-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବୁର୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ପାଳିତ

05-Mar-2025



ଲୋଇସିଂହା, (ବିନୋଦ ଦୀପ) ମଙ୍ଗଳବାର ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।  ଉତ୍ସବରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ମୌନାବତୀ ଛତ୍ରିଆ ଅଧ୍ୟକ୍ଷତା କରିଥିଲେ । ଏଥିରେ ସ୍ଥାନୀୟ ସରପଂଚ ସୁଦୀପ କୁମାର ସା ମୁଖ୍ୟ ଅତିଥି, ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଜ୍ୟୋତିରଞ୍ଜନ ସା, ଶିକ୍ଷାବିତ ନାରାୟଣ ସାହୁ,ସାମ୍ୱାଦିକ ସୁଶାନ୍ତ ବାରିକ, ସ୍କୁଲ କମିଟି ସଭ୍ୟ ଗୋପବନ୍ଧୁ ସାହୁ, ପ୍ରମୁଖ ସମ୍ମାନୀତ ଅତିଥି ଭାବେ ମଚାସୀନ ହୋଇଥିଲେ । ମୁଖ୍ୟଅତିଥି ସା ତାଙ୍କ ବକ୍ତବ୍ୟରେ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପରାମର୍ଶ ଦେବା ସହିତ ବିଦ୍ୟାଳୟର ଆବଶ୍ୟକାତ ପୂରଣ ଯଥା ପିଇବା ପାଣି, ପାଚେରି ଓ ରାସ୍ତା ନିର୍ମାଣ ଦିଗରେ ସେ କାର୍ଯ୍ୟ କରିବେ ବୋଲି କହିଥିଲେ । ସାମ୍ୱାଦିକ ସୁଶାନ୍ତ ବାରିକ କହିଥିଲେ ଯେ, ଶିକ୍ଷୟିତ୍ରୀଶିକ୍ଷକ ସମୟାନୁବାର୍ତ୍ତୁତ ସହିତ ନିଷ୍ଠା ଓ ଆନ୍ତରିକତା ସହ ଶିକ୍ଷାଦାନ କଲେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ଗୌରବ ଆଣିବେ ବୋଲି ମତବ୍ୟକ୍ତ କରିଥିଲେ । ବାର୍ଷିକ କ୍ରୀଡା ସହିତ ୨୦ ଟି ବିଭାଗରେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ।ବିଦ୍ୟାଳୟ ୯୦ ଜଣ କୃତୀ ଛାତୀଛାତ୍ରଙ୍କୁ ଟ୍ରଫି ଓ ମାନପ‌ତ୍ର ଦେଇ ଅତିଥି ପୁରସ୍କୃତ କରିଥିଲେ । ସଭାକାର୍ଯ୍ୟକୁ ଶିକ୍ଷକ ବାବୁଲୁ ନାୟକ ପରିଚାଳନା କରିଥିଲେ । ସହକର୍ମୀ ସୌଦାମିନୀ ସାହୁ, ରା ଶେଶ୍ଵରୀ ସାହୁ, ସଂସୁଭା ପାତ୍ର, ଅଙ୍କିତା ରଥ, ପ୍ରକାଶ କୁମାର ସାହୁ, ସନ୍ତୋଶ ପରୁଆ ସମେତ ୨ ଜଣ ସ୍ୱେଚ୍ଛାସେବୀ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନାରେ ସହ ‌ଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026

You Might Also Like