-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଆରମ୍ଭ ହେଲା ସୁଭଦ୍ରା ଶକ୍ତି ମେଳା

05-Mar-2025



 


               
  ସମ୍ବଲପୁର- (ସଂଜୀବ ପାଣିଗ୍ରାହୀ) ସମ୍ବଲପୁର ର ଅଇଁଠାପାଲି  ସ୍ଥିତ ବିର୍ସା ମୁଣ୍ଡା (ପି.ଏଚ୍.ଇ.ଡି ପଡିଆ) ରେ “ସୁଭଦ୍ରା ଶକ୍ତି ମେଳା” ର ଉଦ୍ଘାଟନୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଉଦ୍ଘାଟନୀ ଉତ୍ସବ ରେ  ସମ୍ବଲପୁର ଜିଲ୍ଲାପାଳ-ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର(ଆଇ.ଏ.ଏସ),  ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ସୁଧାଂଶୁ କୁମାର ଭୋଇ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ପ୍ରସନ୍ନ କୁମାର ପାତ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ରେଣୁବାଳା ନନ୍ଦ  ପ୍ରମୁଖ ଉପସ୍ଥିତ ଥିଲେ। ଚଳିତ ମାର୍ଚ୍ଚ ମାସ ୫ ତାରିଖ  ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି ମେଳା ଚାଲିବ । 
                ସମ୍ବଲପୁର ଜିଲ୍ଲାପାଳ, ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର(ଆଇ.ଏସ.ଏ) ଉଦ୍ଘାଟନୀ ଉତ୍ସବ ରେ  ଯୋଗ ଦେଇ ନିଜ ଅଭିଭାଷଣରେ, ସୁଭଦ୍ରା ଶକ୍ତି ମେଳା ଆୟୋଜନ କରିବା ପାଇଁ ସମ୍ବଲପୁର ଜିଲ୍ଲା  କୁ ସୌଭାଗ୍ୟ ମିଳିଛି ବୋଲି କହିଥିଲେ    ।କହିଥିଲେ  ମହିଳା ସୟଂ ସହାୟକ ଗୋଷ୍ଠୀଗୁଡ଼ିକ (SHGs) ନିଜର ଉତ୍ପାଦନ ବିକ୍ରୟ କରିବା ପାଇଁ ଏକ ମଞ୍ଚ ପାଇବେ, ଯେଉଁଠି ସେ ନିଜର କୌଶଳ, ଉଦ୍ୟମିତା ପଦର୍ଶନ କରିପାରିବେ ଏବଂ peer learning ର ମଧ୍ୟ ସୁଯୋଗ ମିଳିବ । ଏଥିସହିତ ଦର୍ଶକ ମାନଙ୍କର ମନୋରଞ୍ଜନ ପାଇଁ ପ୍ରତିଦିନ ସଂନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ପାରମ୍ପରିକ ନୃତ୍ୟକଳା ଆୟୋଜନ ମଧ୍ୟ ହୋଇଛି | ସୁଭଦ୍ରା ଯୋଜନା ଅନ୍ତର୍ଗତ ସମ୍ବଲପୁର ଜିଲ୍ଲାର ପ୍ରାୟ  ୨,୬୦,୦୦୦ ଜଣ beneficiary ଅଛନ୍ତି ।   ଓଡିଶା ସରକାର ଆସନ୍ତା ମାର୍ଚ୍ଚ ମାସ ୮ ତାରିଖରେ ସୁଭଦ୍ରା ଯୋଜନା ର ଦ୍ଵିତୀୟ କିସ୍ତି ମହିଳା ହିତାଧିକାରୀଙ୍କୁ ପ୍ରଦାନ କରିବେ ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ।

                     ସାତ ଦିନ ବ୍ୟାପି ହେବାକୁ ଥିବା ଏହି ମେଳାରେ ୧୫୦ ଷ୍ଟଲରେ ରାଜ୍ୟସାରା ବିଭିନ୍ନ ପ୍ରକାର ଦ୍ରବ୍ୟ ବିକ୍ରି ହେବ । ଏହି ମେଳାରେ ଓଡିଶାର ସମସ୍ତ ଜିଲ୍ଲା ରୁ ମହିଳା ସୟଂ ସହାୟକ ଗୋଷ୍ଠୀ / ଉତ୍ପାଦକ ଗୋଷ୍ଠୀ, ବୁଣାକାର, କାରିଗର ଓ ଶିଳ୍ପୀ ମାନଙ୍କ ଦ୍ବାରା ପ୍ରସ୍ତୁତ ଦ୍ରବ୍ୟ,ହସ୍ତଶିଳ୍ପ ଓ କଳାକୃତି, ମିଲେଟ, ଅର୍ଗାନିକ ଉତ୍ପାଦ ଓ ପାରମ୍ପରିକ ସୁସ୍ବାଦୁ ଖାଦ୍ୟ ଯଥା ଆରିସା ପିଠା,ମଣ୍ଡା ପିଠା, ବୁନ୍ଦି ଖଜା, କାକରା, ମାଲପୁଆ, ରସବରା,  ଲସତଲା ପିଠା ଆଦି ର ପ୍ରଦର୍ଶନୀ ଏବଂ ବିକ୍ରୟ କରିବେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like