-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||     

HOME   ଅପରାଧ

ବନ୍ଧୁକ ମୁନରେ ଲୁଟ୍, ବ୍ୟାଙ୍କ କର୍ମଚାରୀଙ୍କ ନିକଟରୁ ୧.୭ ଲକ୍ଷ ଟଙ୍କା ଲୁଟିନେଲେ ବାଇକ୍ ଲୁଟେରା

15-Jan-2021



ମୟୁରଭଞ୍ଜ,(ପ୍ରେରଣା ଖବର ବ୍ୟୁରୋ) : ବନ୍ଧୁକ ମୁନରେ ଲୁଟ୍, ବ୍ୟାଙ୍କ କର୍ମଚାରୀଙ୍କ ନିକଟରୁ ୧.୭ ଲକ୍ଷ ଟଙ୍କା ଲୁଟିନେଲେ ବାଇକ୍ ଲୁଟେରା। ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା କାଙ୍କି ନିକଟରେ ହୋଇଛି ଲୁଟ। ବନ୍ଧନ ବ୍ୟାଙ୍କର ତିନି ଜଣ କର୍ମଚାରୀ ଦୁଇଟି ବାଇକରେ ଋଣ ଟଙ୍କା ସଂଗ୍ରହ କରି ବ୍ୟାଙ୍କ ଫେରୁଥିବା ସମୟରେ ଦୁଇଟି ବାଇକରେ ଚାରି ଜଣ ଲୁଟେରା କାଙ୍କି ନିକଟ ନିଛାଟିଆ ରାସ୍ତାରେ ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଅଟକାଇ ଥିଲେ। ଜୀବନରୁ ମାରିଦେବାକୁ ଧମକ ଦେଇ ଜଣେ ବ୍ୟାଙ୍କ କର୍ମଚାରୀ ନିକଟରୁ ଏକ ଲକ୍ଷ ୭୦ ହଜାର ଟଙ୍କା ନେଇ ଯାଇଥିବା ବେଳେ ୨୮ ହଜାର ଟଙ୍କା ନେଇ ପାରି ନ ଥିବା ବହଳଦା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ବିଭିନ୍ନ ସ୍ଥାନରେ ଚେକିଂ ଆରମ୍ଭ କରିଛି। ମୟୂରଭଞ୍ଜ ଜିଲ୍ଲାରେ ବାରମ୍ବାର ବାଇକ୍ ଲୁଟେରା ଗୋଟିଏ ପରେ ଗୋଟିଏ ଲୁଟ୍ ଘଟଣା ଘଟାଇ ଚାଲିଥିବା ବେଳେ ପୋଲିସ ଟେର ପାଉ ନ ଥିବାକୁ ନେଇ ସାଧାରଣ ଲୋକଙ୍କ ଚିନ୍ତା ବଢ଼େଇ ଦେବା ସହ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ସୃଷ୍ଟି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026

You Might Also Like