-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||     

HOME   ଜିଲ୍ଲା

ମଧ୍ୟାହ୍ନ ଭୋଜନ ଚାଉଳରେ ପୋକ

07-Mar-2025



ବରୀ ଶିକ୍ଷା ମଣ୍ଡଳ ଅଧୀନ ରତ୍ନଗିରି ପଞ୍ଚାୟତରେ ଥୂବା ବିଦ୍ୟାଳୟମାନଙ୍କରେ ଚଳିତ ଥର ମଧ୍ୟାହ୍ନ ଭୋଜନ ପାଇଁ ଦିଆଯାଇଥିବା ଚାଉଳରେ ପୋକ ସାଲୁବାଲୁ ହେଉଛନ୍ତି। ଏକାଧିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏ ବିଷୟରେ ଆମେ ଲୋଚନା କରି ସମ୍ପୃକ୍ତ ଠିକାଦାରଙ୍କୁ  ଅବଗତ କରିଥିଲେ ମଧ୍ୟ ଆଜିକାଲି କହି ସେ ଦିନ ଗଡ଼ାଇ ଚାଲୁଛନ୍ତି । ଶେଷରେ ରତ୍ନଗିରି ପଞ୍ଚାୟତ ପଟଣାସ୍ଥିତ ସିଦ୍ଧେଶ୍ଵର ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ହେମନ୍ତ କୁମାର ବିଶ୍ବାଳ ମଣ୍ଡଳ ଶିକ୍ଷାଧିକାରୀଙ୍କୁ ଲିଖିତ ଅଭିଯୋଗ କରିବା ସହ ଗୁରୁବାର ରୋଷେଇ ବନ୍ଦ ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ ଗତ ୨୫ ତାରିଖରେ ଠିକାଦାର ଚାଉଳ ବଣ୍ଟନ କରିଥିଲେ। ପୁରୁଣା ପୋକ ଲଗା ଚାଉଳ ବଣ୍ଟନ ହୋଇଥିବା ଦେଖିବାକୁ ମିଳିଛି । ଏଭଳି ପୋକ ଥିବା ଚାଉଳ ବଣ୍ଟନ କରିବା ଓ ପ୍ରଧାନ ଶିକ୍ଷକମାନଙ୍କୁ ଆଜି କାଲି କହି କହି ସମଯ ଗଡ଼ାଇ ଚାଲିବା ପଛରେ  ଠିକାଦାରଙ୍କୁ ସହଯୋଗକରୁଛନ୍ତି ତାହା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତୁରନ୍ତ ଏହା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହେଉଛି l

(ରଞ୍ଜିତ ମହାନ୍ତି)


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026

You Might Also Like