-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ସହାୟତାର ହାତ ବଢାଇଲ। ଫିଡ୍

05-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ର ଦାତବ୍ୟ ଅନୁଷ୍ଠାନ ଫିଡ୍ ତରଫରୁ ଅତାବିରା ବ୍ଲକ ଅନ୍ତର୍ଗତ  ଗଡତିଆ ପାଲି ଗ୍ରାମର ବିଜୟା ମହାନନ୍ଦଙ୍କୁ ତାଙ୍କର ବି.ଟେକ ପ୍ରଥମ ବର୍ଷରେ ପାଠ ପଢା ନିମନ୍ତେ ସାହାଯ୍ୟ କ୍ରମେ  ଦଶ ହଜାର ଟଙ୍କାର ସହାୟତା ରାଶି ଯୋଗାଇ ଦିଆ ଗଲା। 
ମେଧାବୀ ଛାତ୍ରୀ  ବିଜୟା ସିଭିଲ ଟ୍ରେଡ୍ ରେ ଡିପ୍ଲୋମା ରେ ଉତ୍ତୀର୍ଣ୍ଣ ହେଲା ପରେ  ବ୍ରହ୍ମପୁର ସହରରେ ପାରଳା ମହାରାଜା ଇଂଜିନିୟରିଂ କଲେଜରେ ବି.ଟେକ ରେ ପ୍ରଥମ ବର୍ଷ ଅଧ୍ୟୟନ କରୁଛନ୍ତି। ତେବେ ପାଠ ପଢୁଥିବା ସମୟରେ ତାଙ୍କୁ ପାଠ୍ୟପୁସ୍ତକ, ଖାଇବା ଖର୍ଚ୍ଚ ଏବଂ ହଷ୍ଟେଲ ଫି  ଇତ୍ୟାଦି ଖର୍ଚ୍ଚ ପାଇଁ  ଆବଶ୍ୟକ ଅର୍ଥ ତାଙ୍କର ପରିବାରବର୍ଗ ଯୋଗାଇ ପାରୁ ନଥିବାରୁ ବିଜୟା ଙ୍କ ବାପା ଶ୍ରୀ ସଜବନ୍ତ ମହାନନ୍ଦ ଆର୍ଥିକ ସହାୟତା ନିମନ୍ତେ ଫିଡ୍ ଟ୍ରଷ୍ଟ ର ଦ୍ବାରସ୍ଥ ହୋଇଥିଲେ।  ଫିଡ୍ ଟ୍ରଷ୍ଟ ର ଚେୟାର ମେନ୍ ଶ୍ରୀ ଫଣିନ୍ଦ୍ର କୁମାର ତାଣ୍ଡିଙ୍କ ନେତୃତ୍ୱରେ  ଏକ ଟିମ୍  ଗଡତିଆ ପାଲିରେ ପହଞ୍ଚି ବିଜୟା ଙ୍କ ପରିବାର ର ହାଲ ଚାଲ୍ ପଚାରି ବୁଝି ଥିଲେ ଏବଂ ସେଇଠି ତାଙ୍କୁ ଦଶ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରି ଥିଲେ। ଏହି ସମୟରେ ବିଜୟା ଙ୍କର ପିତାମାତା ସହିତ ଫିଡ୍ ର ଚେୟାରମେନ  ଫଣିନ୍ଦ୍ର କୁମାର ତାଣ୍ଡି , ଉପଦେଷ୍ଟା ଗୁରୁଚରଣ ହରିପାଲ ଓ ଫିଡ ର ସଦସ୍ୟ ସୁବାସ ତାଣ୍ଡି  ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶ ଥାଉ କି ବିଜୟା ଙ୍କ ଆଡ଼ମିଶନ ସମୟରେ ମଧ୍ୟ ତାଙ୍କୁ ୨୦୦୦୦/- ଟଙ୍କାର ସହାୟତା ପ୍ରଦାନ କରା ଯାଇ ଥିଲା।
 ଫିଡ୍ ର ଏହି ଉଦ୍ୟମକୁ ସମସ୍ତ ମହଲରେ ପ୍ରଶଂସା କରା ଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like