-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର ୨୦୨୪ ଘୋଷିତ

07-Mar-2025



ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ୨୦୨୪ ମସିହାର ଅନୁବାଦ ପୁରସ୍କାର ଘୋଷିତ ହୋଇଛି। ଏକାଡେମୀର ସଭାପତି ମାଧବ କୈାଶିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨୧ଟି ଭାଷାର ଅନୁବାଦ ପୁସ୍ତକ ପୁରସ୍କାର ପାଇଁ ନାଁ ଘୋଷଣା କରାଯାଇଛି। ଏଥର ଓଡିଆ ଭାଷା ପାଇଁ ଅନୁବାଦ ପୁରସ୍କାର ପାଇବେ ବିଶିଷ୍ଟ ଲେଖକ ଏବଂ ଅନୁବାଦକ ସୁଭାଷ ଶତପଥୀ। ଇଂରାଜୀ ଭାଷାରେ ରଚିତ ରସକିନ୍ ବଣ୍ଡଙ୍କ ଆତ୍ମଜୀବନୀ (ଲୋନ୍ ଫକ୍ସ ଡ୍ୟାନ୍ସିଂ)ର ଓଡିଆ ଅନୁବାଦ ‘କୋକିଶିଆଳିର ଏକକ ନୃତ୍ୟ’ ପାଇଁ ତାଙ୍କୁ ଏହି ପୁରସ୍କାର ଳାଗି ମନୋନୀତ କରାଯାଇଛି। ଏହା ପୂର୍ବରୁ ସେ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଛନ୍ତି। ଶ୍ରୀ ଶତପଥୀଙ୍କ ପ୍ରକାଶିତ ଅନ୍ୟ ଅନୁବାଦ ପୁସ୍ତକ ମଧ୍ୟରେ ରହିଛି ସଂସାର, ପୂର୍ଣ୍ଣିମା ରାତ୍ରିର ଅଭିସାର ଓ ଅନ୍ୟାନ୍ୟ ଗଳ୍ପ , ସମୁଦ୍ର କୂଳର ଗାଁ, ଖୁଶୱନ୍ତ ସିଂହଙ୍କ ଗଳ୍ପ, ଏମ.ଟି. ବାସୁଦେବ ନାୟାରଙ୍କ ଗଳ୍ପ, ବିଭାଜନ ଇତ୍ୟାଦି। ସଂପ୍ରତି ସେ ଓଡିଆ ଦୈନିକ ଖବରକାଗଜ `ପ୍ରମେୟ’ର ସଂପାଦନା ବିଭାଗରେ କାର୍ଯ୍ୟରତ। ଏଥର ଓଡିଆ ଭାଷାର ଅନୁବାଦ ପୁରସ୍କାର ପାଇଁ ବିଚାରକ ମଣ୍ଡଳୀରେ ଥିଲେ ଅମରେଶ ପଟ୍ଟନାୟକ, ପ୍ରବାସିନୀ ମହାକୁଡ ଏବଂ ମୋନାଲିସା ଜେନା।
ଏହି ପୁରସ୍କାର ପାଇଁ ମନୋନୀତ ଅନ୍ୟ ଭାଷାର ଲେଖକମାନେ ହେଉଛନ୍ତି ଅଞ୍ଜନ ଶର୍ମା (ଅହମିଆ), ବାସୁଦେବ ଦାସ (ବଙ୍ଗଳା), ଉତ୍ତରା ବସୁମାତାରୀ (ବୋଡୋ), ଅର୍ଚ୍ଚନା କେସର (ଡୋଗ୍ରୀ), ଅନିସୁର ରହମାନ (ଇଂରାଜୀ), ରମଣିକ ଅଗ୍ରୱତ (ଗୁଜୁରାଟୀ), ମଦନ ସୋନି (ହିନ୍ଦୀ), ସିଦ୍ଧଲିଙ୍ଗ ପତ୍ତନସେଟ୍ଟୀ (କନ୍ନଡ), ଗୁଲାମ ନବୀ ଆତଶ (କଶ୍ମିରୀ), ମିଲିନ୍ଦ ମହମଲ (କୋଙ୍କଣୀ), କେଶକର ଠାକୁର (ମୈଥିଳି), କେ. ଭି. କୁମାରନ (ମାଲୟାଲମ), ଏସ ଇନ୍ଦ୍ରକୁମାର (ମଣିପୁରୀ), ସୁଦର୍ଶନ ଅଠାୱଲେ (ମରାଠୀ), ଚନ୍ଦନ ନେଗୀ (ପଞ୍ଜାବୀ),  ସୋହନ୍ଦନ ଚରଣ (ରାଜସ୍ଥାନୀ), ନାଜିର ହେମ୍ବ୍ରମ (ସାନ୍ତାଳି), ଶୋଭା ଲାଲଚନ୍ଦାନୀ (ସିନ୍ଧୀ), ପି. ବିମଳା (ତାମିଲ) ଏବଂ ଟି. ରାଜେଶ୍ବରୀ (ତେଲୁଗୁ)। ନେପାଳୀ ଏବଂ ସଂସ୍କୃତ ଭାଷାର ପୁରସ୍କାର ପରେ ଘୋଷଣା ହେବାକୁ ଥିବା ବେଳେ ଏଥର ଉର୍ଦ୍ଧୁ ଭାଷାରେ ପୁରସ୍କାର ଦିଆଯିବ ନାହିଁ ବୋଲି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ ଜଣାଇଛନ୍ତି। ଏକ ସ୍ବତନ୍ତ୍ର ଉତ୍ସବରେ ପ୍ରତ୍ୟେକ ବିଜେତାଙ୍କୁ ପୁରସ୍କାର ସ୍ବରୂପ ୫୦ ହଜାର ଟଙ୍କାର ଅର୍ଥରାଶି ସହିତ ତାମ୍ର ଫଳକ ପ୍ରଦାନ କରାଯିବ। ୨୦୨୪ ବର୍ଷର ଅନୁବାଦ ପୁରସ୍କାର ପାଇଁ ୨୦୧୮ରୁ ୨୦୨୨ ମଧ୍ୟରେ ପ୍ରଥମେ ପ୍ରକାଶିତ ପୁସ୍ତକଗୁଡିକୁ ବିଚାରକୁ ନିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like