-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||     

HOME   ରାଜ୍ୟ

ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ନବୀନଙ୍କୁ ମିଳିଲା ସର୍ବୋଚ୍ଚ ସ୍ଥାନ

15-Jan-2021



 

ଭୁବନେଶ୍ୱର (ପ୍ରେରଣା ଖବର): ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ସର୍ବୋଚ୍ଚ ସ୍ଥାନ ଅଧିକାର କରିଛନ୍ତି ନବୀନ | ନ୍ୟୁଜ ଚ୍ୟାନେଲ ଏବିପି ନ୍ୟୁଜ ପକ୍ଷରୁ କରାଯାଇଥିବା ସର୍ଭେରେ ଦେଶର ୩୧ ଜଣ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରୁ କିଏ ସର୍ବୋତ୍ତମ ବୋଲି ଲୋକଙ୍କୁ ପଚରାଯାଇଥିଲା | ଆଉ ଏଥିରେ ୧ ନମ୍ବର ସ୍ଥାନରେ ଅଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ସର୍ଭେରେ ଶ୍ରେଷ୍ଠ ୩ ମୁଖ୍ୟମନ୍ତ୍ରୀଙ୍କ ନବୀନ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ତୃତୀୟ ସ୍ଥାନରେ ଅଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ । ଅନ୍ୟପକ୍ଷରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ନିଜ ରାଜ୍ୟରେ କମ୍ ଲୋକ ପସନ୍ଦ କରିଛନ୍ତି ବୋଲି ସର୍ଭେରେ ଜଣାପଡିଛି । ନଜର ପକାନ୍ତୁ ଶ୍ରେଷ୍ଠ ୧୦ ମୁଖ୍ୟମନ୍ତ୍ରୀ ତାଲିକାରେ କେଉଁମାନେ ଅଛନ୍ତି ?

ଶ୍ରେଷ୍ଠ ୧୦
1. ଓଡ଼ିଶା – ନବୀନ ପଟ୍ଟନାୟକ
2. ଦିଲ୍ଲୀ – ଅରବିନ୍ଦ କେଜ୍ରିୱାଲ
3. ଆନ୍ଧ୍ରପ୍ରଦେଶ – ଜଗନମୋହନ ରେଡ୍ଡୀ
4. କେରଳ – ପି ବିଜୟନ
5. ମହାରାଷ୍ଟ୍ର – ଉଦ୍ଧବ ଠାକରେ
6. ଛତିଶଗଡ – ଭୁପେଶ ବାଗେଲ
7. ପଶ୍ଚିମବଙ୍ଗ- ମମତା ବାନାର୍ଜୀ
8. ମଧ୍ୟପ୍ରଦେଶ – ଶିବରାଜ ସିଂ ଚୌହାନ
9. ଗୋଆ – ପ୍ରମୋଦ ସାୱନ୍ତ
10. ଗୁଜୁରାଟ – ବିଜୟ ରୂପାନି

ସୂଚନା ଥାଉ କି ଏବିପି ନ୍ୟୁଜ୍ ପାଇଁ ସି ଭୋଟର ପକ୍ଷରୁ ଏହି ସର୍ଭେ କରାଯାଇଥିଲା | ଏହି ସର୍ଭେରେ ଦେଶର ସମସ୍ତ ୫୪୩ ଲୋକସଭା ଆସନରୁ ଲୋକମାନେ ଅଂଶଗ୍ରହଣ କରିଥିଲେ । ଏହି ସର୍ଭେରେ ୩୦ ହଜାରରୁ ଅଧିକ ଲୋକ ସାମିଲ ହୋଇଥିବାବେଳେ ଗତ ୧୨ ସପ୍ତାହ ମଧ୍ୟରେ ସର୍ଭେ ପ୍ରଶ୍ନର ଉତ୍ତର ନିଆଯାଇଥିଲା |

 

 

 






 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026

You Might Also Like