-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

୧୧ ଗୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପୋଲସରା ବିଧାୟକ

15-Jan-2021



ଗଞ୍ଜାମ,ପୋଲସରା: (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଶୁକ୍ରବାର ଦିନ ପୋଲସରା ବ୍ଲକର ୧୧ ଗୋଟି ଗ୍ରାମରେ ପ୍ରତ୍ୟେକଙ୍କ ଘରକୁ ପାନୀୟ ଜଳଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା  ଜଣାପଡ଼ିଛି। ପୋଲସରା ବ୍ଲକର କେନ୍ଦୁବାଡି, ଜିଲୁଣ୍ଡି, ସାନ ବରଗାଁ, ନିମିନା, ଭାବରଡ଼ା, ଜୋକବନ୍ଧ,ଇଚ୍ଛାପୁର, ଗୋଛାବାଡ଼ି, ପାତାଳସିଙ୍ଗି, ମର୍ଦ୍ଦରାଜପୁର, ଓ ବାଲିଛାଇ ୧୧ ଗୋଟି ଗ୍ରାମରେ ପ୍ରତ୍ୟେକଙ୍କ ଘରକୁ ପାଇପ ଦ୍ୱାରା ବିଶୁଦ୍ଧ ପାନୀୟ ଜଳଯୋଗାଣ ପ୍ରକଳ୍ପର ପାଇଁ ପ୍ରାୟ ପାଞ୍ଚ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଥିବା ୧୧ ଟି ପ୍ରକଳ୍ପ ର ଭିତିପ୍ରସ୍ତର ସ୍ଥାପନ ବିଧାୟକ ଶ୍ରୀ ସାହୁ କହିଛନ୍ତି। ପ୍ରତ୍ୟେକ ଗ୍ରାମର ପ୍ରତ୍ୟେକଙ୍କ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଦ୍ୱାରା ସଂଯୋଗ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏହି ଯୋଜନାକୁ ସୁଫଳ ରୂପାୟନ ଦେବାପାଇଁ ବିଧାୟକଙ୍କ ଏହି ମାରାଥନ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ସାହୁ, ଅତିରିକ୍ତ ସହକାରୀ ଯନ୍ତ୍ରୀ ପ୍ରଦୀପ କୁମାର ତ୍ରିପାଠୀ, ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡ଼ତ୍ୟା, ବ୍ଲକ ବିଜେଡି ସମ୍ପାଦକ ଅଶୋକ କୁମାର ବିଷୋୟୀ ଓ ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ପ୍ରମୁଖ ଲୋକ ପ୍ରତିନିଧି ଙ୍କ ସମେତ ଗ୍ରାମବାସୀ ବୃନ୍ଦ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like