-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଯୋଗଦେଲେ ଅଭିଳାଷ ଜୀ ବଲାଙ୍ଗିର ନୂଆ ଏସ୍‌ପି, ମାଓ ମୁକାବିଲା ଓ ମହିଳା ଅପରାଧ ନିୟନ୍ତ୍ରଣକୁ ଦିଆଯିବ ପ୍ରାଥମିକତା

04-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲାର ନୂଆ ଏସ୍‌ପିି ଭାବେ ଅଭିଲାଷ ଜୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଏସ୍‌ପିି ଋଷିକେଶ ଖିଲାରୀଙ୍କ ଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତିି । ଗଣମାଧ୍ୟମ ପ୍ରତିନିଧିଙ୍କୁ ନୂଆ ଏସ୍‌ପିି ଅଭିଳାଷ କହିଛନ୍ତି ଯେ, ବଲାଙ୍ଗୀର ଏକ ଐତିହାସିକ ଏବଂ ପ୍ରମୁଖ ଜିଲା। ଜିଲାରେ ଆଇଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ଟ୍ରାଫିକ ନିୟନ୍ତ୍ରଣ, ଶିଶୁ ଓ ମହିଳା ସୁରକ୍ଷା, ବିଶେଷ

କରି ମହିଳାଙ୍କ ସମ୍ପର୍କିତ ଅପରାଧ ଏବଂ ସାଇବର ଅପରାଧ ଦିଗରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ। ମାଓବାଦୀ ମୁକାବିଲା ନେଇ କଡା ଆଭମୁଖ୍ୟ ଗ୍ରହଣ କରାଯିବ । ନୂଆ ଏସ୍‌ପି ଅଭିଳାଷ ଜୀଙ୍କ ଯୋଗଦାନ କରିବା ପରେ ବଲାଙ୍ଗୀର ପୋଲିସ ବିଭାଗ

ଆହୁରି ଚଳଚଞ୍ଚଳ ହୋଇପଡିଛି l ଜିଲ୍ଲାର ଅଧିକାରୀମାନେ ଆସି ପୁଷ୍ପଗୁଚ୍ଛ ଦେଇ ଏସ୍ପିଙ୍କୁ  ସ୍ୱାଗତ୍କ ରିଛନ୍ତି। ଏସ୍ ପି ଙ୍କ ଯୋଗଦାନ ପରେ ଅତିରିକ୍ତ ଏସ୍ପି ହିମାଂଶୁ ବେହେରା, ଡିଏସ୍ ପି ସଞ୍ଜୟ ମଣ୍ଡଳ, ସଦର୍ ଏସଡିପିଓ ସରୋଜ ଉପାଧ୍ୟାୟ, ପାଟଣାଗଡ଼ ଏସଡିପିଓ ସଦାନନ୍ଦ ପୂଜାରୀ, ଟିଟଲାଗଡ଼ ଏସଡିପିଓ ଯଶୋବନ୍ତ ପଧାନି, ସମସ୍ତ ଥାନାର ଆଇଆଇସି ଗଣ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like