-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||     

HOME   ଜିଲ୍ଲା

ଦେବଦତ୍ତ କ୍ଲବ ପକ୍ଷରୁ ଦମକିପାଲି ଠାରେ ଜଙ୍ଗଲ ନିଆଁ ନିରାକରଣ ସଚେତନତା

06-Mar-2025



ବଲାଙ୍ଗିର:(ପ୍ରେରଣା)-ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକ ଡାଙ୍ଗବାହାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଦମକିପାଲି ଗ୍ରାମରେ ଜଙ୍ଗଲ ନିଆଁ ନିରାକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦେବଦତ୍ତ କ୍ଲବ ସମ୍ପାଦକ କାହ୍ନୁ ଚରଣ ମାଝୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ  ନାବାର୍ଡ ଜିଲ୍ଲା ପ୍ରବନ୍ଧକ ବଲାଙ୍ଗୀର ଡ.ବିବେକ କୁମାର ନାୟକ,ଏଲ୍. ଡି.ଏମ ପ୍ରଶାନ୍ତ ବେହେରା,କୃଷି ବିଶେଷଜ୍ଞ ମନୋଜ କୁମାର ବାରିକ କୃଷି ବିଜ୍ଞାନ କେନ୍ଦ୍ର ବଲାଙ୍ଗୀର, ଲାରମ୍ଭା ବନପାଲ ବିରଞ୍ଚି କୁମ୍ଭାର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ମଞ୍ଚାଷିନ ସମସ୍ତ ଅତିଥି ଜଙ୍ଗଲରେ ନିଆଁ ଲାଗିଲେ ତାର ନିରାକରଣ ଓ ଜଙ୍ଗଲ ସୁରକ୍ଷା,ବନ୍ୟଜନ୍ତୁ ସୁରକ୍ଷା ଉପରେ ବିଭିନ୍ନ ପ୍ରକାର ସଚେତନ ବାର୍ତ୍ତା ଦେଇଥିବା ବେଳେ ବନପାଲ ଶ୍ରୀଯୁକ୍ତ କୁମ୍ଭାର ଜଙ୍ଗଲ ସୁରକ୍ଷା ପାଇଁ ବନ ବିଭାଗ ସମ୍ପୁର୍ଣ୍ଣ ପ୍ରସ୍ତୁତ ରହିଥିବା ବେଳେ ସାଧାରଣରେ ସାମାଜିକ ଦାୟିତ୍ଵ ବୃଦ୍ଧି କରିବା ପାଇଁ ଜଙ୍ଗଲ ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା ସହ ଜଙ୍ଗଲ ଅଞ୍ଚଳରେ ବସବାସ କରୁଥିବା ଳୋକଙ୍କୁ ନେଇ ବିଭିନ୍ନ ଜଙ୍ଗଲ ସୁରକ୍ଷା କମିଟି ଗଠନ କରାଯାଇଛି। ଫଳରେ ବର୍ତମାନ ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁକୁ ରୋକାଯାଇପାରିବ ବୋଲି ପ୍ରକାଶ କରିବା ସହ ସମସ୍ତ ଗ୍ରାମବାସୀଙ୍କ ସହଯୋଗ ପାଇଁ ନିବେଦନ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ଦେବଦତ୍ତ କ୍ଳବର ଶବ୍ଦ ଗଡତିଆ,ନିହାର ପ୍ରଧାନ,ଗାୟତ୍ରୀ ଭୋଇ,ସୁରେଶ ଖମାରୀ,ନୀଳମଣି ନାୟକ,ନିତ୍ୟାନନ୍ଦ ସାହୁ,ଉମାକାନ୍ତ ସାହୁ,ବିଜୟ ମାଝି,ବିରେନ୍ଦ୍ର ବାରିକ,ପଦ୍ମାବତୀ ସାହୁ,ରଶ୍ମିତା ସାହୁ ଉପସ୍ଥିତ ରହି ସମସ୍ତ ପ୍ରକାର ସହଯୋଗ କରିଥିବା ବେଳେ ଦମକିପାଲି ଓ ଆଖ ପାଖ ଗ୍ରାମରୁ ଶତାଧିକ ମହିଳା ଯୋଗ ଦେଇଥିଲେ । ପରିଶେଷରେ ଶେଷଦେବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026

You Might Also Like