-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଜାପାନ ଯିବେ ସରକଣ୍ଡା ଛାତ୍ରୀ ଟିକେଶ୍ବରୀ ଭୁଏ

05-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଳକ ଅନ୍ତର୍ଗତ ସରକଣ୍ଡା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ରୀ ଟିକେଶ୍ବରୀ ଭୁଏ ।  ସରକଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀରେ ପଢୁଥିବା ସମୟରେ ଟିକେଶ୍ବରୀ ଭୁଏଙ୍କ ଇନସ୍ପାୟାର ମାନକ ବିଜ୍ଞାନ ପ୍ରକଳ୍ପ ରାଜ୍ଯ ସ୍ତରରୁ ଜାତୀୟସ୍ତରକୁ ମନୋନୀତ ହୋଇଥିଲା । ବୁଣାକାର ମାନଙ୍କ ଦ୍ଵାରା କରାଯାଉଥିବା ଏକ କାମ ସହଜରେ  ସୁତା ଗୁଡାଇବା ପାଇଁ ସେ 'ସ୍ମାର୍ଟ ଅରଟ ଯନ୍ତ୍ର' ପ୍ରସ୍ତୁତ କରିଛନ୍ତି । ବିଦ୍ୟୁତ ଦ୍ବାରା ଚାଲୁଥିବା ଏହି ଯନ୍ତ୍ରଟି ପ୍ରସ୍ତୁତ କରିବାରେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ହରି ବାରିକ ମାର୍ଗଦର୍ଶନ କରିଥିଲେ ।  ବିଗତ ସମୟରେ  ସେ ଆମ ରାଜ୍ୟର ୨୫ ଜଣ କୁନୀ ବୈଜ୍ଞାନିକଙ୍କ ସହ  ଜାତୀୟସ୍ତରରେ ଭାଗ ନେଇ ନିଜର ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଗତ ମାର୍ଚ୍ଚ ୧ ତାରିଖ ଦିନ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶିକା ଙ୍କ ଚିଠି ଅନୁସାରେ  ସେ ଓଡିଶାର  ୧୦ ଜଣ ଛାତ୍ରଛାତ୍ରୀଙ୍କ ମଧ୍ଯରେ ଜାପାନ ଯିବାକୁ ମନୋନୀତ ହୋଇଛନ୍ତି । ସେ ସାକୁରା ସାଇନ୍ସ୍ ହାଇସ୍କୁଲ ପ୍ରୋଗ୍ରାମ ଜାପାନ ୨୦୨୫ ରେ ଭାଗ ନେବେ ।  ଏହି ଖବର ଜାଣିବା ପରେ ଭଟଲୀ ବିଧାୟକ ଇରାସିସ ଆଚାର୍ଯ୍ଯ ଆଜି ସରକଣ୍ଡା ଉଚ୍ଚ ବିଦ୍ୟାଳୟ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଯାଇ ଛାତ୍ରୀ, ଛାତ୍ରୀର ପିତା ଏବଂ  ମାର୍ଗଦର୍ଶକ ଶିକ୍ଷକ  ହରି ବାରିକଙ୍କୁ ଉପଢୌକନ ଉପହାର ପ୍ରଦାନ କରି ଶୁଭେଚ୍ଛା ଜଣାଇଥିଲେ ।  ସୋହେଲା ବିଇଓ ଅମୃତା ସାହୁଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା । ସଂପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ । ଏହି ସଫଳତା ପାଇଁ  ବରଗଡ ଡିଇଓ ବିଶ୍ବନାଥ ସାହୁ, ଏଡିଇଓ ଜ୍ଯୋତିକାନ୍ତ ସାହୁ, ଜିଲ୍ଲା ବିଜ୍ଞାନ ପରିଦର୍ଶକ ଧୀରଜ ପଟ୍ଟନାୟକ, ଏବିଇଓ ମନୋହର ଉଟୀ , ମୋତିଲାଲ ନନ୍ଦଙ୍କ ସହ ସମସ୍ତ  ସିଆରସିସି, ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷକ, ଶିକ୍ଷୟିତ୍ରୀ ତଥା ବିଜ୍ଞାନ ପ୍ରେମୀ ଅଭିଭାବକ ଅଭିଭାବିକା  ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like