-+91-9937148622 |
prerana_bgr@rediffmail.com |
Monday 15th June 2026 |
R.N.I. Regd No. ODIODI/2010/46693
Breaking News
07-Mar-2025
କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ପଞ୍ଚାୟତ ସଦର କାନ୍ଦୁଲମୁଣ୍ଡା ପୋଖରୀ ହିଡ଼ ଉପରେ ସେତୁ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି |ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ,ଜିଲ୍ଲା ପରିଷଦ ସଭ୍ୟା ପଦ୍ମାଳୟା ପ୍ରଧାନ,ପଲଶାଗୋରା ସରପଞ୍ଚ ସୁଶ୍ରୀ ସୌଦାମିନୀ ମଲିକ,ସହକାରୀ ନିର୍ବାହୀ ଯନ୍ତ୍ରୀ ଜୟ ମହନ୍ତ ଅତିଥି ଭାବେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପାଇଁ ଥିବା ଫଳକ କୁ ଉନ୍ମୋଚନ କରିଥିଲେ |ଏହି କାର୍ଯ୍ୟକ୍ରମ ପରିଚାଳନା ରେ ସ୍ବେଛାସେବୀ ଶିତିକଣ୍ଠ ମିଶ୍ର ସହ ଅନ୍ୟ ମାନେ ସହଯୋଗ କରିଥିଲେ |ଏହି କାର୍ଯ୍ୟକ୍ରମ ରେ ଗ୍ରାମର ବହୁ ଲୋକ ଉପସ୍ଥିତ ଥିଲେ |