-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମନ୍ତ୍ରୀ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ବୀମା ଙ୍କ କଳାହାଣ୍ଡି ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ

05-Mar-2025



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): ମାନ୍ୟବର ମନ୍ତ୍ରୀ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ବୀମା, ଓଡ଼ିଶା, ଗଣେଶ ରାମ ସିଂ ଖୁଣ୍ଟିଆ ଦୁଇଦିନିଆ କଳାହାଣ୍ଡି ଗସ୍ତରେ ଆସି ଗତକାଲି ଜିଲ୍ଲାପରିଷଦ ସଭାଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଇ ଜିଲ୍ଲାରେ ସରକାରଙ୍କର ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ମାନ୍ୟବର ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ ଏହି ସମୀକ୍ଷା ବୈଠକରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ପାନୀୟଜଳ, ଜଳସେଚନ, ଗମନାଗମନ, ଗ୍ରାମ୍ୟ ଉନ୍ନୟନ, ପ୍ରଧାନମନ୍ତ୍ରୀ ଆବାସ, ବେସାମରିକ ଯୋଗାଣ, ଖରିଫଧାନ ସଂଗ୍ରହ, ନିର୍ମାଣ ଶ୍ରମିକ, ବାର୍ଦ୍ଧକ୍ୟ ଭତ୍ତା, ଅଙ୍ଗନବାଡି କେନ୍ଦ୍ରର ସ୍ଥିତି ଓ ପରିଚାଳନା, ଜଙ୍ଗଲ, ଉଦ୍ୟାନ କୃଷି ଇତ୍ୟାଦି ବିଭାଗୀୟ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପଚାରି ଥିଲେ । କଳାହାଣ୍ଡି ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ବିକାଶ ପାଇଁ ସମସ୍ତ ବିଭାଗୀୟ ଅଧିକାରୀମାନେ ଜନକଲ୍ୟାଣ ସରକାରୀ ଯୋଜନା, କାର୍ଯ୍ୟକ୍ରମକୁ ସଫଳତାର ସହିତ ଜନହିତରେ ଅଧିକ ଯତ୍ନବାନ ହୋଇ କାର୍ଯ୍ୟ କରିବା ପାଇଁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଜନହିତରେ ଉଦ୍ଦେଶ୍ୟ ସରକାରୀ ଯୋଜନାରୁ କୌଣସି ଯୋଗ୍ୟବ୍ୟକ୍ତି ଯେପରି ବାଦ ନପଡନ୍ତି ସେଥି ପ୍ରତି ଅଧିକ ଧ୍ୟାନ ଦେବାପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ । ଗ୍ରୀଷ୍ମଋତୁରେ ଗ୍ରାମାଞ୍ଚଳରେ ପାନୀୟଜଳର ସଙ୍କଟ ଆଶଙ୍କା ଥିବାରୁ ବି.ଡି.ଓ. ମାନେ ଏହାକୁ ଗୁରୁତ୍ଵ ଦେଇ ଗ୍ରାମାଞ୍ଚଳରେ ଲୋକଙ୍କ ସୁବିଧା ପାଇଁ ପାନୀୟଜଳର ସୁବ୍ୟବସ୍ଥା କରିବା ପାଇଁ ମଧ୍ୟ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ କଳାହାଣ୍ଡି ମାଳବିକା ଦେବୀ, ବିଧାୟକ ଧର୍ମଗଡ଼ ସୁଧୀର ରଞ୍ଜନ ପଟ୍ଟଯୋଷୀ, ଜିଲ୍ଲା ସଭାପତି ଭା.ଜ.ପା. ଯୁଗଳ କିଶୋର ପୋଢ, ଏସ୍.ପି. ନାଗରାଜ ଡି., ଅତିରିକ୍ତ ଜିଲ୍ଲାପାଳ (ସା.) ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟା ପାଢୀ, ଡି.ଏଫ.ଓ. (ଉତ୍ତର) ଅନୁରାଗ ମିଶ୍ର, ଡି.ଏଫ.ଓ. (ଦକ୍ଷିଣ) କଳାଇ ଭାନାନ. ଆର., ଉପଜିଲାପାଳ ଧର୍ମଗଡ଼ ଉପ ଜିଲ୍ଲାପାଳ ଧୀମାନ ଚକମା, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା ଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ସ୍ଵାଗତ ଅଭିଭାଷଣ ଦେଇଥିବା ବେଳେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟା ପାଢୀ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like