-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

■ବଲାଙ୍ଗୀର ବହିହାଟ ଉଦଯାପିତ ■ ଶହେଟି ନୀରବ ପକ୍ଷୀ ଅପେକ୍ଷା ଗୋଟିଏ ପକ୍ଷୀର କାକଳି ହିଁ ସଫଳତା

05-Mar-2025



ବଲାଙ୍ଗୀର(ପ୍ରେରଣା ଖବର):  ଜିଲ୍ଲା ଲେଖକ ପରିଷଦର ୧୭ତମ ବଲାଙ୍ଗୀର ବହିହାଟ- ୨୦୨୫ ଉଦ୍ ଯାପିତ ହୋଇଯାଇଛି । ପରିଷଦର ସଭାପତି ମଳୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ ଚଳିତ ବହିହାଟର ମୁଖ୍ୟସଂଯୋଜକ ତଥା ବିଶିଷ୍ଟ ସମାଜସେବୀ ଓ ଶିକ୍ଷାବିତ୍ ଡ. ଶ୍ରୀକର ମିଶ୍ର । ସାହିତ୍ୟ ଆଲୋଚନାରେ ଶ୍ରୋତା କମ୍ ହେଉଥିବା ପରିପ୍ରେକ୍ଷୀରେ ସାଂକେତିକ ଭାବେ ଉଦାହରଣ ଦେବା ଛଳରେ  ସେ ତାଙ୍କର ଉଦ୍ ବୋଧନରେ କହିଥିଲେ ଯେ,  ଗୋଟିଏ ସ୍ଥାନରେ ଅସଂଖ୍ୟ ପକ୍ଷୀ ଥିଲେ ବି ଯଦି ସେମାନେ ନୀରବ ରହିଥାନ୍ତି, ତାହା ମୂଲ୍ୟହୀନ ଓ  ଗୋଟିଏ ବି ପକ୍ଷୀର କାକଳୀ ଶୁଭୁଥାଏ, ତାହା ହିଁ ପ୍ରକୃତ ସଫଳତା । ତେଣୁ  ଏଥରର ବଲାଙ୍ଗୀର ବହିହାଟକୁ ସଫଳ ହୋଇଛି ବୋଲି କୁହାଯିବ । ବଲାଙ୍ଗୀର ବହିହାଟ ନିଆରା । ଅନ୍ୟାନ୍ୟ ସ୍ଥାନର ପୁସ୍ତକମେଳା ଗୁଡିକଠାରୁ ଆମ ବଲାଙ୍ଗୀର ବହିହାଟରେ କୌଣସିଥିର ଅନୁକରଣ ନାହିଁ । 

ଅନ୍ୟମାନଙ୍କ ମଧ୍ୟରେ ପରିଷଦର ଉପସଭାପତି ମୁରଲୀଧାରୀ ପତି, ସମ୍ପାଦକ କପିଳେଶ୍ବର ଖମାରୀ, ଯୁଗ୍ମ ସମ୍ପାଦକ ମହେନ୍ଦ୍ର କୁମାର ଦର୍ଜୀ, ସହ ସମ୍ପାଦକ ରଘୁନନ୍ଦନ ସିଂହ, ବଲାଙ୍ଗୀର ଲୋକସଭା ସାଂସଦ ସଙ୍ଗୀତା ସିଂହଦେଓଙ୍କ ନୋମିନୀ ଦୀନେଶ ଶର୍ମା, ପୂବର୍ତନ ସମ୍ପାଦକ ଲେଖକ କୃଷ୍ଣଚନ୍ଦ୍ର ବାରିକ ପ୍ରମୁଖ ଅଭିଭାଷଣ ଦେଇଥିଲେ । ସଂଯୋଜନା କରିଥିଲେ ସଭ୍ୟ ତଥା କଳାକାର ଧୀରେନ୍ଦ୍ର ନାରାୟଣ ସିଂହଦେଓ, ସ୍ବାଗତ ଭାଷଣ ଦେଇଥିଲେ ସଭ୍ୟା ତଥା କଣ୍ଠଶିଳ୍ପୀ ଓ କବୟତ୍ରୀ ଉଷାରାଣୀ ବାରିକ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ସଭ୍ୟା ଅନୁପ୍ରିୟା ମିଶ୍ର । 

ଏହି ଅବସରରେ ବିଶିଷ୍ଟ ନାଟ୍ଯଗୁରୁ ସ୍ବର୍ଗତଃ କୃତ୍ତିବାସ ମେହେରଙ୍କୁ ମରଣୋତ୍ତର ସମ୍ମାନ, ମହିଳାଜ୍ୟୋତିଷ ମିତାଲି ମଧୁମିତା ମିଶ୍ରଙ୍କୁ ବିଶେଷ ସମ୍ମାନ ଓ ଚଳିତବର୍ଷର 'ବହିହାଟ ସମ୍ମାନ ' ସୁଲେଖିକା ଡା ମଞ୍ଜୁବାଳା ପଣ୍ଡାଙ୍କୁ ପ୍ରଦାନ କରାଯାଇ ଥିଲା । ମାନପତ୍ର ପାଠ କରିଥିଲେ ଅଭିନେତା ହିମାଂଶୁ ଖମାରୀ । ଧନ୍ୟବାଦ ଦେଇଥିଲେ ଧୀରେନ୍ଦ୍ର ନାରାୟଣ ସିଂହଦେଓ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like