-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ବିଜୁଙ୍କ ସ୍ୱପ୍ନର ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅନ୍ୟତ୍ର ବଦଳାଇବା ପ୍ରତିବାଦରେ ବିଜେଡ଼ିର ବିକ୍ଷୋଭ ପ୍ରଦର୍ଶନ

06-Mar-2025



 ବିନିକା(ହିମାଂଶୁ ଶେଖର ପୁଟେଲ): ଓଡ଼ିଶାର ଜନନାୟକ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରେ ପଞ୍ଚାୟତିରାଜ ପୁନର୍ଗଠନ ସହ ମହିଳାମାନଙ୍କୁ ପଞ୍ଚାୟତିରାଜ ବ୍ୟବସ୍ଥାରେ ପ୍ରତିନିଧିତ୍ଵ ସୁଯୋଗ ଦିଆଯାଇଥିଲା ।ସେହିଦିନ ସରକାରୀ ଛୁଟି ମଧ୍ୟ ହୋଇ ଆସୁଥିଲା ହେଲେ ରାଜ୍ୟର ଡବଲ ଇଞ୍ଜିନ ସରକାର କେବଳ ବିଜୁଙ୍କ ଜୟନ୍ତୀକୁ ପାଳନ କରିଥିବା ବେଳେ ସରକାରୀ ଛୁଟି ବାତିଲ ଓ ପଞ୍ଚାୟତିରାଜ ବ୍ୟବସ୍ଥାକୁ ମାର୍ଚ୍ଚ ୨୪ତାରିଖକୁ ଘୁଞ୍ଚାଇ ଦେବା ପ୍ରତିବାଦରେ ଆଜି ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ବିଜୁ ଜନତା ଦଳ ତରଫରୁ ରାଜ୍ୟ ସରକାର ବିଜୁଙ୍କ ପ୍ରତି ଅପମାନ ଓ ନୀଚ ରାଜନୀତି ପ୍ରତିବାଦରେ ଗର୍ଜିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଏହାର ପ୍ରତିବାଦରେ ଦଳ ତରଫରୁ ସ୍ଥାନୀୟ ବିଡ଼ିଓଙ୍କ ଜରିଆରେ ମହାମହିମ ଓଡ଼ିଶା ରାଜ୍ୟପାଳଙ୍କ ନିକଟକୁ ଏକ ଦାବୀପତ୍ର ପ୍ରଦାନ କରାଯାଇଥିଲା ।ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ ସୁବର୍ଣ୍ଣପୁର ଜିଲ୍ଲା ଯୁବ ବିଜେଡ଼ି ସଭାପତି ଅଶୋକ ନନ୍ଦ ତାଙ୍କ ବକ୍ତବ୍ୟରେ ପ୍ରବାଦ ପୁରୁଷ ବିଜୁ ବାବୁ ସମଗ୍ର ଓଡ଼ିଶାବାସୀଙ୍କ ହୃଦୟରେ ଥିଲେ ।ଜଣେ ସାହାସୀ ଓ ସ୍ଵାଭିମାନୀ ବ୍ୟକ୍ତି ଭାବେ ବିଜୁ ବାବୁ ଦେଶ,ବିଦେଶରେ ପରିଚିତ ।ତାଙ୍କ ଜନ୍ମ ଦିନରେ ପଞ୍ଚାୟତିରାଜ ପୁନର୍ଗଠନ ସହିତ ପଞ୍ଚାୟତିରାଜ ବ୍ୟବସ୍ଥାରେ ମହିଳାଙ୍କୁ ପ୍ରତିନିଧିତ୍ଵ କରିବାର ସୁଯୋଗ ଦେଇଥିଲେ ।ସେହି ବିଜୁବାବୁଙ୍କୁ ଆଜି ରାଜ୍ୟର ବିଜେପି ସରକାର ଅପମାନିତ କରିଛନ୍ତି।ତେଣୁ ଆଗାମୀ ଦିନରେ ରାଜ୍ୟବାସୀ ଏହାର ଜବାବ ଦେବେ ବୋଲି କହିଥିଲେ ।ସେହିପରି ବ୍ଲକ ବିଜେଡ଼ି ସଭାପତି ଦ୍ବାରିକାନାଥ ସାହୁ ବିଜୁବାବୁଙ୍କ କାମ ପାଇଁ ଓଡ଼ିଆ ଜାତି ଗର୍ବ କରୁଥିଲା ହୀନ ଚକ୍ରାନ୍ତ କରି ଗର୍ବକୁ ରାଜ୍ୟ ସରକାର କ୍ଷୁର୍ଣ୍ଣ କରିଛନ୍ତି ।ହେଲେ ବିଜୁ ବାବୁ ଓଡ଼ିଆଙ୍କ ହୃଦୟରେ ରହିଛନ୍ତି ଓ ରହିଥିବେ ବୋଲି ଉଦବୋଧନ ଦେଇଥିଲେ।ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ ବିନିକା ବିଜ୍ଞାପିତ ପରିଷଦ ଅଧିନସ୍ଥ ବିଭିନ୍ନ ଗ୍ରାମ ଏବଂ ବ୍ଲକର ସମସ୍ତ ପଞ୍ଚାୟତ ପ୍ରତିନିଧି, ବିଜୁପ୍ରେମି ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like