-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||     

HOME   ଜିଲ୍ଲା

ଶ୍ରୀ ଅଭୟ ପ୍ରସାଦ ଠାକୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଦେଶ ଓ ସମାଜର ଉନ୍ନତି ପାଇଁ ଶିକ୍ଷା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ:-ଶୀକ୍ଷାବିତ ମନୋରଞ୍ଜନ ପଣ୍ଡା

05-Mar-2025



ବଲାଙ୍ଗିର:(ପ୍ରେରଣା)-ଦେଶ ଓ ସମାଜ ର ଉନ୍ନତି ପାଇଁ ଶିକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବେଲପଡ଼ା ବ୍ଲକର ମଣ୍ଡଳ ଗ୍ରାମର  ଶ୍ରୀ ଅଭୟ ପ୍ରସାଦ ଠାକୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ତା ୪.୦୩.୨୫ ରିଖ ଦିନ ୧୦ ଟା ସମୟରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ବୁଲୁ ବଗର୍ତ୍ତିଙ୍କ ଅଧ୍ୟକ୍ଷତା ଓ ଯୁବକବି, ଗାଳ୍ପିକ,ଶ୍ରୀଯୁକ୍ତ - ଆଶୁତୋଷ ଠାକୁରଙ୍କ ପରିଚାଳନାରେ ଅନୁଷ୍ଠିତ ସଭା ରେ ମୁଖ୍ୟ ଅତିଥି ଭାବରେ ବେଲପଡ଼ା ବିଡ଼ିଓ ରାଜେଶ ମେହେର,ଓ ସମ୍ମାନୀତ ଅତିଥି ଭାବରେ ବ୍ଲକ ଶିକ୍ଷାଧିକାରୀ ଅଭିନବ ମିଶ୍ର,ଗ୍ରୁରୁ ଶ୍ରୀ ମୋହନ ଦାସ ଠାକୁର,ବିଶ୍ବମ୍ବର ଠାକୁର ଯୋଗ ଦେଇ ଥିଲାବେଳେ ମୁଖ୍ୟ ବକ୍ତା ଭାବରେ ଶିକ୍ଷ୍ୟାବିତ ମନୋରଞ୍ଜନ ପୁରୋହିତ ଯୋଗ ଦେଇ ସମାଜ ଓ ଦେଶର ଉନ୍ନତି ଉପରେ ଶିକ୍ଷାର ଭୂମିକା ଗୁରୁତ୍ୱପୂର୍ଣ୍ଣ  କହି ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ହିତୋପଦେଶ ଦେଇଥିଲେ। ସଭାରେ ସ୍ଵତନ୍ତ୍ର ଅତିଥି ଭାବରେ ବିଧାୟକ ପ୍ରତିନିଧି  ତନ୍ମୟ ଦାସ, ସାଂସଦ ପ୍ରତିନିଧି କୁନୁ ମୁଣ୍ଡା, ସମେତ ସ୍କୁଲ ପରିଚାଳନା କମିଟି ସଭାପତି ଓ ସଭ୍ୟ ମାନେ ଯୋଗଦେଇଥିଲେ । ସଭା ପୂର୍ବରୁ ଅତିଥିଗଣ ସ୍କୁଲର ପ୍ରତିଷ୍ଠାତା ସ୍ଵର୍ଗତ ଅଭୟ ପ୍ରସାଦ ଠାକୁରଙ୍କ ପ୍ରତିମୂର୍ତ୍ତିରେ  ମାଲ୍ୟାର୍ପଣ କରି ସ୍ଵାଗତ ଠାକୁର ଶିକ୍ଷାର ବିକାଶ ପାଇଁ ଅଞ୍ଚଳରେ ତାଙ୍କ ଭୂମିକା ଉପରେ ସ୍ମୂତିଚାରଣ କରିଥିଲେ । ସଭା ପରେ ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତି ମାନଙ୍କୁ ଅତିଥି ଗଣ ମାନପତ୍ର ଓ ପୁରସ୍କାର ଦେଇ ସମ୍ମାନୀତ କରିଥିଲେ । ପରେ ଛାତ୍ରୀଛାତ୍ରଙ୍କ ଦ୍ଵାରା ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯକ୍ରମ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ  ଓ ସ୍କୁଲ ପରିଚାଳନା କମିଟିର ସଭ୍ୟ ମାନେ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ଜଗଜୀବନ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026

You Might Also Like