-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ

05-Mar-2025



ବଲାଙ୍ଗିର(ପ୍ରେରଣା ଖବର): ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ତରଫରୁ ବଲାଙ୍ଗିର ଲର୍କିପାଲି ସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ନିଯୁକ୍ତି ମେଳା ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ବିଧାୟକ  କଳିକେଶ ନାରାୟଣ ସିଂ ଦେଓ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ସମ୍ମାନିତ ଅତିଥିଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ଜିଲ୍ଲା ବିଜେପି ସଭାପତି ଶ୍ରୀବତ୍ସ ବେହେରା, ଉପ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଗୋପାଲଜୀ ପାଣିଗ୍ରାହୀ, ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା ଉପସ୍ଥିତ ଥିଲେ ।

ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ କେଶବ ଚନ୍ଦ୍ର ପାଣିଗ୍ରାହୀ ସଭାର ସଭାପତିତ୍ବ କରିଥିଲେ ।  ପ୍ରଥମେ ଅତିଥି ମାନେ ନିଯୁକ୍ତି ମେଳାରେ ଲାଗିଥିବା ଷ୍ଟଲ ବୁଲି ନିଯୁକ୍ତିଦାତା ମାନଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ସଭା କାର୍ଯ୍ୟର ଆରମ୍ଭ କରାଯାଇଥିଲା । ଅତିଥି ମାନେ ତାଙ୍କର ବକ୍ତବ୍ୟ ରଖି ଯୁବପିଢ଼ି ଙ୍କୁ ମାନଙ୍କୁ କୁଶଳୀ ଓ ଦକ୍ଷ ହେବା ପାଇଁ ଉପଦେଶ ଦେଇଥିଲେ । ବଲାଙ୍ଗିର ଜିଲ୍ଲାରେ ନିଯୁକ୍ତିର ସୁଯୋଗ ସୃଷ୍ଟି କରିବାକୁ ସରକାରଙ୍କୁ ଜଣାଇବେ ବୋଲି କହିଥିଲେ। ଏହି ନିଯୁକ୍ତି ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରୁ ମୋଟ ୩୧ ଟି ସରକାରୀ ଓ ବେସରକାରୀ ସଂସ୍ଥା ଉପସ୍ଥିତ ରହି ନିଯୁକ୍ତି ପାଇଁ ଯୁବପିଢି ଙ୍କୁ ମନୋନୀତ କରିଥିଲେ। 

ତୁରନ୍ତ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇ ମୁଖ୍ୟ ଅତିଥି ଙ୍କ ହାତରୁ ନିଯୁକ୍ତି ପତ୍ର ଦିଆଯାଇଥିଲା । ଏହି ନିଯୁକ୍ତି ମେଳାରେ ବଲାଙ୍ଗିର ଜିଲ୍ଲା ଓ ଜିଲ୍ଲା ବାହାରୁ ୧୨୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗଦେଇ ସେମାନଙ୍କ ମନ ପସନ୍ଦର ନିଯୁକ୍ତି ସଂସ୍ଥା ବଛିଥିଲେ । ଏହି କାର୍ଯ୍ୟକ୍ରମରେ ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରିଣୀ ପଦ୍ମିନୀ ସାହୁ, ୟଙ୍ଗ ପ୍ରଫେସନାଲ ଭରତ କୁମାର ଦାସ, ସିଏମଏସଡିଏଫ ଅନନ୍ୟା ମଲ୍ଲିକ, କନିଷ୍ଠ ନିୟୋଜନ ଅଧିକାରୀ, ଦୀପକ କୁମାର ସାମଲ ଓ ଅନ୍ୟମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like