-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଭୀମଭୋଇଙ୍କ ମୂର୍ତ୍ତି ପୁନଃ ସ୍ଥାପନ ଦାବିକରି ଗଣ ଧାରଣା

06-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ଆହ୍ବାନରେ ସନ୍ଥ କବି ଭୀମଭୋଇଙ୍କ ମୂର୍ତ୍ତି ସୁବର୍ଣ୍ଣପୁରର ବ୍ଲକଛକରେ ପୁନଃସ୍ଥାପନ ଦାବିକରି ଏକ ଗଣଧାରଣା ଆଜି ବ୍ଲକଛକ ଠାରେ ଅନୁଷ୍ଠିତ ହୋଇଯାଇଛି I ଏହି ଗଣଧାରଣାରେ ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ରର ସଭାନେତ୍ରୀ ପ୍ରାଧ୍ୟାପିକା ମୀନା ମହାରଣା, ସଂପାଦିକା ମଂଜୁଳା ମିଶ୍ର, ଉପ ସଭାନେତ୍ରୀ ଭଗବତୀ ରାୟଗୁରୁଙ୍କ ସମେତ ବହୁ ସଂଖ୍ୟକ ସଭ୍ୟା ତଥା ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା କୋଶଳ ସାହିତ୍ୟ ସଂସ୍କୃତି ଏକାଡେମୀର ଶିକ୍ଷାବିଦ୍ ବ୍ରଜ ମୋହନ ଦାନୀ, ସନ୍ଥକବି ଚନ୍ଦ୍ରମଣି ଦାସ ଓ ଭୀମଭୋଇ ସ୍ମୃତି ଟ୍ରଷ୍ଟ ସଭାପତି ଗୋରେଖନାଥ ସାହୁ , ବୈଦିକ ବିଚାର ମଞ୍ଚ ସଭାପତି ପଙ୍କଜ କୁମାର ମେହେର, ଶ୍ରୀ ଯୋଗେଶ୍ବର ମନ୍ଦିର ଟ୍ରଷ୍ଟ ସଂପାଦକ ଦିଲ୍ଲୀପ କୁମାର ରଥ, ମହାନଦୀ ସାହିତ୍ୟ ସଂସଦ ସଭାପତି ଏଡଭୋକେଟ ଶ୍ୟାମା ଓଁ ପ୍ରସାଦ ମିଶ୍ର , ଏଡଭୋକେଟ ବଳଦେବ ବେଦବାକ , ପ୍ରଦୀପ କୁମାର ପୁରୋହିତ , ସତ୍ୟ ମହିମା ଧର୍ମ କର୍ମକର୍ତ୍ତା ଓ ଭକ୍ତ ଦୁର୍ଗା କଲତା, ରାମଗୋପାଳ ବାଘ, ସୁଧୀର କୁମାର ଜଗଦଲା, ପିତାମ୍ବର କୁମ୍ଭାର , ସମାଜସେବୀ ନାଟ୍ୟକାର ଗଦାଧର ବାରିକ, ବୈକୁଣ୍ଠ ଶତପଥି, ମନୋଜ ବାରିକ, ମାରଓ୍ବାଡି ମହିଳା ମଞ୍ଚ ତଥା ତପସ୍ପିନୀ ଅନୁଷ୍ଠାନର ଶ୍ରଦ୍ଧାଂଜଳୀ ମିଶ୍ର , ସୁନନ୍ଦା ସାହୁ, ପୂର୍ଣ୍ଣିମା ସା, ଗାୟତ୍ରୀ ପରିବାରର ଅମ୍ବିକା କଲତା ପ୍ରମୁଖ ଗଣଧାରଣାରେ ଯୋଗ ଦେଇଥିଲେ I ଏହି ଉପଲକ୍ଷେ ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ତରଫରୁ ଏକ ଲିଖିତ ସ୍ମାରକ ପତ୍ର ସୁବର୍ଣ୍ଣପୁର ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା  ଯାହାର ଏକକିତା ନକଲ ସ୍ଥାନୀୟ ପୁଲିସ ଅଧିକାରୀ ଓ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି  I ଖୁବ୍ ଶୀଘ୍ର ଭୀମଭୋଇଙ୍କ ମୂର୍ତ୍ତି ପୁନଃ ପ୍ରତିଷ୍ଠା କରାଯାଇ ଛକର ନାମ ଭୀମଭୋଇ ଛକ ରଖାଯିବାକୁ ସ୍ମାରକ ପତ୍ରରେ ଦାବି କରାଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like