବିର

15-Jan-2021



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ସମ୍ବଲପୁର  ନେହରୁ ଯୁବ କେନ୍ଦ୍ର ପକ୍ଷ ରୁ ଜାତୀୟ ଯୁବ ସପ୍ତାହ ପାଳନ  ଅବସରରେ  ଜିଲ୍ଲା ର ବିଭିନ୍ନ ଅଂଚଳ ରେ ବିଭିନ୍ନ ପ୍ରକାରର ଯୁବ ଜାଗରଣ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଛି  ଏଇ ଅବକାଶ ରେ ଯୁଯୁମୁରା ବ୍ଲକ ଗମ୍ଭାରିପଙ୍କ ଉଚ୍ଚ ପାଥମିକ ବିଦ୍ୟାଳୟ ପରିସର ରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି  ଏଇ କାର୍ଯ୍ୟକ୍ରମ କୁ ସ୍ଥାନୀୟ ସରପଞ୍ଚ ଅମ୍ବିକା କୁମୁରା, ଯୁଯୁମୁରା ତହସିଲଦାର  ସୁମନ ମିଞ୍ଜ ଓ  କୁଟୁରାଚୁଆଁ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ନାୟକ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇ ଉଦଘାଟନ କରିଥିଲେ I  ଅତିଥି ଗଣ ସ୍ୱାମୀ ବିବେକାନନ୍ଦ ଙ୍କ ତୈଳ ଚିତ୍ର ରେ  ମାଲ୍ୟାର୍ପଣ ପୂର୍ବକ ରକ୍ତଦାନ ର ଆବଶ୍ୟକତା ଓ ଉପକାରିତା ସମ୍ପର୍କ ରେ  ସୂଚନା  ଦେଇ ଥିଲେ I ଅନ୍ୟମାନଙ୍କ ମଧ୍ୟରେ ବିଜୁ ଛାତ୍ର ଜନତା ଦଳ ର ବ୍ଲକ ସଭାପତି ଜିତୁ ଚଇନି, ସମାଜିକ କର୍ମୀ ମହାକୁଦ କୁମୁରା, ପ୍ରିୟ ତୋଷ ମହାନ୍ତି,  ନେହେରୁ ଯୁବ କେନ୍ଦ୍ର ସ୍ୱେଚ୍ଛାସେବୀ ସରୋଜ ମେହେର, ପ୍ରଦ୍ୟୁମ ବିଶି,ପ୍ରତାପ ଦେବ ଗଣ ଯୋଗ ଦେଇ ଶିବିର କୁ ପରିଚାଳନା କରିଥିଲେ I  ସ୍ଥାନୀୟ ପ୍ଳାଣ୍ଟ କ୍ଳବ ର ସଭାପତି ଅମିତ ପାରୁଆ,ସମ୍ପାଦକ  ଉମାକାନ୍ତ ପଟ୍ଟନାୟକ ଙ୍କ ସମେତ ୩O ଜଣ ରକ୍ତଦାନ କରିଥିଲେ  I ଏହି  ରକ୍ତଦାନ କାର୍ଯ୍ୟକ୍ରମ କୁ ସମ୍ବଲପୁର ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ର ର ଡାକ୍ତର କଳ୍ପେଶ୍ୱର କାକ୍ଡ, ଓମ ପ୍ରକାଶ ପଣ୍ଡା , କର୍ମଦେବ ପଟେଲ ମନବୋଧ ନାଏକ, ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like