-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ହିଟ ଆଣ୍ଡ ରନ୍ କେଶ୍ ର ରାୟ ପ୍ରକାଶ: ୨ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

04-Mar-2025



ବଲାଙ୍ଗୀର: ଗତ ୨୦୨୨ ମେ ୨୧ ତାରିଖରେ ବଲାଙ୍ଗୀର ସହର ଆର.ଟି.ଓ ଅଫିସ ନିକଟରେ ଘଟି ଯାଇଥିବା ହିଟ୍ ଆଣ୍ଡ ରନ୍ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଚିତ୍ତରଞ୍ଜନ ମହାନ୍ତି ଏବଂ ପୂର୍ଣ୍ଣ ପୁନିଆ ନନ୍ଦଙ୍କୁ ବଲାଙ୍ଗୀର ପୋଲିସ ଗିରଫ କରିଥିଲା l ଏହି ଦୁଇ ଜଣଙ୍କ ବିରୁଦ୍ଧରେ ଟାଉନ୍ ପି.ଏସ୍ କେସ ନଂ ୨୫୨/୨୦୨୨, ଦଫା ୩୦୨, ୩୦୭  ଓ ୧୨୦(ବି)ରେ ଏକ ମାମଲା ରୁଜୁ ହୋଇଥିଲା l ତେବେ ଏହି ମାମଲା ବଲାଙ୍ଗୀର ସିଭିଲ୍ କୋର୍ଟ ର  ସେକେଣ୍ଡ ଏଡିସନlଲ ଡିଷ୍ଟ୍ରିକ୍ଟ ଜଜ୍ ଙ୍କ କୋର୍ଟରେ ବିଚାରାଧୀନ ଥିଲା l ଏହି ମାମଲା ସମସ୍ତ  ପାରିପାର୍ଶ୍ୱିକ ସ୍ଥିତି, ଘଟଣା ସଂକ୍ରାନ୍ତୀୟ କାଗଜପତ୍ର ଓ  ସାକ୍ଷୀ ମାନଙ୍କ ବୟାନକୁ ଭିତ୍ତିକରି ତଥା ପ୍ରମାଣ ଅଭାବରୁ ଆଜି ଅତିରିକ୍ତ ଜିଲ୍ଲା ଦୌରାଜଜ୍ ନିଜ ରାୟରେ ଚିତ୍ତରଞ୍ଜନ ମହାନ୍ତି ଓ ପୂର୍ଣ୍ଣ ପୁନିଆ ନନ୍ଦଙ୍କୁ ନିର୍ଦ୍ଦୋଷରେ ଖଲାସ୍ କରିଛନ୍ତି l ମୁଦାଲାଙ୍କ ତରଫରୁ ଆଡଭୋକେଟ ଅଙ୍କିତା ତ୍ରିପାଠୀ ଏହି ମକଦ୍ଦମା ପରିଚାଳନା କରୁଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026
  ଜିଲ୍ଲା  
*ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   30-Apr-2026
  ଜିଲ୍ଲା  
ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   30-Apr-2026
  ଜିଲ୍ଲା  
Hj   30-Apr-2026
  ରାଜ୍ୟ  
ଗଞେଇ ଜବତ, ଚାଲାଣକାରୀ ଗିରଫ   30-Apr-2026
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026

You Might Also Like

                   
  ଜିଲ୍ଲା  

Hj