-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ସ୍ୱୟଂ ପ୍ରଭା ସାହିତ୍ୟ ସଂସଦ ର ବାର୍ଷିକ ଉତ୍ସବ, ପୁସ୍ତକ ଉନ୍ମୋଚନ ଓ କବିତା ପଠନ କାର୍ଯ୍ୟକ୍ରମ

05-Mar-2025



ବରଗଡ଼:(ପ୍ରେରଣା)-ବରଗଡ଼ ଗାନ୍ଧୀଭବନ ଠାରେ ସ୍ୱୟଂପ୍ରଭା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଶ୍ରୀମତୀ ନୁରାବତୀ ସାହୁଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି!ମୁଖ୍ୟ ଅତିଥି ଭାବେ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡା ଶକ୍ତିକୁମାର ତ୍ରିପାଠୀ ଓ ମୁଖ୍ୟ ବକ୍ତା ଭାବେ ସଂସ୍କୃତ ପ୍ରଫେସର ଡ. ପ୍ରତିମା ଷଢଙ୍ଗୀ ଯୋଗଦେଇ ଉତ୍ତମ ମାନର ସାହିତ୍ୟ ସମାଜକୁ ଦିଗଦର୍ଶନ ଦିଏ ବୋଲି ମତ ପ୍ରକାଶ କରିଥିଲେ ।ଚଉରାନବେ ଜଣ ପ୍ରବୀଣ ଲେଖକ ଲେଖିକାଙ୍କ ଗଳ୍ପ, କବିତା, ଭ୍ରମଣ କାହାଣୀ, ଅନୁସୃଜନ ସନ୍ନିବେଶିତ ସଂସଦର ମୁଖପତ୍ର 'ସ୍ୱୟଂପ୍ରଭା 'ପତ୍ରିକା ସହିତ କବୟତ୍ରୀ ଶ୍ରୀମତୀ ସନ୍ତୋଷିନୀ ଦାଶଙ୍କ ପୁସ୍ତକ 'ମାଟିର ମହକ ', କବୟତ୍ରୀ କବିତା ଦେବତାଙ୍କ ପୁସ୍ତକ 'ମଧୁଗୀତି ', କବୟତ୍ରୀ କମଳିନୀ ଦେବୀଙ୍କ ପୁସ୍ତକ 'ପ୍ରତୀକ୍ଷା ', ବିଶିଷ୍ଟ ଲେଖକ ଅନୁପ ଗଡ଼ନାୟକଙ୍କ' ଆମ ପ୍ରକୃତି 'ଓ 'ଭକ୍ତିସାଗର 'ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ଏହି ସଭାରେ ଡ଼.ସଂଗୀତା ରଥଙ୍କୁ ସ୍ୱୟଂପ୍ରଭା ସାହିତ୍ୟ ସମ୍ମାନ, କବୟତ୍ରୀ ବାସନ୍ତୀ ଗୁରୁଙ୍କୁ ଭୂମିସୁତା ସମ୍ନାନ, ଅଭିନେତ୍ରୀ ଡ଼. ତପସ୍ୱିନୀ ଗୁରୁଙ୍କୁ ସ୍ୱୟଂପ୍ରଭା ପ୍ରଜ୍ଞା ସମ୍ନାନ, ବିଶିଷ୍ଟ କବି ଓ ଗାୟକ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ପାଢୀଙ୍କୁ ସ୍ୱୟଂପ୍ରଭା ଗାୟକ ରତ୍ନ ସମ୍ମାନ ତଥା ସାହିତ୍ୟ ଓ ସାମ୍ବାଦିକତାରେ ଉଲ୍ଲେଖନୀୟ ଅବଦାନ ଥିବା ଯୁଗୋପଯୋଗୀ ସୁବର୍ଣ୍ଣଦୀପ ପତ୍ରିକାର ସମ୍ପାଦକ ଶ୍ରୀଯୁକ୍ତ ପ୍ରଦୀପ୍ତ ଭାନୁ ମହାନ୍ତି ଏବଂ ଦୈନିକ ସମ୍ବାଦ ପତ୍ର ବିଶ୍ୱବାଣୀ ଖବର କାଗଜ ତଥା ବଲାଙ୍ଗିର ରୁ ପ୍ରକାଶିତ ପ୍ରେରଣାର ବରଗଡ଼ ଜିଲ୍ଲା ପ୍ରତିନିଧି ଶ୍ରୀଯୁକ୍ତ ନିରଞ୍ଜନ ତ୍ରିପାଠୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ସ୍ୱୟଂପ୍ରଭା ସାହିତ୍ୟ ସଂସଦର ସମସ୍ତ ସଦସ୍ୟ, ସଦସ୍ୟା ଏଥିରେ ସାହାଯ୍ୟ କରିଥିଲେ  । ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ତିନି ଜଣ କବୟତ୍ରୀ ଅତି ସୁନ୍ଦର ଭାବରେ ମଞ୍ଚ ସଞ୍ଚାଳନ କରିଥିଲେ  । ସେମାନେ ହେଲେ ସ୍ବର୍ଣ୍ଣକାନ୍ତୀ ପତି,ସାଗରୀକା ପାଣିଗ୍ରାହୀ, ସଙ୍ଗୀତା ଦୀପ୍  । ପରିଶେଷରେ ସୂର୍ଯ୍ୟସ୍ନାତା  ସମ୍ପାଦିକା ଶ୍ରୀମତୀ ସୁପ୍ରଭା ସାମଲ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like