-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||     

HOME   ଜିଲ୍ଲା

ଗୋବିନ୍ଦପୁର ପଞ୍ଚାୟତ ବଗେଇବିରା ଗ୍ରାମ "ସୁସ୍ଥ ଗାଁ" ଭାବେ ପୁରସ୍କୃତ

06-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ ଗାଁ କଲ୍ୟାଣ ସମିତି  ବଗେଇବିରା ଗ୍ରାମକୁ ସୁସ୍ଥ ଗ୍ରାମ ଗଠନରେ ଉଲ୍ଲେଖନୀୟ ଭୂମିକା ପାଇଁ ବରଗଡ଼ ବ୍ଲକର "ସୁସ୍ଥ ଗାଁ" ଭାବେ ପୁରସ୍କୃତ କରାଯାଇଛି ।ଏହି ଅବସରରେ  ସ୍ଥାନୀୟ ଅଙ୍ଗନୱାଡ଼ି କର୍ମୀ ସୌଦାମିନୀ ଭୁଏ, ଆଶା କର୍ମୀ ପ୍ରଭାସିନୀ ତାଣ୍ଡି,ୱାର୍ଡ ମେମ୍ବର ସନ୍ତୋଷିନୀ କୁଅଁର ଓ ଗ୍ରାମବାସୀଙ୍କ ମିଳିତ ଉଦ୍ୟମ ଓ ପ୍ରୟାସ ରେ ଏହି  ଗ୍ରାମ ସୁସ୍ଥ ଗ୍ରାମରେ ପରିଣତ ହୋଇ ପାରିଥିବା ବେଳେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ ଉପସ୍ଥିତିରେ ସିଡିଏମଓ ଡା.ନିରୁପମା ଷଡ଼ଙ୍ଗୀ ପୁରସ୍କୃତ କରିଛନ୍ତି । ତେବେ ସୁସ୍ଥ ଗ୍ରାମ ଭାବେ ପୁରସ୍କୃତ ହେବା ପରେ ସ୍ଥାନୀୟ ସରପଞ୍ଚ ପ୍ରଫୁଲ୍ଲ କୁମାର ନାଏକ ସମିତି ସଭ୍ୟ ଜ୍ଞାନ ରଞ୍ଜନ ବିଶ୍ଵାଳ ଙ୍କ ସମେତ ଗ୍ରାମର  ବଗେଇବିରା ଇଣ୍ଡିଆନ ମିଲିଟାରୀ ଏକାଡେମୀ ,ବୀର ବଜରଙ୍ଗ ବଲି ଯୁବା ସଂଗଠନ,ଆମ୍ବେଦକର ଯୁବା ସଂଘ ,ସ୍ଵାମୀ ବ୍ରହ୍ମାନନ୍ଦ କ୍ଲବ ,ରାଜୀବ କ୍ଲବ ପ୍ରମୁଖ ଅନେକ  ସଂଗଠନ ତରଫରୁ ଜିଲ୍ଲା ପ୍ରଶାସନ ତରଫରୁ ପୁରସ୍କୃତ ହୋଇଥିବା  ଅଙ୍ଗନୱାଡ଼ି କର୍ମୀ ଓ ଆଶାକର୍ମୀଙ୍କୁ  ମଙ୍ଗଳବାର ବଗେଇବିରା ଗ୍ରାମରେ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଗ୍ରାମବାସୀଙ୍କ ତରଫରୁ ସିଡିଏମଓ ବରଗଡ଼ ଡ଼ା.ନିରୁପମା ଷଡ଼ଙ୍ଗୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିବା ଆଶା କର୍ମୀ ଅଙ୍ଗନୱାଡି କର୍ମୀ ଓ ୱାର୍ଡ ମେମ୍ବର ଗ୍ରାମରେ  ଉପସ୍ଥିତ ରହି ଏହି ପୁରସ୍କାର ଗ୍ରାମବାସୀଙ୍କ ମିଳିତ ଉଦ୍ୟମ ଓ ପ୍ରୟାସର ଫଳ ବୋଲି ଉଲ୍ଲେଖ କରିବା ସହ ଆଗାମୀ ଦିନରେ ଗ୍ରାମବାସୀ ଆହୁରି ସଚେତନ ରହି  ଗ୍ରାମକୁ ସୁସ୍ଥ ଗ୍ରାମ ସହିତ କିପରି ସବୁଜ ଓ ସ୍ୱଚ୍ଛ ଗ୍ରାମରେ ପରିଣତ ହୋଇ ପାରିବ ସେଥି ପାଇଁ ଗ୍ରାମ ର ଯୁବ ବର୍ଗ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ ।ସାମାଜିକ କର୍ମୀ ପୁରନ୍ଦର  ଭୋସାଗର ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026

You Might Also Like