-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ଡ଼. ଦୈତ୍ୟାରି ପୂଜାରୀ ପାଇଲେ ରାଜ୍ୟପାଳ ପୁରସ୍କାର

07-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା  ଯୁଧିଷ୍ଠିର ଉଚ୍ଚମାଧ୍ୟମିକ ବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ ତଥା ଯୁବ  ରେଡକ୍ରସ୍ ସଂଯୋଜକ ଡ଼.ଦୈତ୍ୟାରି ପୂଜାରୀ ରାଜ୍ୟର ଶ୍ରେଷ୍ଠ ପରାମର୍ଶଦାତା ଭାବେ ମହାମହିମ ରାଜ୍ୟପାଳଙ୍କ ଠାରୁ  ପୁରସ୍କୃତ ହୋଇଛନ୍ତି। ଭୁବନେଶ୍ଵର ରାଜଭବନର ନୂଆ ଅଭିଷେକ ପ୍ରେକ୍ଷାଳୟରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ରେଡକ୍ରସ୍ ପୁରସ୍କାର ବିତରଣ ଉତ୍ସବରେ ମହାମହିମ ରାଜ୍ୟପାଳ, ଓଡିଶା ତଥା ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ସଭାପତି ଡ. ହରିବାବୁ କମ୍ଭମପାଟି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀଯୁକ୍ତ ପୂଜାରୀଙ୍କୁ ୨୦୨୩-୨୪ ବର୍ଷ ପାଇଁ ଶ୍ରେଷ୍ଠ ଯୁବ ରେଡକ୍ରସ୍ ପରାମର୍ଶଦାତା

ଭାବେ ପୁରସ୍କାର ଓ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ଉକ୍ତ ଉତ୍ସବରେ ସମ୍ମାନିତ ଅତିଥି ଭାବେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଏନବିଏସ ରାଜପୁତ ଓ ଭାରତୀୟ ରେଡକ୍ରସ୍ ସୋସାଇଟି ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବ ଗଣେଶ ଚନ୍ଦ୍ର ପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ।ଯୁବ ରେଡକ୍ରସ୍ ଅଧିକାରୀ ଡ଼. ରମେଶ ଚନ୍ଦ୍ର ବେହେରା ଓ କନିଷ୍ଠ ରେଡକ୍ରସ୍ ଅଧିକାରୀ ଲକ୍ଷ୍ମଣ ସ୍ବାଇଁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ  ଜଣେ ନିୟମିତ ରକ୍ତଦାତା ଓ ପ୍ରୋତ୍ସାହକ ଭାବେ ଡ଼. ଦୈତ୍ୟାରି ପୂଜାରୀ  ପୂର୍ବରୁ ରାଜ୍ୟ ରକ୍ତବୀର ସମ୍ମାନରେ ସମ୍ମାନୀତ ହୋଇଥିଲେ। ରକ୍ତଦାନ ବ୍ୟତୀତ ଯୁବ ରେଡକ୍ରସ୍ ଓ ରେଡ ରିବନ କ୍ଲବ ସମ୍ବନ୍ଧିତ ବିଭିନ୍ନ ସଚେତନ ମୂଳକ କାର୍ଯ୍ୟକ୍ରମ ସଂପାଦନ, ପ୍ରାଥମିକ ସହାୟତା ତାଲିମ ପ୍ରଦାନ, ବୃକ୍ଷ ରୋପଣ, ବିପର୍ଯ୍ୟୟ ପରିଚାଳନା  ପରି ଉଲ୍ଲେଖନୀୟ ଅବଦାନ ତଥା 
ବଲାଙ୍ଗୀର ଜିଲ୍ଲା ଯୁବ ରେଡକ୍ରସ୍ ର କାର୍ଯ୍ୟକ୍ରମ ଗୁଡିକୁ ସଫଳ ରୂପେ ପରିଚାଳନା କରିଥିବାରୁ ରାଜ୍ୟପାଳ ପୁରସ୍କାର ପାଇଁ ମନୋନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ସାକ୍ଷୀ ଭାବରେ ବଲାଙ୍ଗୀର ଜିଲ୍ଲା ସୁଦାମ ଚରଣ ଡିଗ୍ରୀ କଲେଜର ପରାମର୍ଶଦାତା ପ୍ରଦୀପ୍ତ ପାଣିଗ୍ରାହୀ,ସ୍ବେଚ୍ଛାସେବୀ ଉତ୍ତମ

ପଟେଲ, ଲୋଇସିଂହା ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଅର୍ପଣ କୁମାର ବାରିକ  ଉପସ୍ଥିତ ରହି ଉତ୍ସାହିତ କରିଥିଲେ।  ଏହି ସଫଳତା ପାଇଁ ଡ. ପୁଝାରୀ ବଲାଙ୍ଗୀର ଜିଲ୍ଲା ରେଡ଼କ୍ରସ ର ପୃଷ୍ଠପୋଷକ ଆଜୀବନ ସଭ୍ୟ ବିଷ୍ଣୁ ପ୍ରସାଦ କେଡିଆ, ଯୁଧିଷ୍ଠିର ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଧନଞ୍ଜୟ ସେଠ ତଥା ସମସ୍ତ ଅଧ୍ୟାପକ,ଅଧ୍ୟାପିକା ତଥା କର୍ମଚାରୀମାନଙ୍କ ସହଯୋଗ ପାଇଁ କୃତଜ୍ଞତା ଜଣାଇଛନ୍ତି। ଏହି ସଫଳତା ପାଇବା ପଛରେ ଡ଼. ପୁଝାରୀଙ୍କ ସହଧର୍ମିଣୀ ଲୋଇସିଂହା ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପିକା ସୁନନ୍ଦା ରାଣୀ ମହାପାତ୍ର , ସୁପୁତ୍ର ବିଶ୍ବ ରଂଜନ ପୁଜାରୀ, ଜିଲ୍ଲା ଯୁବ ରେଡକ୍ରସ୍ ବେ ଆବାହକ ସଂପାଦକ ଡ. ଅମୃତ ସିଂ ବରିହା ,  ଜିଲ୍ଲାର  ସମସ୍ତ  ପରାମର୍ଶ ଦାତା ଏବଂ ସ୍ବେଛାସେବୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like