-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବହିହାଟ ର ନବମ ସନ୍ଧ୍ୟାରେ ଲେଖିକା ଆସର ଅନୁଷ୍ଠିତ

04-Mar-2025



ବଲାଙ୍ଗିର(ପ୍ରେରଣା ଖବର):  ବାହିହାଟ ର ନବମ ସନ୍ଧ୍ୟାରେ ବଲାଙ୍ଗିର ଜିଲ୍ଲା ରେ ଥିବା ପ୍ରତିଷ୍ଠିତ ଲେଖିକା ମାନଙ୍କୁ ନେଇ 'ଆମ ଲେଖିକା ମାନଙ୍କ ସର୍ଜନାର ପୃଥିବୀ' ଶୀର୍ଷକ ବିଷୟ ଉପରେ  ଏକ ଲେଖିକା ଆସର ଅନୁଷ୍ଠିତ ହୋଇଯାଇଛି।ଏହି ଆସର ରେ ଲେଖିକା ଡାକ୍ତର ଯ୍ୟୋର୍ତିମୟୀ ସାହୁ,ଡାକ୍ତର ମଞ୍ଜୁବାଲା ପଣ୍ଡା,ବିନତି ଶତପଥୀ, ମିତାଲି ମଧୁମିତା ମିଶ୍ର, ସବିତା ମହରା,ଡାକ୍ତର ଉଷାରାଣୀ ଦାସ,ସିରିସା ଏସ. ପତି ଯୋଗଦାନ ଦେଇ ଥିବା ବେଳେ ଜଗଦାନନ୍ଦ ଛୁରିଆ ସଭାପତିତ୍ବ କରିଥିଲେ। ଆଜିର ମହିଳା ଆସରକୁ ଅବସରପ୍ରାପ୍ତ 

 ଶିକ୍ଷୟତ୍ରୀ କସ୍ତୁରୀ ରଥ ସଂଯୋଜନା କରିଥିଲେ।ମୁଖ୍ୟ ଅତିଥି ଭାବେ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ  ଯୋଗ ଦେଇ ମୋବାଇଲ୍ ଯୁଗରେ ପୁସ୍ତକ ପ୍ରତି ସମସ୍ତଙ୍କ ଆଗ୍ରହ ରହିବା ଉଚିତ୍ ବୋଲି ସେ ତାଙ୍କର ବକ୍ତବ୍ୟରେ ଉଦବୋଧନ ଦେଇଥିଲେ।ବହିହାଟ ର କୋଷାଧ୍ୟକ୍ଷ ଅଜିତ ମହାନ୍ତି ମଞ୍ଚାସୀନ ଥିଲେ।ଏହି ଅବସରରେ ବଲାଙ୍ଗିର ର ପୂର୍ବତନ ଜିଲ୍ଲାପାଳ ଅନିରୁଦ୍ଧ ଦାସ ଙ୍କ 'ସ୍ମୁତିସ୍ନାନ' ପୁସ୍ତକ ଜିଲ୍ଲା ଲେଖକ ପରିଷଦ ଦ୍ଵାରା ଉନ୍ମୋଚିତ ହୋଇଥିଲା।ଶେଷରେ ବ୍ୟଙ୍ଗ କୁଇନ ଅନୁପ୍ରୀୟା ମିଶ୍ର ଉପସ୍ଥିତ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like