-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ଟିକାବାଲି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ

06-Mar-2025



କନ୍ଧମାଳ(ରମେଶ ପଣ୍ଡା): ଟିକାବାଲି ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଶିଷ ଅଂଶୁମାନ ପାତ୍ର ଅଚାନକ ଭାବେ ଟିକାବାଲି ବ୍ଲକ ଅନ୍ତର୍ଗତ କଟିମାହା ପଞ୍ଚାୟତ ର ପଧାନପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପରିଦର୍ଶନ ପାଇଁ  ଆସିଥିଲେ I ସେ ଏହି ପରିଦର୍ଶନ ସମୟରେ ପିଲାଙ୍କୁ ଏଫ ଏଲ ଏନ ଶ୍ରେଣୀ, ଗଣିତ, ବିଜ୍ଞାନ ଓ ଇଂରାଜୀ ବିଷୟରେ କିଛି ପାଠ ମଧ୍ୟ ପଢ଼ାଇଥିଲେ I ଟିକାବାଲି ବ୍ଲକ ପାଇଁ ବର୍ତମାନ ଏକ ସୁବର୍ଣ୍ଣ ଯୁଗ କହିଲେ  ଅତ୍ୟୁକ୍ତି ହେବ ନାହିଁ I କାରଣ ବର୍ତ୍ତମାନ ର ସମସ୍ତ ଅଧିକାରୀ ଶିକ୍ଷା ଉପରେ ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି ଯାହାକି କନ୍ଧମାଳ ପାଇଁ ଏକ ଶୁଭଙ୍କର ଅଟେ I ଆଦିବାସୀ ଅଧୁଷିତ ଅଞ୍ଚଳ ରେ ଏହିପରି ଅଧିକାରୀ ଙ୍କ ଆବଶ୍ୟକ ରହିଅଛି I ଏହି ସମୟରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ I ବିଦ୍ୟାଳୟ ପରିଦର୍ଶନ ସମୟରେ ସେ ରୋଷେଇ ଘର, ହଷ୍ଟେଲ, ପାଇଖାନା ଗୃହ, ଭଣ୍ଡାର ପ୍ରକୋଷ୍ଠ  ଓ ସମସ୍ତ ଶ୍ରେଣୀ ବୁଲି ଦେଖିଥିଲେ I ଏହି ପରିଦର୍ଶନ ସମୟରେ କଟିମାହା ସି ଆର ସି ସି ଅରବିନ୍ଦ ମହାପାତ୍ର ଓ ପ୍ରଧାନ ଶିକ୍ଷକ ଶ୍ରୀଧର ମିଶ୍ର ଉପସ୍ଥିତ ଥିଲେ I ବିଦ୍ୟାଳୟ ରେ ଆବଶ୍ୟକ ଶୈକ୍ଷିକ ବାତାବରଣ କିପରି ସୃଷ୍ଟି କରି ପିଲାଙ୍କ ସର୍ବାଙ୍ଗୀନ ବିକାଶ ହୋଇପାରିବ ସେଥିପ୍ରତି ସମସ୍ତ ଙ୍କ ସହ ଆଲୋଚନା କରିଥିଲେ I ବିଦ୍ୟାଳୟ ରେ ଥିବା ପାଣି ସମସ୍ୟା ଯେପରି ଶୀଘ୍ର ସମାଧାନ ସେଥିପାଇଁ ପ୍ରଧାନ ଶିକ୍ଷକ ଙ୍କୁ ଜିଲ୍ଲା ମଙ୍ଗଳ ଅଧିକାରୀ, ପି ଏ ଆଇ ଟି ଡି ଏ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କୁ ପତ୍ର ଲେଖିବାପାଇଁ କହିଥିଲେ ଓ ଏହି ସମସ୍ୟା ଯଥାଶୀଘ୍ର ସମାଧାନ କରିବା ପାଇଁ ପ୍ରତିଶୃତି ପ୍ରଦାନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like