-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ଗୋପାଳଜୀ ଯୋଗାଶ୍ରମରେ "ବହୁଭାଷୀ" ପୁସ୍ତକ ଉନ୍ମୋଚିତ*

04-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ସୁବର୍ଣ୍ଣପୁର ମହାନଦୀ ଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ଠାରେ ଏକ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଡ.ସନ୍ତୋଷ କୁମାର ପାଢ଼ୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସାରସ୍ବତ ଉତ୍ସବରେ ମୁଖ୍ୟବକ୍ତା ଭାବରେ ଡ.ଦଧିବାମନ ମିଶ୍ର, ମୁଖ୍ୟ ଅତିଥି ଭାବରେ ସାହିତ୍ୟିକ ଗୋରେଖ ନାଥ ସାହୁ ଏବଂ ସମ୍ମାନୀତ ଅତିଥି ଭାବରେ ଡ଼.ଗୋବର୍ଦ୍ଧନ ନାୟକ, କହ୍ନେୟା ଲାଲ୍ ଜୀ, ରତନ୍ ଲାଲ୍ ଜୀ  ଯୋଗଦେଇ ଗ୍ରନ୍ଥକାର ଯୋଗୀନ୍ଦ୍ର ପ୍ରସାଦ ପଣ୍ଡା ଙ୍କର ବହୁ ଚର୍ଚ୍ଚିତ ସାରସ୍ବତ ସୃଜନ GATEWAY OF LEARNING "ବହୁଭାଷୀ" ପୁସ୍ତକକୁ ଉନ୍ମୋଚିତ କରିଥିଲେ। ଏହି ଅବସରରେ ଗ୍ରନ୍ଥାକାର ଶ୍ରୀଯୁକ୍ତ ପଣ୍ଡା ପୁସ୍ତକ ରଚନାର ପୃଷ୍ଠଭୂମି, ଉଦ୍ଦେଶ୍ୟ, ଅଭିଜ୍ଞତା ଓ ଆଭିମୁଖ୍ୟ ପ୍ରକାଶ କରି ପାଠକଙ୍କ ନିମନ୍ତେ ଏହା ଲୋକାର୍ପଣ କରିଥିଲେ। ପ୍ରାଧ୍ୟାପକ ଡ଼କ୍ଟର ଜ୍ୟୋତି ରଞ୍ଜନ ବହିଦାର ଅତ୍ୟନ୍ତ ନିଖୁଣ ତଥା ପ୍ରାଞ୍ଜଳ ଭାବରେ ପୁସ୍ତକଟିକୁ ସମୀକ୍ଷା କରିଥିଲେ । ଡ଼କ୍ଟର ଆର୍ତ୍ତତ୍ରାଣ ବାବୁ ସଭାରେ ଉପସ୍ଥିତ ମାନ୍ୟଗଣ୍ୟ ଅତିଥିଙ୍କ ସହିତ ସମସ୍ତ କବି, ଲେଖକ, ସାହିତ୍ୟିକ, ସଜ୍ଜନ ମଣ୍ଡଳୀଙ୍କୁ ଧନ୍ୟବାଦ୍ ତଥା କୃତଜ୍ଞତା ଜଣାଇବା ସହିତ ଲେଖକ ଶ୍ରୀଯୁକ୍ତ ପଣ୍ଡାଙ୍କୁ ମଧ୍ୟ ମହତ୍, ଅଭିନବ ଓ ସୁନ୍ଦର ପ୍ରୟାସ ପାଇଁ ଅଭିନନ୍ଦନ ଜ୍ଞାପନ କରିଥିଲେ। ସଭାକୁ ସ୍ୱାଗତ ସମ୍ଭାଷଣ ସହିତ ଶିକ୍ଷାବିତ୍ ପ୍ରଦୀପ କୁମାର ପୁରୋହିତ୍ ସଂଯୋଜନା କରିଥିବା ବେଳେ ସଭାରେ ବାସୁଦେବ ମିଶ୍ର, ହରିହର ଶତପଥୀ, ଜ୍ୟୋତି ରଞ୍ଜନ ପଟ୍ଟନାୟକ, ଡଃ ସୁଦାମ ନାଏକ, ବ୍ରଜ ମୋହନ ଦାନୀ, ମୃତ୍ୟୁଞ୍ଜୟ ଦାସ, ପୂର୍ଣ୍ଣଚନ୍ଦ୍ର ଦାସ, ଶ୍ରୀଧର ବାଗ,ବେଣୁଧର ପ୍ରଧାନ, ପ୍ରଶାନ୍ତ ସାହୁ,ଦୟାନିଧି ସେଠୀ, କଳାକାହ୍ନୁ ଦାଶ, ଅମୂଲ୍ୟ ପାତ୍ର, ଚିତ୍ତରଞ୍ଜନ ନାୟକ, ଅହଲ୍ୟା ପଣ୍ଡା, ମୀନା ମହାରଣା, ଝିଲି ପାତ୍ର, ମାନସୀ ପଣ୍ଡା ତଥା ଲେଖକ ଯୋଗୀନ୍ଦ୍ର ପଣ୍ଡାଙ୍କ ପରିବାର ର ବନ୍ଧୁବାନ୍ଧବ ମଧ୍ୟ ଉକ୍ତ ସାରସ୍ଵତ ସଭାରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like