-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||     

HOME   ଜିଲ୍ଲା

ନିଖୋଜ ରୋହିତଙ୍କ ଗଳିତ ଶବ ୧୫ ଦିନ ପରେ କୋଟସମଲେଇ ପାହାଡ଼ରୁ ଉଦ୍ଧାର

06-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )  ନିଖୋଜ ହେବାର ଦୀର୍ଘ ୧୫   ଦିନ ପରେ ସୋନପୁର ଘୋଡାଘାଟପଡ଼ାର ରୋହିତ ନାଏକ (୨୩) ଙ୍କ ଗଳିତ ଶବ ଆଜି ପାତାଳୀ ଶ୍ରୀକ୍ଷେତ୍ର ସ୍ଥିତ କୋଟସମଲେଇ ପାହାଡ଼ ଉପର ସେଲ୍ଫି ପଏଣ୍ଟ ଜାଗା ର ୬୦୦ ଫୁଟ ତଳୁ ଉଦ୍ଧାର କରାଯାଇଛି। ଯାହାକୁ ନେଇ ବିଭିନ୍ନ ମହଲରେ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି। କିଏ ତାଙ୍କୁ ହତ୍ୟା କରି ପାହାଡ଼ରେ ପକାଇ ଦେଇଛି ନା ସେ ନିଜେ ପାହାଡରୁ ଖସି ପଡ଼ି ମୃତ୍ୟୁବରଣ କରିଛନ୍ତି ତାହା ଏବେବି ଅସ୍ପଷ୍ଟ ରହିଛି। ଗତକାଲି ପାହାଡ଼ ପଟରୁ ଦୁର୍ଗନ୍ଧ ବାହାରୁଥିବା ବିଷୟ ସମ୍ପର୍କୀୟ ଲୋକେ ଖୋଜା ଖୋଜି କଲା ବେଳେ ଜାଣିବା  ପରେ ବିର ମହାରାଜ ପୁର ପୁଲିସ ଉପସ୍ଥିତିରେ ପାହାଡ଼ରୁ ଶବ ବାହାର କରାଗଲା l ଓ ପରେ ଶବ ବ୍ୟବଚ୍ଛେଦ ପାଇଁ ସୋନପୁରକୁ ଅଣାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣା ପଡ଼ିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି । ସୂଚନାଯୋଗ୍ୟ ଯେ ରୋହିତ ୧୫ ଦିନ ତଳେ ଘରୁ କୁଆଡେ ପାଲେଇଥିବା ବେଳେ ଖୋଜାଖୋଜି ପରେ ସେ ନେଇଥିବା ସ୍କୁଟି ଟି ପାତାଳୀ ଶ୍ରୀକ୍ଷେତ୍ର ଠାରେ ପରଦିନ ମିଳିଥିଲା ବେଳେ ଫୋନଟି ପୋଲିସ ପକ୍ଷରୁ ଟ୍ରାକିଂ କରି ଯୁଯୁମୁରା ଅଞ୍ଚଳରେ ସ୍ୱିଚ୍ ଅଫ ହୋଇଥିବା ଜଣାପଡିଥିଲା। ସେପଟେ ଜଙ୍ଗଲ ବିଭାଗ ଓ ପୋଲିସ ପକ୍ଷରୁ ଡ୍ରୋନ କ୍ୟାମେରା ସହ ବହୁ ଖୋଜାଖୋଜି ପରେ ମଧ୍ଯ ମିଳି ନ ଥିଲେ ରୋହିତ । ଆଜି ଶବ ବ୍ୟବଚ୍ଛେଦ ପରେ ସୋନପୁର ଶ୍ରୀ ଗୋକର୍ଣେଶ୍ୱର୍ ଶ୍ମଶାନ ଘାଟ ରେ ଅନ୍ତିମ ସଂସ୍କାର କରାଯାଇଥିବା ବେଳେ ସହର ର ବହୁ ବୁଦ୍ଧିଜୀବୀ ଓ ସମାଜସେବୀ ସ୍ୱର୍ଗୀୟ ରୋହିତ ଙ୍କ ମର ଶରୀର କୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026

You Might Also Like