-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଉଦନ୍ତୀ ମହୋତ୍ସବ ପାଳନ କମିଟି ଗଠିତ ା

04-Mar-2025



(ପରମେଶ୍ୱର ମେହେର )
ନୂଆପଡ଼ା ଜିଲ୍ଲାର ଅନ୍ଯତମ ସାଂସ୍କୃତିକ ପରିଚୟ ସିନାପାଲି ମାଟିର କଳା, ସାହିତ୍ଯ, ପରମ୍ପରା ଓ ସ୍ୱାଭିମାନର ପର୍ବ ଉଦନ୍ତୀ ମହୋତ୍ସବ ୨୦୨୫ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ା ଏ ନେଇ ସିନାପାଲି ପଂଚାୟତ ସମିତି ପରିସରରେ ପୂର୍ବତନ ବ୍ଲକ ଅଧ୍ଯକ୍ଷ ନୀଳମଣି ମେହେରଙ୍କ ଅଧ୍ଯକ୍ଷତାରେ ମହୋତ୍ସବ ଆୟୋଜକ କମିଟି ଗଠନ କରାଯିବା ସହ ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା ମହାଆଡ଼ମ୍ଭରରେ ମହୋତ୍ସବ ପାଳନ କରିବାକୁ ସ୍ଥିର କରାଯାଇଛି ା ଚଳିତ ବର୍ଷ ମହୋତ୍ସବ କମିଟିର ସଭାପତି ଭାବରେ ବୈଷ୍ଣବ ମେହେର, ଉପସଭାପତି ଭାବରେ ଅଜିତ ଯୋଷୀ, ତ୍ରିନାଥ ମେହେର, ରଜନୀ ମାଝୀ, ସଂପାଦକ ପ୍ରିୟରଞ୍ଜନ ମେହେର, ସହସଂପାଦକ ବଂଶୀଧର ଜଗତ, ମନୋରଂଜନ ମେହେର, ସୂରଜ ମେହେର ଓ କୋଷାଧ୍ୟକ୍ଷ ଭାବରେ ଦିବ୍ଯରଂଜନ ନାଏକଙ୍କୁ ସର୍ବସମ୍ମତିରେ ମନୋନୀତ କରାଯାଇଛି ା ସେହିଭଲି କମିଟିର ଉପଦେଷ୍ଟା ଭାବରେ ସାଂସଦ ମାଳବିକା ଦେବୀ, ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀଙ୍କ ସହ ବୈଶମ୍ପାୟନ ମେହେର, ନୀଳମଣି ମେହେର, ଡମ୍ୱରୁଧର ମେହେର, ଲିଙ୍ଗରାଜ ଘିଭେଲା, ତୁଳସୀରାମ ମେହେର, ରବୀଂଦ୍ରନାଥ ଯୋଷୀ, ସୁବ୍ରତ ଠାକୁର, ନରହରି ମେହେର,  ଗୋଦାବରୀଶ ନାଏକ, କୁମୁଦବନ୍ଧୁ ଯୋଷୀ ପ୍ରମୁଖ ରହିଛନ୍ତି ା  ସୂଚନାଯୋଗ୍ଯ ଯେ ସିନାପାଲି ଭଳି ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତରେ ବିଗତ ଉଣେଇଶ ବର୍ଷ ହେଲା ଉଦନ୍ତୀ ମହୋତ୍ସବ ଅନୁଷ୍ଠିତ ହୋଇଆସୁଛି, ଯାହା ସ୍ଥାନୀୟ କଳା ସଂସ୍କୃତିକୁ ପ୍ରୋତ୍ସାହିତ କରିବା ସହ ଅଂଚଳ ବାହାର କଳାକୁ ଜାଣିବାର ସୁଯୋଗ ସୃଷ୍ଟି କରିଛି ା ଆଜିର ସଭାରେ ଅନ୍ଯମାନଙ୍କ ମଧ୍ଯରେ ଥାନାଧିକାରୀ ରଶ୍ମିତା ପ୍ରଧାନ, ତରୁଣ କୁମାର ମେହେର, ମନିଷ ପଟେଲ, ଶିବପ୍ରସାଦ ମେହେର, ଲଳିତ ମୋହନ ମାଝୀ, ଆଲୋକ ମେହେର, ପଦ୍ମନାଭ ଜଗତ, ପ୍ରବୀଣ ମେହେର, ଜିତୁ ମେହେର, ଜିତେନ୍ ମେହେର,  ମଦନ ଡନସେନା, ସନ୍ତୋଷ ବାଗ, ବିକାଶ ମେହେର, ମାୟାଧର ଜଗତ, ସଞ୍ଜିବ ମେହେର, ନିଲାଂଚଳ ମେହେର, ସଞ୍ଜୟ ଡନସେନା, ଗୌତମ ମେହେର, ସାନୁର୍ଯ୍ଯ ଭେହେର, ରାଜୁ ମେହେର, ଡୋଳାମଣି ମେହେର, ନରେଂଦ୍ର ନାଏକ, ଆତ୍ମାରାମ ନାଗ, ନରହରି ହଂସ, ସୁଶାନ୍ତ ନାଏକ, ପ୍ରଭାତ ମେହେର, ହରେକୄଷ୍ଣ ମେହେର, ବେଣୁଧର ମେହେର, ଖଗେଶ୍ୱର ମେହେର,ନିତୁ ମେହେର, ଦୀପକ ମେହେର ପ୍ରମୁଖ ଉପସ୍ଥିତ ଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like